ଆମ ଜିଲା ଖବର

ପରୀ ହତ୍ୟା ମାମଲା: ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ଅଭିଯୁକ୍ତ

କଟକ,୬ା୩(କାର୍ତ୍ତିକ ସାହୁ): ନୟାଗଡ଼ ପରୀ ହତ୍ୟା ମାମଲାର ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ଅଭିଯୁକ୍ତ ସରୋଜ ସେଠୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ନୟାଗଡ଼ ଜିଲା ଚିଲ୍‌ଡ୍ରେନ ଅତିରିକ୍ତ ସେସନ କୋର୍ଟ ମାମଲାର ବିଚାର କରି ୨୦ ବର୍ଷ ଦଣ୍ଡାଦେଶ ରାୟ ପ୍ରଦାନ କରିଥିଲେ।…

ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଢ଼େ ୪ ଲକ୍ଷ ଠକେଇ ଅଭିଯୋଗ: ଦମ୍ପତି ଗିରଫ

ବଡ଼ବିଲ,୬ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗରରେ ଭଡ଼ା ଘରେ ରହୁଥିବା ପୂର୍ଣ୍ଣମାସୀ ଦଳେଇ ନାମକ ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ଆକାଉଣ୍ଟରୁ ସାଢେ ୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ ଘଟଣାର…

୧୪ ପ୍ରକଳ୍ପ ପାଇଁ ସୋରଡ଼ା ବ୍ଲକକୁ ପ୍ରଥମଥର ଆସିଲା ୪୧ ଲକ୍ଷ ୬୦ ହଜାର ଟଙ୍କା

ସୋରଡ଼ା,୬ା୩(ଲମ୍ବୋଦର ପାଣିଗ୍ରାହୀ): ଆଦିବାସୀ ବହୁଳ ସୋରଡ଼ା ବ୍ଲକ୍‌କୁ ୨୦୨୩ /୨୪ ଆର୍ଥିକ ବର୍ଷରେ ୧୪ଟି ପ୍ରକଳ୍ପ ପାଇଁ ୪୧ ଲକ୍ଷ ୬୦ ହଜାର ଓ ପାତ୍ରପୁର ବ୍ଲକକୁ ୧୪ଟି ପ୍ରକଳ୍ପ ପାଇଁ ୪୮ ଲକ୍ଷ ଟଙ୍କା ପରିଷଦ ଗଠନ ହେବା ପରେ…

ମୋରଡ଼ା ପଞ୍ଚାୟତ ସମିତି ଅଧିବେଶନରେ ତୁମ୍ବିତୋଫାନ

ମୋରଡ଼ା,୬ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର କନ୍‌ଫରେନ୍ସ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୋରଡା…

ହତ୍ୟା ମାମଲାରେ ୫ ଜଣଙ୍କୁ ଫାଶୀ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ବୁଧବାର ବହୁ ଚର୍ଚ୍ଚିତ ଘଷିପୁରା ନିର୍ବାଚନ ମଣ୍ଡଳୀ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ଶୁଣାଣି କରି ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି।…

ନାବାଳିକା ଜନ୍ମଦେଲେ ମୃତ ଶିଶୁ  କନ୍ୟା

ପୁରୁଷୋତ୍ତମପୁର,୬।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ଦିଗହରା ହୋଇପଡିଛି। ନିରିହ ଗରିବ ଶ୍ରେଣିର ନାବାଳିକା ଓ ଯୁବତୀମାନଙ୍କୁ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଓ ଧମକ ଦେଇ ବିଭିନ୍ନ ସମୟରେ ବଳକ୍ତାର କରାଯାଉଛି। ଏଭଳି ଏକ…

ପାଣି ପାଇଁ ତାତିଲେ ମହିଳା: ଗରା, ବାଲଟି ରଖି ବନ୍ଦକଲେ ରାସ୍ତା

ପାଟଣା,୬।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଗ୍ରାମକୁ ପାନୀୟଜଳ ଯୋଗାଣ ବନ୍ଦ ହୋଇଥିବାରୁ ଏହାର ପ୍ରତିବାଦରେ ବୁଧବାର ଉତ୍ତ୍ୟକ୍ତ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି। ଗାଁକୁ ତୁରନ୍ତ ପାନୀୟ ଜଳ ଯୋଗାଣ ଦାବି କରି ମହିଳାମାନେ ରାସ୍ତା…

ଅବହେଳିତ କୁଆଖିଆ ବଜାର

ରସୁଲପୁର,୬।୩(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳ କୁଆଖିଆ ବଜାର ଅବହେଳିତ ଅବସ୍ଥାରେ ରହିଛି। ଫଳରେ ଏଠାରେ ମୌଳିକ ସୁବିଧାରୁ ଜନସାଧାରଣ ବଞ୍ଚତ୍ତ ହୋଇଛନ୍ତି ବୋଲି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଓ ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି। ବ୍ୟବସାୟୀ ବିଜୟ…

ବାପା ଉପରେ ପ୍ରତିଶୋଧ ପାଇଁ ଝିଅଙ୍କୁ ହତ୍ୟା, ଦୁଇଦୁଇ ଥର ଉଦ୍ୟମ ପରେ ଘରେ ଛାଡ଼ିଦେବି କହି…

ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ମଙ୍ଗଳପୁର ପଞ୍ଚାୟତ ମଜୁରି ଗ୍ରାମର ଜଳନ୍ଧର ସାହୁଙ୍କ କନ୍ୟା ତଥା ଢେଙ୍କାନାଳ ସରକାରୀ ମହିଳା ଜୁନିୟର କଲେଜର ଯୁକ୍ତ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ରୀ ଜସ୍ମିନ ସାହୁଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ବାପା…

କେତକୀ ଫୁଲକୁ ମିଳିଥିଲା ଅଭିଶାପ, ହେଲେ ଶିବରାତ୍ରିରେ କାହିଁକି ହୁଏ ରାଣୀ

ବ୍ରହ୍ମପୁର୬।୩(ତନୁଶ୍ରୀ ନାହାକ): ଆଉ ଦୁଇଦିନ ପରେ ମହାଶିବରାତ୍ରୀ। ଏବେଠୁ ବ୍ରହ୍ମପୁର ବଜାରରେ କେତକୀ ଫୁଲର ଚାହିଦା ବଢ଼ିଲାଣି। ପୌରାଣିକ କଥାନୁସାରେ ମାତା ସୀତା ଦଶରଥଙ୍କ ଉଦ୍ଦେଶ୍ୟରେ ବାଲି ପିଣ୍ଡ ଦାନ କଲା ବେଳେ ନଦୀ ତୁଠରେ କେତକୀ ଫୁଲ, ଗାଈ ଓ…

ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌

ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି…

ଅଧା କର୍ମଚାରୀଙ୍କ ଉପରେ ସବୁ ଦାୟିତ୍ୱ

ଖୁଣ୍ଟା,୬।୩(ଦେବରଞ୍ଜନ ବେହେରା): ଲୋକଙ୍କୁ ତ୍ୱରିତ ସେବା ଯୋଗାଇ ଦେବାକୁ ନେଇ ସରକାର ବିଭିନ୍ନ ପଦ ପଦବୀ ସୃଷ୍ଟି କରିବା ସହିତ ଅଧିକାରୀ ନିଯୁକ୍ତି କରୁଛନ୍ତି। ମାତ୍ର ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଏବେ ଏହାର ଓଲଟା ପ୍ରତିଫଳନ ଦେଖିବାକୁ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?