ଆମ ଜିଲା ଖବର

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଧାମନଗର,୫।୩(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକ ପୋଡିଗାଁ ପଞ୍ଚାୟତ ନାଉରୀଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନରେ ଗାଁ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ପଞ୍ଚମ ଶ୍ରେଣୀର ପଢୁ ଥିଲେ।…

ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ…

ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ

ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ…

କୂଅ ଭିତରକୁ ପଶିଗଲା ବୋଲେରୋ: ଗାଡ଼ି ଭିତରେ ଥିଲେ ଭାଜପା କର୍ମୀ

ପାଟଣା,୫।୩(ବୀର କିଶୋର ଦାଶ): କୂଅ ଭିତରକୁ ପଶିଗଲା ବୋଲେରୋ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ମୋଦି ସାହି ବାଙ୍କ ନିକଟରେ। ମଙ୍ଗଳବାର ଏକ ବୋଲେରୋ ଭାରସାମ୍ୟ ହରାଇ ବଗିଚାର ଏକ କୂଅ ଭିତରେ…

ବରଯାତ୍ରୀ  ହୋଇ ଯାଇଥିଲେ, ୨ ସାଙ୍ଗଙ୍କ ମୃତଦେହ ଫେରିଲା

ଖଲ୍ଲିକୋଟ,୫।୩ (ପ୍ରଶାନ୍ତ କୁମାର ମିଶ୍ର): ବରଯାତ୍ରୀ ହୋଇ ଯାଇଥିଲେ ମୃତଦେହ ହୋଇ ଫେରିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ବାଣିଆ ଚିକିଲି ରାସ୍ତା ନିକଟରେ। ଭାରସାମ୍ୟ ହରାଇ ବାଇକ୍‌ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେବାରୁ ୨…

ଅତିଥି ହୋଇ ଆସିଥିଲେ ଭୋଜି ଖାଇଲେ, ବରକନ୍ୟାଙ୍କ ଟଙ୍କା,ସୁନା ବ୍ୟାଗ୍‌ ନେଇ ଚମ୍ପଟ ମାରିଲେ..

ପୁରୀ, ୫।୩ : ଚାଲିଥିଲା ରିସ୍ପେଶନ ପାର୍ଟି। ପ୍ରାୟ ସମସ୍ତେ ନିଜନଜ କାର୍ଯ୍ୟରେ ବ୍ୟସ୍ତ ଥିଲେ। ଏହି ବ୍ୟସ୍ତତାର ସୁଯୋଗ ନେଇ କଳାକନା ବୁଲାଇ ଦେଲେ ଦୁଇ ଲୁଟେରା। ସେମାନେ ଅତିଥି ହୋଇ ଆସିଲେ, ପାର୍ଟିରେ ଖାଇଲେ ମଜା ନେଲେ ପରେ…

ହାଇକୋର୍ଟ ଛାଟ, ବଢ଼ିଲା ମୋକିମଙ୍କ ନିର୍ବାଚନୀ ଅଡ଼ୁଆ

କଟକ,୫ା୩(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ୍‌ଙ୍କୁ ହାଇକୋର୍ଟଙ୍କ ଝଟକା ଲାଗିଛି । ୨୦୧୯ ନିର୍ବାଚନ ବେଳେ ନାମାଙ୍କନପତ୍ରରେ ଆପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିବା ଓ ଜାଣିଶୁଣି କେତେକ କାଟେଗୋରିକୁ ଛାଡ଼ି ଯାଇଥିବା ଅଭିଯୋଗରେ ମୋକିମ୍‌ଙ୍କ ବିଧାୟକ…

ବିଜେଡିକୁ ଘାରିଛି ଦଳବଦଳ ଆଶଙ୍କା

ଯାଜପୁର ଅଫିସ,୫ା୩(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲାରେ ଗତ ପଞ୍ଚାୟତ ନିର୍ବାଚନ ପରଠାରୁ ବିଜେଡି ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛି। ପଞ୍ଚାୟତ ନିର୍ବାଚନରେ ବିଜେଡି ଯେଉଁଭଳି ଭାବେ ଅସନ୍ତୋଷ ଓ ବିଦ୍ରୋହର ସାମ୍ନା କରିଥିଲା, ତାହା କିଭଳି ନ ଘଟିବ ସେ…

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର,୫।୩: ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ମଙ୍ଗଳବାର ଇଡିରେ ହାଜର ହେଇଛନ୍ତି। କିଛିଦିନ ତଳେ ପ୍ରଫୁଲ୍ଲ ସାମଲ ମଧ୍ୟ ଇଡିରେ ହାଜର ହୋଇଥିଲେ। ତାଙ୍କୁ ଇଡି ପକ୍ଷରୁ ୮ ଘଣ୍ଟା ଧରି…

ଉଜୁଡ଼ିବାକୁ ବସିଛି କୋରାବନ୍ଦୀ ଶାଳ ଜଙ୍ଗଲ

କୋରେଇ,୫।୩(ଚନ୍ଦ୍ରକାନ୍ତ ପତି):ରାଜ୍ୟରେ ନୁତନ ଜଙ୍ଗଲ ସୃଷ୍ଟି ତଥା ବନୀକରଣ ମାଧ୍ୟମରେ ଜଙ୍ଗଲ ସୃଷ୍ଟି କରିବା ପାଇଁ ସରକାରଙ୍କ ପକ୍ଷରୁ ଅନେକ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ହେଲେ ବାସ୍ତବରେ ଏହି ଯୋଜନା କର୍ମଚାରୀ ଓ ଠିକାଦାର ପୋଷଣ ନୀତିରେ ପରିଣତ…

୧୫ ତାରିଖରୁ ମାଟ୍ରିକ ଖାତା ଦେଖା ଆରମ୍ଭ: ୧୫ ଦିନ ଭିତରେ ମୂଲ୍ୟାୟନ 

କଟକ,୫।୩ : ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଆସନ୍ତା ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ । ରାଜ୍ୟର ୩୧୩ଟି ନୋଡାଲ ସେଣ୍ଟରରୁ ଉତ୍ତର ଖାତା ସଂଗ୍ରହ ପାଇଁ ବୋର୍ଡ ଗଠନ କରିଥିବା ଟିମ…

ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଚଣ୍ଡିଖୋଲ/ବଡ଼ଚଣା,୫ା୩ (ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଯାଜପୁର ଜିଲା ଚଣ୍ଡିଖୋଲ ଆସିବେ। ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କେତେକ ପ୍ରକଳ୍ପର ଲୋକାର୍ପଣ କରିବେ। ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?