ଆମ ଜିଲା ଖବର

ପୂର୍ବ ଭୋଟ ଦେଖି ଭାଜପାରେ ଅଧିକ ଆଶାୟୀ

ଜଗତ୍‌ସିଂହପୁର, ୫ା୩(ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୨୦୦୯, ୨୦୧୪ ଓ ୨୦୧୯ରେ ବିଜୟଲାଭ କରିଥିଲେ। ଭାଜପା ଆସନ୍ତା ନିର୍ବାଚନରେ ଏଠାରେ ଉତ୍ତମ ପ୍ରଦର୍ଶନ କରିବ ବୋଲି ଅଣ୍ଟାଭିଡ଼ିଛି। ତୁଳନାତ୍ମକ ଭାବେ ଗତ ସାଧାରଣ ଓ ପଞ୍ଚାୟତ ନିର୍ବାଚନ…

ବେଦିରୁ ଉଠି କଲେ ରକ୍ତଦାନ

ଅନୁଗୋଳ, ୫ା୩(ଅମିତ କୁମାର ସାମଲ):ରକ୍ତ ଦାନ କରି ଅନ୍ୟର ଜୀବନ ବଞ୍ଚାଇବାକୁ ମିଳିତ ଭାବେ ନେଇଥିଲେ ନିଷ୍ପତ୍ତି। ସେଥିପାଇଁ ବିବାହ ସରିବା ମାତ୍ରେ ବେଦିରୁ ଉଠି ସିଧା ପହଞ୍ଚିଥିଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାରରେ। ରକ୍ତ ଭଣ୍ଡାର ସମ୍ମୁଖରେ…

ଯୁବଶକ୍ତି ଶତପ୍ରତିଶତ ଆତ୍ମନିର୍ଭର ହେବେ: ଧର୍ମେନ୍ଦ୍ର

ଅନୁଗୋଳ,୫ା୩(ଅମିତ କୁମାର ସାମଲ):ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ପ୍ରତିଷ୍ଠା ହୋଇଥିବା ସ୍କିଲ ଇଣ୍ଡିଆ ସେଣ୍ଟର(ଏସ୍‌ଆଇସି) ଜିଲାର ଯୁବଶକ୍ତିଙ୍କୁ ଶତପ୍ରତିଶତ ରୋଜଗାର ଦେଇ ଆତ୍ମନିର୍ଭର କରାଇବ। ସୋମବାର ଏହି ସେଣ୍ଟରର ଲୋକାର୍ପଣ ସହ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍‌ଘାଟନ କରିବା ଅବସରରେ ଏହା କହିଛନ୍ତି…

ଆଗକୁ ନିର୍ବାଚନ: କଟକରେ ଯବାନଙ୍କ ଫ୍ଲାଗ୍‌ମାର୍ଚ୍ଚ

କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍‌) ଯବାନମାନେ କଟକରେ ପହଞ୍ଚିଛନ୍ତି। କଟକ କମିସନରେଟ ପୋଲିସ ସହିତ ମିଳିତ ଭାବେ ସିଆର୍‌ପିଏଫ ଯବାନ ସୋମବାର ସହର…

ଛୁରାମାଡ଼ରେ ଚାଲିଗଲା ମହିଳାଙ୍କ ଜୀବନ

କଟକ,୪ା୩(କାର୍ତ୍ତିକ ସାହୁ): ଛୁରାମାଡ଼ରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସିଆର୍‌ଆର୍‌ଆଇ ଥାନା ଅଧୀନ ନେହେରୁ ପଲ୍ଲୀ ବସ୍ତିରେ ଏଭଳି ଅମାନବୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ବସ୍ତିର ଭାରତୀ ସାହୁ(୪୦)। ସୋମବାର ରାତିରେ ବଚସାରୁ ଜଣେ ଯୁବକ ଏଭଳି…

ସବ୍‌ଡିଭିଜନ ଦାବିରେ ୧୨ ଘଣ୍ଟା ବନ୍ଦ

ଲକ୍ଷ୍ମୀପୁର,୪ା୩(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକକୁ ସବ୍‌ଡିଭିଜନ ଦାବିରେ ଲକ୍ଷ୍ମୀପୁର ବିକାଶ ପରିଷଦ ପକ୍ଷରୁ ସୋମବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର…

ଧରାପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ

ନିରାକାରପୁର,୪।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ୧୬ନମ୍ବର ଜାତୀୟ ରାଜପଥର ବଡ଼ପୋଖରୀଆ ଛକ ନିକଟରୁ ଏକ ମାଙ୍କଡା ପଥର ବୋଝେଇ ଟ୍ରକକୁ ଜଙ୍କିଆ ପୋଲିସ ଜବତ କରିଛି । ଏପରି କି ପୋଲିସ ଅଚ୍ୟୁତପୁର ପଞ୍ଚାୟତ ଅଚ୍ୟୁତପୁର ଗ୍ରାମର ଗାଡ଼ି ଚାଳକ…

ମଧ୍ୟାହ୍ନଭୋଜନ ଥାଳିରୁ ବାହାରିଲା ଝିଟିପିଟି: ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଭଦ୍ରକ,୪ା୩(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ବଡ଼ଶଙ୍କରପୁର ଊର୍ଦ୍ଦୁ ୟୁଜିଏମ୍‌ଇ ସ୍କୁଲରେ ସୋମବାର ମଧ୍ୟାହ୍ନଭୋଜନରେ ଝିଟିପିଟି ବାହାରିଛି। ମଧ୍ୟାହ୍ନଭୋଜନ ଖାଇଥିବା ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଦ୍ରକ ଗେଲପୁରସ୍ଥିତ ମାତୃ, ଶିଶୁ ବିଭାଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା…

ସାଇକେଲରେ ୨୦ ହଜାର କିଲୋମିଟର ଯାତ୍ରା କରି ଦେଢବର୍ଷ ପରେ ଫେରିଲେ

ସମ୍ବଲପୁର, ୪।୩ (ଭବାନୀଶଙ୍କର ଭୋଇ): ପରିବେଶ ସଚେତନତା ଲକ୍ଷ୍ୟ ରଖି ଦେଢବର୍ଷ ତଳେ ବରଗଡ ନୂଆଗଡରୁ ବାହାରିଥିବା ନନ୍ଦିଘୋଷ ଖମାରୀ ଏହା ଭିତରେ ୨୦ ହଜାର କିଲୋମିଟର ସାଇକେଲରେ ଯାତ୍ରା କରି ସାରିଛନ୍ତି। ତାଙ୍କର ସାଇକେଲ ଯାତ୍ରା ଭିତରେ ସେ ବୁଲିଛନ୍ତି…

ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ

ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟରେ ୧୯ ହଜାର ୬୦୦ କୋଟି ଟଙ୍କା ବ୍ୟୟରେ ହେବାକୁ…

ଜଳବାୟୁ ପ୍ରଦୂଷଣର ସମାଧାନ ପାଇଁ ଜିଲାପାଳଙ୍କୁ ଗୁହାରି ଜଣାଇଲେ ଗ୍ରାମବାସୀ

କେନ୍ଦୁଝର,୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଧୀନ ପଟୁଆକୁଦର ଗ୍ରାମବାସୀ ଜଳବାୟୁ ପ୍ରଦୂଷଣକୁ ନେଇ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଦ୍ୱାରସ୍ଥ ହୋଇ ଏହାର ତୁରନ୍ତ ପ୍ରତିକାର ପାଇଁ ଦାବି କରିଛନ୍ତି। ଗ୍ରାମ ନିକଟରେ ଥିବା ବସନ୍ତପୁରର ଏସେଲ୍‌…

ଖରିଫ ଋତୁର ମରୁଡ଼ି ପରିସ୍ଥିତିର ପୁନର୍ବିଚାର ଲାଗି ଚାଷୀଙ୍କ ବିକ୍ଷୋଭ

ଛତ୍ରପୁର,୪ା୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଗତ ଖରିଫ ଋତୁର ମରୁଡ଼ି ପରିସ୍ଥିତିର ପୁନର୍ବିଚାର ଲାଗି ସୋମବାର ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଜିଲା ସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ବହୁ ଚାଷୀ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?