ମହୁମାଛି ଆକ୍ରମଣରେ ୬ ମାସର ଶିଶୁ ମୃତ
ଝରିଗାଁ,୪ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଫୁଲଝରି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣେ ୬ ମାସର ଶିଶୁର ମୃତ୍ୟୁ ଘଟିଛି। ଉମରକୋଟ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳ ୮ଟାରେ ଶିଶୁର ମୃତ୍ୟୁ ହୋଇଛି। ମହୁମାଛି…
ଡିଭାଇଡର ନିର୍ମାଣ, ଭଙ୍ଗାରେ ଅଯଥା ଖର୍ଚ୍ଚ
ଯାଜପୁର,୪୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦର ଦଳାଛକ ନିକଟରୁ ୨୦ ନମ୍ବର ଏନ୍ଏଚ୍(ଜାତୀୟ ରାଜପଥ)ରେ ମିଶୁଥିବା ବେଣାପୁର ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ଅଯଥା ଖର୍ଚ୍ଚ ହୋଇଛି। ପ୍ରଥମେ ଡିଭାଇଡର ନିର୍ମାଣ କରି ପରେ ଭାଙ୍ଗିବା ପ୍ରକ୍ରିୟାରେ…
ଭାଜପାରେ ସାମିଲ ହେବେ ବିଧାୟକ ପ୍ରେମାନନ୍ଦ
କେନ୍ଦୁଝର ୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ନିକଟରେ ବିଜେଡି ଛାଡିଥିବା ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଭାଜପାରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗ୍ରସ୍ତର ଦିନକ ପୂର୍ବରୁ ସୋମବାର ସେ ଭାଜପାରେ ଯୋଗଦେବା ନେଇ ତେଲକୋଇରେ ରାଜନୀତି ସରଗରମ…
ନରେନ ପଲେଇ ବି ପଦ୍ମ ଧରିବେ
ଭଦ୍ରକ,୪।୩ (ସନାତନ ରାଉତ):ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ସୋମବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗଦେବେ ବୋଲି ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହ ଦଳରେ ସାମିଲ ହେବେ। ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଭାଜପାରେ…
ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ, ମିଳିଲା ବାଂଲାଦେଶୀ ପାସ୍ପୋର୍ଟ
ପୁରୀ,୩।୩: ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ ସେବନ…
ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA
କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା ଷଡଙ୍ଗୀ…
ସ୍ବାମୀ ମୃତ୍ୟୁର ୧୦ ବର୍ଷ ପରେ ବି ମହିଳାଙ୍କୁ ମିଳୁନି ବିଧବା ଭତ୍ତା
କେନ୍ଦୁଝର,୩।୩ ( ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟକାରୀ କରୁଥିଲେ ମଧ୍ୟ ତାହା ସଠିକ ଭାବେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି…
କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା…
ବରଯାତ୍ରୀଙ୍କୁ ଧରି ଫେରୁଥିବାବେଳେ ବ୍ରେକ୍ ଫେଲ ହେଲା ବସ୍
ଗଜପତି,୩।୩: ବରଯାତ୍ରୀଙ୍କୁ ଧରି ଫେରୁଥିଲେ ବେଳେ ବ୍ରେକ ଫେଲ ହେଲା ବସ। ଭାରସାମ୍ୟ ହରାଇ ବସ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ପଥରରେ ପିଟି ହୋଇଯାଇଛି। ଗଞ୍ଜାମ ତପ୍ତପାଣି ଘାଟିରେ ଏହି ବସ ଦୁର୍ଘଟଣା ଘଟିଛି। ଆହତ ହୋଇଥିବା ୭ ଜଣ…
ହକ୍ ପାଇଁ ଆଦିବାସୀଙ୍କ ମେଳି
ମୋରଡ଼ା,୩ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ମାକୁନ୍ଦ ଗ୍ରାମର ଜାହିରା ପୀଠ ନିକଟରେ ଶତାଧିକ ଆଦିବାସୀ ସମ୍ପ୍ରଦାୟର ଲୋକେ ମେଳି ବାନ୍ଧିଥିବାର ଦେଖିବାକୁ ମିଳିଛି। ଉକ୍ତ ମେଳିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ କଂଗ୍ରେସ ନେତା…
ମହୁମାଛି ଆକ୍ରମଣରେ ୮ରୁ ଅଧିକ ଆହତ
ଛତ୍ରପୁର,୩ା୩(ଦିଲ୍ଲୀପ ସାମଲ): ଛତ୍ରପୁର ମେନ୍ରୋଡ୍ଠାରେ ଥିବା ଏକ ଘରୋଇ ମଲ୍ ପରିସରରେ ମହୁମାଛି ଆକ୍ରମଣରେ ୮ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ଆହତମାନେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହୋଇ ନିଜ ନିଜ ଘରକୁ ଫେରିଛନ୍ତି। ସେମାନେ ହେଲେ ଯୁବରାଜ ବେହେରା,…
ଧର୍ମଗଡ଼ରେ ନୂଆ-ଓ’ ସ୍କଲାରଶିପ୍ ପ୍ରଦାନ କଲେ ୫-ଟି ଅଧ୍ୟକ୍ଷ
ଭବାନୀପାଟଣା,୩ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ସମ୍ମୁଖ ପଡ଼ିଆରେ ରବିବାର ନୂଆ-ଓ ସ୍କଲାରଶିପ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ପ୍ରଦାନ କରିଛନ୍ତି। ଏହି ସ୍କଲାରଶିପ୍ ଜରିଆରେ…

