୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର
ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିିଂ ଜାରି କରାଯାଇଛି। ଅନ୍ୟପକ୍ଷେ…
କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର
ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ ହୋଇଥିବା ବେଳେ ସନ୍ଧ୍ୟାରେ କିଛି ସମୟ ପାଇଁ ବିଦ୍ୟୁତ୍ ସ୍ବାଭାବିକ ହୋଇଥିଲା। ତେବେ…
‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’
ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ ଉତ୍ସବ ବୈଶାଖ ପୂର୍ଣ୍ଣିମାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଣ୍ତିତ ରଘୁନାଥ ମୁର୍ମୁ…
ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…
ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍ଏଫ୍ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି କରୁଥିବା ସମୟରେ ବ୍ରେନଷ୍ଟ୍ରୋକ୍ରେ ଗୁରୁବାର ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ବିଏସ୍ଏଫ୍ର ଏକ ଟିମ୍…
ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…
ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ ତଥା କୃଷି ଓ କୃଷକ ସଶକ୍ତିକାରଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ, ମୁଖ୍ୟମନ୍ତ୍ରୀ…
ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା
ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି।…
ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ
ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର ଦ୍ୱିତୀୟ ଦିବସ। ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ଜାରି ରହିବ ଓ ଜନସାଧାରଣ…
ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍ ଧରିଲା ଉଚ୍ଛେଦ ଦାବି
ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି।…
କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି
କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର କାନ୍ଥ ଭାଙ୍ଗିବା ସହ ଆସବାବପତ୍ର ପବନରେ ଉଡ଼ି ନଷ୍ଟ ହୋଇଛି। ସୂଚନା ମୁତାବକ,…
କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର
ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪ ଟା ଯାଏ କାଳବୈଶାଖୀର ଭୀଷଣ ତାଣ୍ଡବ ଯୋଗୁ ବହୁ ସଂଖ୍ୟକ ଚାଳ ଛପର…
୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର
ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍ ବ୍ଲକର ଦୁର୍ଗମ ଅଞ୍ଚଳ ରେଙ୍ଗାପଦର ଗ୍ରାମରେ ଗୁରୁବାର କ୍ୟାମ୍ପ କରିଥିଲେ। ପୂର୍ବରୁ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ମଧୁବନ…
୪ ସାଙ୍ଗ ମିଶି ଦୁଇ ବାଇକ୍ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ
ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍ରେ ଯାଉଥିବା ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଭଞ୍ଜନଗର ଜଗନ୍ନାଥବିହାର ପ୍ରଥମ ଲାଇନ ବାସିନ୍ଦା ତଥା…
Archives


