ଆମ ଜିଲା ଖବର

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିବା ଦୃଶ୍ୟକୁ ନେଇ ବର୍ତ୍ତମାନ ସାରା ଅଞ୍ଚଳରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।…

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସ୍ତ୍ରୀ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ପ୍ରାର୍ଥୀ କରିଛି। ତେବେ ଶ୍ରୀମତୀ କାନୁନ୍‌ଗୋଙ୍କ ପ୍ରତି ନିଜ ଦଳର…

‘ଚକ୍ରାନ୍ତ କରି ମୋ ଟିକେଟ୍ କାଟିଦେଲେ, ତାଙ୍କ କଥା ଜଗନ୍ନାଥ ବୁଝିବେ’: ସୁନନ୍ଦା ଦାସ

ଭୁବନେଶ୍ୱର, ୨୨।୪: ସୋମବାର ବିଜୁ ଜନତା ଦଳ ପକ୍ଷରୁ ସପ୍ତମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରାଯାଇଛି। ଏଥିରେ ବରୀ ବିଧାୟକ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକଙ୍କୁ ଟିକେଟ୍ ମିଳିଛି। ଏହାପରେ ସୁନନ୍ଦା ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚକ୍ରାନ୍ତ କରି…

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ…

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ ପୂରଣ ପାଇଁ କଂଗେସର ମଙ୍ଗ ଧରିଛନ୍ତି ନାଉଗାଁ ବ୍ଲକ ଅଞ୍ଚଳର ଯୁବନେତା ନିରଞ୍ଜନ ନାୟକ…

ଭାଜପା, ବିଜେଡିକୁ ଘାରିଛି ବିଦ୍ରୋହୀ ଚିନ୍ତା

ଯାଜପୁର,୨୨ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକ ସଭା ଓ ଏହା ଅଧୀନ ଜିଲାର ୭ ବିଧାନସଭା ଆସନରେ ଭୋଟ ଜୁନ୍‌ ୧ରେ ହେବାକୁ ଥିବାବେଳେ ମେ’ ମାସ ୭ରୁ ୧୪ ତାରିଖ ଯାଏ ପ୍ରାର୍ଥତ୍ପତ୍ର ଦାଖଲ ହେବ। ହେଲେ ଏ ଯାଏ ସବୁ ଆସନରେ…

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ ଗ୍ରୁପ ଅସୁସ୍ଥ ହୋଇପଡିଥିଲେ।

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରେ ବାହାରକୁ…

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ ଛୁଇଁଛି। ଅମଳ ସମୟରେ ଏହି ସ୍ଥିତି ଥିବାବେଳେ ଆସନ୍ତା ନଭେମ୍ବର, ଡିସେମ୍ବରକୁ କେଜି ପ୍ରତି…

ଗାଁରେ ପିଇବା ପାଣି ଅଭାବ

କାଏମା,୨୨ା୪(ଶିବପ୍ରସାଦ ମହାନ୍ତି):ସରକାର ଲୋକଙ୍କ ସର୍ବନିମ୍ନ ମୌଳିକ ସମସ୍ୟାରେ ସୁଧାର ଆଣିବାକୁ ଅହରହ ପ୍ରଚେଷ୍ଠା କରିଆସୁଛନ୍ତି। ମାତ୍ର କେତେଜଣ ଅଧିକାରୀଙ୍କ ଅପାରଗତା କାରଣରୁ ଧର୍ମଶାଳା ବ୍ଲକରେ ପାନୀୟ ଜଳ ଯୋଗାଣ ପାଇଁ ନିର୍ମିତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଏଯାବତ୍‌ ଶେଷ ହୋଇ ପାରିନାହିଁ। ଫଳରେ…

ପବନରେ ଆସୁଛି କାରଖାନା ଧୂଆଁ

ମହାକାଳପଡ଼ା, ୨୨ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନରେ ଘଟୁଛି ପରିବର୍ତ୍ତନ। ପୂର୍ବ ଅପେକ୍ଷା ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିଛି। ଫଳରେ ଦିନ ୧୦ଟା ସୁଦ୍ଧା ଉପକୂଳ ଅଞ୍ଚଳରେ ୩୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଚିନ୍ତାରେ ଅଞ୍ଚଳବାସୀ। ମଧ୍ୟାହ୍ନ ସୁଦ୍ଧା ପାଖାପାଖି…

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?