ଆମ ଜିଲା ଖବର

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ ନିର୍ବାଚନମଣ୍ଡଳୀରେ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ବୃଦ୍ଧ 

ତିହିଡି,୧।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଗୁରୁବାର ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୮୦/୨୪)…

ବାପ-ପୁଅ ମିଶି ନାବାଳିକାଙ୍କୁ  କରିଥିଲେ ବଳାତ୍କାର: ରାୟ ଶୁଣାଇଲେ କୋର୍ଟ, ବାପାଙ୍କୁ ୨୦, ପୁଅଙ୍କୁ ୨୫ ବର୍ଷ ଜେଲ୍‌

କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଓ ସତନ୍ତ୍ର ଜଜ୍‌ (ପୋକ୍ସ) ଶୁଭଶ୍ରୀ ତ୍ରିପାଠୀ ଜଣେ ୧୫ ବର୍ଷ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ଶୁଣାଇଛନ୍ତି। ସେ ଏହି ଘଟଣାରେ ବାପାଙ୍କୁ ୨୦ ଓ ପୁଅଙ୍କୁ ୨୫ ବର୍ଷ ଜେଲ…

ଗାଡ଼ି ଭିତରେ ଯାଉଥିଲା ଗୋମାଂସ: ମାଡ଼ି ବସିଲେ ଯୁବକ

ନିଶ୍ଚିନ୍ତକୋଇଲି,୧।୩ (ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ଅଚ୍ୟୁତାନନ୍ଦ ମାର୍ଗ ବୁହାଲୋ ପଞ୍ଚଯାତ ବରପଡା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋମାଂସା ବୋଝେଇ ଗାଡିକୁ କିଛି ଯୁବକ ଅଟକାଇଥିଲେ। ପରେ ଗାଡ଼ି ଚାଳକ ଗାଡ଼ି ଛାଛି…

ମାଲକାନଗିରି ପାଇଁ ଖୁସି ଖବର: ୫ ତାରିଖରୁ ଉଡ଼ାଣ କରିବ ଯାତ୍ରୀବାହୀ ବିମାନ

ମାଲକାନଗିରି,୧।୩: ମାଲକାନଗିରି ଜିଲାବାସୀଙ୍କ ପାଇଁ ଖୁସି ଖବର, ଆସନ୍ତା ୫ ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଯାତ୍ରୀବାହୀ ବିମାନ ଉଡ଼ାଣ କରିବ । ଏ ନେଇ ଏୟାର ଅନ୍‌ ଇଣ୍ଡିଆର ବିମାନ ଅଧିକାରୀ ସୂଚନା ଦେଇଛନ୍ତି । ଶୁକ୍ରବାର ପୁଣି ଥରେ…

୧୮୦୦ କୋଟି ଟଙ୍କାର ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ବାସଭବନରେ ଇଡି ଚଢ଼ାଉ

ବଡ଼ବିଲ,୧ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲର ଦୁଇଟି ସ୍ଥାନରେ ଇଡି(ଏନ୍‌ଫୋର୍ସମେଣ୍ଟ ଡିରେକ୍ଟର/ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ର ଚଢ଼ାଉ ହୋଇଛି। ୧୮୦୦ କୋଟି ଟଙ୍କାର ଉଲିବୁରୁ ଖଣି ମହାଦୁର୍ନୀତିକୁ ନେଇ ଇଡି ପକ୍ଷରୁ ଏହାର ମୁଖ୍ୟ ଦୀପକ ଗୁପ୍ତାଙ୍କ ବଡ଼ବିଲସ୍ଥିତ ବାସଭବନ ଏବଂ ଧୋବି ହଟିଂସ୍ଥିତ…

ନାଗାବଳୀ ନଦୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁ ଅବଦୁଲ(୧୨) ଏବଂ ହେମାଦେଇ ସୁନା(୯)। ଉଭୟେ ସାନଚାନ୍ଦିଲି ଗ୍ରାମର।…

ନବୀନ ନିବାସରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛତ୍ରପୁରବାସୀ

ଛତ୍ରପୁର,୧ା୩(ଦିଲ୍ଲୀପ ସାମଲ): ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଛନ୍ତି। ଯାହା ଛତ୍ରପୁରବାସୀଙ୍କ ନିମନ୍ତେ ଉପହାର ଭେଟି ସଦୃଶ୍ୟ ହୋଇଛି। ଫେବୃଆରୀ ୨୪ରେ ୧୯୫୫ରେ ଗଠନ ହୋଇଥିବା କଳା, ସାହିତ୍ୟ ଓ ସଂସ୍କୃତି ଆଦି କ୍ଷେତ୍ରରେ ନିଜର ସ୍ବତନ୍ତ୍ର…

ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି

ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ…

ପାଟଣା ମୁଖ୍ୟାଳୟକୁ ବିଜ୍ଞାପିତ ଅଞ୍ଚଳ ଘୋଷଣା ଦାବିରେ ଦାବିପତ୍ର

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ବିଜ୍ଞାପିତ ପରିଷଦ ଘୋଷଣା ଦାବିରେ ଶୁକ୍ରବାର ପାଟଣା ଅଞ୍ଚଳବାସୀଙ୍କ ତରଫରୁ ଏକ ବୁଦ୍ଧିଜୀବୀ ମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା ତହସିଲଦାର ଲୀଳାବତି ନାୟକଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅନ୍ୟାନ୍ୟ ଦାବିଗୁଡ଼ିକ…

ଖଇରାରେ ସୁଦୃଢ଼ ହେଉଛି କଂଗ୍ରେସ

ଖଇରା,୧।୩(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଖଇରା ବ୍ଲକରେ କଂଗ୍ରେସର ୬ମାସ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ଛୋଟ ବଡ ମିଶ୍ରଣ ପର୍ବ ମାଧ୍ୟମରେ କଂଗ୍ରେସ ଧୀରେ ଧୀରେ ସୁଦୃଢ ହେବାରେ ଲାଗିଛି। ୨୦୧୯ରେ ଦଳ ଛାଡି ଭାଜପାକୁ ମୁହାଁଇଥିବା ବହୁ କଂଗ୍ରେସ କର୍ମୀ ତଥା…

ବ୍ୟବସାୟୀଙ୍କ ଘରେ ଇଡି ଚଢ଼ାଉ

ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର, ଅଫିସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?