ବ୍ୟବସାୟୀଙ୍କ ଘରେ ଇଡି ଚଢ଼ାଉ
ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର, ଅଫିସ,…
ମିଳିଲେ ଏମ୍ଏଲ୍ଏ, ନ ମିଳିଲେ ଏମ୍ପି
ଜଗତ୍ସିଂହପୁର,୧ା୩(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଲୋକ ସଭା ଆସନ ପାଇଁ କେଉଁ ଦଳ କାହାକୁ ପ୍ରାର୍ଥୀ କଲେ ଜିତିବା ସମ୍ଭାବନା ଅଧିକ ତା’ ଉପରେ ତର୍ଜମା କରୁଛନ୍ତି। ଏଭଳି ସ୍ଥିତିରେ ଭାଜପା ଦୁଇ ପାଦ ଆଗକୁ ବଢ଼ିଛି। ଏହି ଦଳ ଦିନେ ଦୁଇ…
ବିଧାନସଭାକୁ ସୁରଙ୍କ ବାଏ ପରେ ଏମ୍ପି ପ୍ରାର୍ଥିତ୍ୱ ଚର୍ଚ୍ଚା
ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଦୀର୍ଘବର୍ଷ ଧରି ବିଜେଡି ପ୍ରାର୍ଥୀ ଜିତି ଆସୁଥିବା ବେଳେ ୨୦୧୯ ନିର୍ବାଚନରେ ଭାଜପାରୁ ଅପରାଜିତା ଷଡ଼ଙ୍ଗୀ ଏମ୍ପି ହୋଇଥିଲେ। ୨୦୨୪ ଲୋକ ସଭା ନିର୍ବାଚନରେ ଅପରାଜିତା ଭାଜପାରୁ ପୁଣି ପ୍ରାର୍ଥୀ ହେବେ ବୋଲି କୁହାଯାଉଛି। ଯଦି…
ଭୟରେ ଦିନ କାଟୁଛନ୍ତି ୫ ମୌଜାର ବାସିନ୍ଦା
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ ଗତବର୍ଷ ବ୍ରାହ୍ମଣୀ ଓ କାଣୀନଦୀରେ ଆସିଥିବା ବନ୍ୟାରେ ଅଳପୁଆ ପଞ୍ଚାୟତର ଅଳପୁଆ, ଦାମୋଦରପାଟଣା, ରାମନାଏକଡିଆ, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ନଦୀବନ୍ଧ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପ୍ରାୟ…
ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ନିମ୍ନମାନର
ନାଉଗାଁ,୧ା୩(ସୁଧା ବେହୁରା):ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହି ରାସ୍ତାର ନାଉଗଁାସ୍ଥିତ ସାଧୁ ଗୋସ୍ବାମୀ ପୀଠ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଉକ୍ତ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି।…
ଟିକେଟ ଦୌଡ଼ରେ ରତିକାନ୍ତ, ବିଶ୍ୱନାଥ
ଡେରାବିଶ୍, ୧ା୩ (ବେବର୍ତ୍ତା ଅଜୟ ଦାସ):୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପାଟକୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ତାତି ଜୋର ଧରିଛି। ରାଜ୍ୟରେ ନିର୍ବାଚନମଣ୍ଡଳୀର ଅଧିକ ଗୁରୁତ୍ୱ ଥିବା ବେଳେ ଅଣକଂଗ୍ରେସ ଓ ଭାଜପା ଗଡ଼ ଭାବେ ପରିଚିତ ଥିବା ଏହି…
୧୭ବର୍ଷ ହେଲା ଅଧାରେ ପଡ଼ିଛି କଣ୍ଠିଆନାଳ ସେତୁ
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ୨୦୨୩ରେ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗର ବିଜୁ ସେତୁ ଯୋଜନାରେ ୩୬,୯୧,୩୬,୦୦୦ ଟଙ୍କା ବ୍ୟୟ ଅଟକଳକୁ ମଞ୍ଜୁର ଦେଇ…
ବୋନ୍ କ୍ୟାନ୍ସରରେ ପୀଡ଼ିତ ୩ ବର୍ଷର ଶିଶୁ
କୋରେଇ,୧ା୩(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରି ପଞ୍ଚାୟତ ରଗଡ଼ି ଗ୍ରାମର ରାଜେନ୍ଦ୍ର ରାଉତ ଓ କନକ ରାଉତଙ୍କ ୩ ବର୍ଷର ଶିଶୁପୁତ୍ର ଦୀପକ ରାଉତ ବୋନ କ୍ୟାନ୍ସରରେ ପୀଡ଼ିତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୬…
କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍
ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ବିଶେଷକରି ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ କାରବାରକୁ ଅଧିକ ନିୟନ୍ତ୍ରଣ ଆଶା…
ସ୍କୁଲରେ ଶୋଇଲେ ଶିକ୍ଷକ, ଘରକୁ ଫେରିଲେ ପିଲା
ବଇଣ୍ଡା,୩ା୧ (ପରିକ୍ଷିତ ସାହୁ):ପିଲାଙ୍କୁ ପଢ଼ାଇବା ପରିବର୍ତ୍ତେ ସ୍କୁଲ କାର୍ଯ୍ୟାଳୟରେ ଶୋଇପଡ଼ିଲେ ଶିକ୍ଷକ। ଦୀର୍ଘ ସମୟ ଯାଏ ଶିକ୍ଷକ ଜଣକ ନ ଉଠିବାରୁ ଶେଷରେ ବିଦ୍ୟାଳୟରେ ବସି ବସି ଘରକୁ ଫେରିଲେ ପିଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତ ରେଙ୍ଗାଳବେଡ଼ା…
ବରାହନାଥ ପ୍ରକଳ୍ପ କାମରେ ବ୍ୟାପକ ଅନିୟମିତତା
ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ସହର ଓ ଏହାର ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ ପାଇଁ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଚାଲିଛି। ସେଥିମଧ୍ୟରୁ ଯାଜପୁର ଉପକଣ୍ଠରେ ପ୍ରବାହିତ ବୈତରଣୀ କୂଳରେ ଥିବା ଅତି ପ୍ରାଚୀନ ବରାହନାଥ ମନ୍ଦିର ପ୍ରକଳ୍ପ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ…
ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ
ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ ପଡ଼ିଆଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ପର୍ଯ୍ୟବେକ୍ଷକ…

