ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…
ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗିରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ସ୍ଵତନ୍ତ୍ର ରିଲିଫ କମିଶନର…
ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି
ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ ବା ଦୁର୍ନୀତି ନିବାରଣ କାର୍ଯ୍ୟାଳୟର ପାଚେରି ଭୁଶୁଡ଼ି ଯାଇଛି। ଶୁକ୍ରବାର ଦ୍ୱିପହରରୁ ଲଗାଣ…
ପିକ୍ଅପ୍ ଭ୍ୟାନ୍ ସହ ବାଇକ୍ ଧକ୍କା; ଆରୋହୀ ଗୁରୁତର
ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍ଅପ୍ ଭ୍ୟାନ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି…
ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି
ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡ଼ା ରେଞ୍ଜରେ ଏହି ଘଟଣା ଘଟିଥିବାବେଳେ ବନ…
ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ
ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି ରହିଥିବା ଝିପିଝିପି ବର୍ଷା ସାଙ୍ଗକୁ ଘନ କୁହୁଡ଼ିର ଆସ୍ତରଣ ସମଗ୍ର ଅଞ୍ଚଳକୁ ଆବୃତ…
ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି ରାସ୍ତାର ବୁଲାଣି ରାସ୍ତାରେ ବୁଲିପାରି ନ ଥିଲା ଫଳରେ ବିପଦସଂକୁଳ ଅବସ୍ଥାରେ ଅଟକି…
୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ
ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଆମ୍ବେଦକର ଛକ ସ୍ଥିତ ବିଦ୍ୟୁତ କାର୍ଯ୍ୟାଳୟରେ…
କେସିଙ୍ଗା ଏନ୍ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ
କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ ତପ୍ତରତା ପ୍ରକାଶ ପାଇ ଥିବାରୁ ଶନିବାର ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ବିଜେଡି ପକ୍ଷରୁ…
ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା
ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ ସଂଯୋଗ ସମସ୍ୟାର ସମୀକ୍ଷା କରିବା ପାଇଁ ରେଳ ଅଧିକାରୀ ଏବଂ ସ୍ଥାନୀୟ ବାସିନ୍ଦାଙ୍କ…
ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର
କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜଲା ମୁଖ୍ୟ…
ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…
ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏହିଭଳି ପରିସ୍ଥିତିରେ ଗଞ୍ଜାମ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ଅଭିଯୁକ୍ତମାନଙ୍କୁ କାବୁ କରିବା ପାଇଁ…
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ବାରମ୍ବାର ଆବେଦନ କରି ସୁଦ୍ଧା ପରିବାର ଏଥିରୁ…

