ଆମ ଜିଲା ଖବର

ପ୍ରାର୍ଥୀ ବଦଳାଇ ବିଜେଡି ଜିତୁଛି

ଆନନ୍ଦପୁର,୨୭।୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଗତ ତିନୋଟି ନିର୍ବାଚନକୁ ଦେଖିଲେ ବିଜେଡି ଏଠାରେ ପ୍ରତିଥର ପ୍ରାର୍ଥୀ ବଦଳାଉଥିବାବେଳେ ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥତ୍ତ୍ୱକୁ ପ୍ରାୟ ସ୍ଥିର…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବିଧାୟକ ହଟହଟା

ରଣପୁର,୨୭ା୨(ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁରସ୍ଥିତ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ରାଜ୍ୟ ସରକାରଙ୍କ ତରଫରୁ ଚାଲିଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଥିଲେ। ହେଲେ ସେ ଗୋପାଳପୁର ପଞ୍ଚାୟତର ବିଜେଡି ସଭାପତିଙ୍କୁ…

ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ

ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ହେଲେ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ଜୀବନ ଗଲା

ଭଦ୍ରକ,୨୭।୨(ସନାତନ ରାଉତ):ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀଙ୍କ ଜୀବନ ଚାଲିଗଲା। ବାରମ୍ବାର ଗୁହାରି ସତ୍ତ୍ୱେ ଡାକ୍ତର ଓ ନର୍ସ ସେମାନଙ୍କ କଥା ଶୁଣି ନ ଥିଲେ। ଚିକିତ୍ସାରେ ବିଳମ୍ବ କଲେ। ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ବିଭାଗ ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ…

ଉଲଗ୍ନ ହୋଇ ରାସ୍ତାରେ ଖଣ୍ଡା ବୁଲାଇଲେ

ବାରଙ୍ଗ,୨୭ା୨(ଲିଙ୍ଗରାଜ ରାଉତ):ତ୍ରିଶୂଳିଆ ବାଙ୍କୀ ମୁଖ୍ୟରାସ୍ତାର ଗୋଡ଼ିସାହି ବଜାର ପାଖରେ ସୋମବାର ଉଲଗ୍ନ ଅବସ୍ଥାରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ଖଣ୍ଡା ଧରି ପ୍ରାୟ ଅଧଘଣ୍ଟା କାଳ ଆତଙ୍କ ଖେଳାଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଉକ୍ତ ବ୍ୟକ୍ତିଙ୍କୁ…

ଆଶ୍ରୟ କେନ୍ଦ୍ରରୁ ୩ ଅନ୍ତେବାସୀ ଫେରାର

ରାଉରକେଲା,୨୬।୨(ସଙ୍ଗୀତା ଜେନା): ରାଉରକେଲା ଜେଲ୍‌ ରୋଡ୍‌ସ୍ଥିତ ସୁରକ୍ଷିତ ଆଶ୍ରୟ କେନ୍ଦ୍ରରୁ ସୋମବାର ୩ ଜଣ ଅନ୍ତେବାସୀ ନାବାଳକ ଫେରାର ହୋଇଯାଇଛନ୍ତି। ଏ ନେଇ କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଉମେଶ ସାବତ ରଘୁନାଥପାଲି ଥାନାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି। ସୁପରିଣ୍ଟେଣ୍ଡେଣ୍ଟ…

ପୋଲ ତଳକୁ ଖସିପଡ଼ିଲା ବାଇକ୍‌, ଚାଲିଗଲା ୨ ଜୀବନ 

ପାପଡ଼ାହାଣ୍ଡି,୨୬।୨(ସ୍ବପ୍ନଜିତ୍‌ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଶହୀଦ ମିନାର ନିକଟ ଟୁରି ନଦୀରେ ନିର୍ମାଣାଧୀନ ପୋଲ ତଳକୁ ଏକ ବାଇକ୍‌ ଖସି ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଉମରକୋଟ ବ୍ଲକ ଗୋଇଦୌଡ଼ି ଗ୍ରାମର ବଳରାମ ମୁଦୁଲି ଓ ଡାବୁଗାଁ…

ବରଯାତ୍ରୀ ହୋଇ ଆସିଥିଲେ, ଫେରିବା ବାଟରେ ଚାଲିଗଲା ଜୀବନ

ବାହାନଗା,୨୬ା୨(ଅରୂପ୍‌ କୁମାର ଦାସ): ବରଯାତ୍ରୀ ହୋଇ କନ୍ୟାଘରକୁ ଆସିଥିଲେ। ମାତ୍ର ଫେରିବା ବେଳକୁ ବାଟରେ ଦେହ ଅସୁସ୍ଥ ହେବାରୁ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଗଲା। ଏଭଳି ଦୁଃଖଦ ଘଟଣା ଘଟିଛି ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମରେ। ବାଲେଶ୍ୱର ସଦର ଥାନା…

ପ୍ରଶ୍ନପତ୍ର ଭାଇରାଲକୁ କାହିଁକି ଅଟକା ଯାଇପାରୁନାହିଁ: ଗଣିତରେ କପି କରି ୫୧ ଧରାପଡ଼ିଲେ

କଟକ,୨୬ା୨(କାର୍ତ୍ତିକ ସାହୁ) ମାଟ୍ରିକ ପରୀକ୍ଷାର ଗଣିତ ବିଷୟ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେନ୍ଦୁଝର ଜିଲାର ଏକ ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସୋମବାର ଚର୍ଚ୍ଚା ଜୋର ଧରିଥିଲା। ଏପରିକି ଗଣିତ ପ୍ରଶ୍ନପତ୍ରର ସି ଏବଂ ଡି…

ରାଜ୍ୟବାସୀଙ୍କୁ ମିଳିବ ଗୁଣାତ୍ମକ ସେବା: ପୋଲିସ ସେବାରେ ୨୮୫ଟି ଯାନ…

କଟକ,୨୬ା୨ (କାର୍ତ୍ତିକ ସାହୁ) ଓଡ଼ିଶା ପୋଲିସ ସେବାରେ ୨୮୫ଟି ନୂତନ ଯାନକୁ ସାମିଲ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ଓଏମ୍‌ପିସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ନୂତନ ଯାନଗୁଡ଼ିକୁ ଜନସାଧାରଣଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଲା ଜିଲା ଶିକ୍ଷା ବିଭାଗ

କେନ୍ଦୁଝର,୨୬।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରଶ୍ନପତ୍ର ଭାଇରାଲକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ। ଏପରିକି ସୋମବାର ପ୍ରଶ୍ନ ପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଛି ବିଭାଗ। ବିଭାଗ ପକ୍ଷରୁ ଏହାକୁ ମିଥ୍ୟା ଓ ଗୁଜବ…

ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ ବିଭାଗ ପକ୍ଷରୁ ବାଲିକୁଦା ରେଲଓ୍ବେ କ୍ରସିଂ ନିକଟରେ ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?