ଆମ ଜିଲା ଖବର

ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ…

ଅନ୍ୟ ଯୁବକଙ୍କ ସହ ଲୁଚିଲୁଚି ଫୋନ୍‌ରେ କଥା ହେଉଥିଲେ ପ୍ରେମିକା , ପ୍ରେମିକ ତଣ୍ଟି ଚିପି ଜାଳିଦେଲେ

ସୁବର୍ଣ୍ଣପୁର,୨୬।୨: ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବାରୁ ପ୍ରେମିକାଙ୍କୁ ମାରିଦେଲେ ପ୍ରେମିକ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେନଝିରିଆପାଲି ପଞ୍ଚାୟତ ବଲିପାଲିରେ। ସୋମବାର ଅର୍ଦ୍ଧ ଦଗ୍ଧ ମୃତଦେହ ବୀରମହାରାଜପୁରର ପୋଲିସ ଉଦ୍ଧାର କରିଛି ।…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ବାଲିଗୁଡା,୨୬।୨(ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ବାଲିଗୁଡ଼ା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଧୀନ ପାଙ୍ଗାପଡ଼ା ଗ୍ରାମର ସପନ ପାଟ୍ଟମାଝୀ। ଅଭିଯୋଗ…

ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ: ୧୩,୪୨୩ ଛାତ୍ରୀଛାତ୍ରଙ୍କୁ ୧୩.୫ କୋଟି ପ୍ରଦାନ

ସମ୍ବଲପୁର,୨୬ା୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ମନ୍ଦଳିଆ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କରିଥିଲେ। ଏହି…

ମାଟ୍ରିକ୍‌ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…

ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ।…

ମାଟ୍ରିକ ପରୀକ୍ଷା ବେଳେ ସ୍କ୍ବାର୍ଡଙ୍କୁ ଦେଖି ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ହାଟଡିହୀ,୨୬l୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ବେଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଚେତାଶୂନ୍ୟ ହୋଇ ଅସୁସ୍ଥ ହୋଇ ପଡ଼ିଥିଲେ। ସେ ହେଲେ ମନୀଷା ଜେନା। ମନୀଷା ବଞ୍ଚୋବରାହୀ ହାଇସ୍କୁଲର ଛାତ୍ରୀ।…

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରଗଡ଼ ଷ୍ଟେଶନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେଶନଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅମୃତ ଭାରତ ଯୋଜନାରେ କେନ୍ଦୁଝରଗଡ଼ ଷ୍ଟେଶନର ପୁନର୍ବିକାଶ ଭିଡିଓ କନ୍‌ଫରେନ୍ସିଂ…

ଅମୃତ ଭାରତ ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ରାୟଗଡ଼ା,୨୬ା୨(ଆଶିଷ ରଞ୍ଜନ ପଣ୍ଡା): ଅମୃତ ଭାରତ ପ୍ରକଳ୍ପ ଯୋଜନାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ ଭାରତ ଯୋଜନାରେ ୪୧ ହଜାର କୋଟି ଟଙ୍କା ମୂଲ୍ୟରେ ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି…

ପୁଣି ପ୍ରଶ୍ନପତ୍ର ଭାଇରାଲକୁ ନେଇ ଚର୍ଚ୍ଚା, ସ୍ପଷ୍ଟ କରୁନି ଶିକ୍ଷା ବିଭାଗ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ସୋମବାର ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କେନ୍ଦୁଝର ଜିଲାରେ ଏହି ପ୍ରଶ୍ନପତ୍ର ଭାଇରାଲ ହେଉଛି। ଏହି ପ୍ରଶ୍ନପତ୍ରର ସଠିକତା…

ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ସ୍ତ୍ରୀ ନେଇଛନ୍ତି ଏଭଳି ନିଷ୍ପତ୍ତି। ପ୍ରକାଶ ଯେ, ସ୍ତ୍ରୀଙ୍କ ମାଡ଼ରେ…

ଅସିତ୍‌ଙ୍କ ବାସଭବନରେ ବିଧାୟକ ବିରୋଧୀଙ୍କ ମେଳି

ଭଦ୍ରକ, ୨୬।୨ (ସନାତନ ରାଉତ):୫-ଟି ଅଧ୍ୟକ୍ଷ ଶନିବାର ଭଦ୍ରକ ଜିଲାର ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ଗସ୍ତ ସାରି ଫେରିବା ପରେ ସନ୍ଧ୍ୟାରେ ବିଜେଡିର ଯୁବନେତା ଅସିତ୍‌ ପଟ୍ଟନାୟକଙ୍କ ବାସଭବନରେ ଭଦ୍ରକ ବିଧାୟକ ବିରୋଧୀଙ୍କ ମେଳି ହୋଇଛି। ନିର୍ବାଚନ ପାଖେଇ ଆସୁଥିବାରୁ…

ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ:୩ ଦଳ ପାଇଁ ସମ୍ମାନର ପ୍ରଶ୍ନ

ବାଙ୍କୀ, ୨୬।୨(ଜ୍ଞାନରଞ୍ଜନ ମିଶ୍ର):କଟକ ଜିଲା ଅନ୍ତର୍ଗତ ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ ବାଙ୍କୀ ଏନ୍‌ଏସି, ବାଙ୍କୀ ବ୍ଲକ, ଡମପଡ଼ା ବ୍ଲକ ଏବଂ ବାରଙ୍ଗ ବ୍ଲକର ୮ଟି ପଞ୍ଚାୟତକୁ ନେଇ ଗଠିତ। ଏଠାରୁ ବିଜେଡି ପ୍ରାର୍ଥୀ ଲଗାତର ୩ ଥର ଜିତି ଆସିଛନ୍ତି। ୨୦୦୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?