ସୁକତେଲ ନଦୀରୁ ମିଳିଲା ନରକଙ୍କାଳ : ଖୋଳତାଡ କରୁଛି ପୋଲିସ
ବଲାଙ୍ଗୀର,୨୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା କୁମିଆପାଲି ଗାଁ ନିକଟ ସୁକତେଲ ନଦୀ ଗର୍ଭରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛ। ଏହି ନରକଙ୍କାଳ ଟି କାହାର ଜଣାପଡିନାହିଁ । ଆଜି ସ୍ଥାନୀୟ ଲୋକେ ନଦୀ ଖଣ୍ଡିରେ ଏହି କଙ୍କାଳ ଦେଖିବା…
ଆକ୍ସନ ମୋଡରେ ଧର୍ମଶାଳା ପୋଲିସ: ଘନଘନ ବୁଲଛି ପୋଲିସ ଗାଡ଼ି
ଧର୍ମଶାଳା,୨୩।୧୧ (ଶିବପ୍ରସାଦ ମହାନ୍ତି): ଆକ୍ସନ ମୋଡରେ ଧର୍ମଶାଳା ପୋଲିସ। ଧର୍ମଶାଳା ପୋଲିସ ବାରମ୍ବାର ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମନ୍ଦିରରୁ ପୂଜା ସାମଗ୍ରୀ ଚୋରି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ବିଳମ୍ବିତ ରାତିରେ ଆଉ ଦୁଇ ଜଣଙ୍କୁ…
ଅଧା ରହିଲା ଜଗା ଦର୍ଶନ: ପୁରୀ ଯାଉଥିଲେ ବାଟରେ ଘଟିଲା…
ଆନନ୍ଦପୁର,୨୩।୧୧(ସୁଶାନ୍ତ କୁମାର ସାହୁ ): ୨୦ ନମ୍ବର ରାଜ ପଥରେ ସକାଳୁ ସକାଳୁ ଦୁର୍ଘଟଣା ଘଟିଛି, ଟ୍ରାଭେଲରକୁ ପିଟିଛି ଟ୍ରକ। ଏଥିରେ ୭ ଗୁରୁତର ହୋଇଥିବା ବେଳ ସେମାନଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଆନନ୍ଦପୁର ଉପଖଣ୍ଡ ପୁରୁଣୀଆ ଗ୍ରାମର…
ଦାରିଙ୍ଗବାଡିରେ ଲାଗୁଛି ଗରମ: ନିରାଶ ହେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡି,୨୩।୧୧(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଅଞ୍ଚଳରେ ହଠାତ ଶୀତ ଗାଏବକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛ। ଜଳବାୟୁ ପରିବର୍ତ୍ତନ ସହ ଆଉ ଏକ ଲଘୁଚାପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ଦ୍ବିଗୁଣିତ ବୃଦ୍ଧି…
ନୂଆପଡ଼ା ଉପନିର୍ବାଚନରେ EVM ଟ୍ୟାମ୍ପରିଂ ଅଭିଯୋଗ ଆଣିଲା ବିଜେଡି, ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ଦଳ
ଭୁବନେଶ୍ୱର,୨୩।୧୧: ନୂଆପଡା ଉପନିର୍ବାଚନରେ ସରକାରଙ୍କ ପ୍ରାୟୋଜିତ ବଡ଼ ଧରଣର ଜାଲିଆତି ହୋଇଥିବା ଅଭିଯୋଗ କରିଛି ଓଡ଼ିଶାର ବିରୋଧୀ ଦଳ ବିଜେଡି। ନ୍ୟାୟ ପାଇଁ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ବୋଲି କହିଛି ବିଜେଡି। ବିରୋଧୀ ଦଳ ନେତା ତଥା ପୂର୍ବତନ…
ବାଲିବୋଝେଇ ଟ୍ରାକ୍ଟର ଓଲଟି ୫ ଶ୍ରେଣୀ ଛାତ୍ର ମୃତ: ଶିଶୁ ଶ୍ରମିକ ହୋଇ କରୁଥିଲେ କାମ
ଦିଗପହଣ୍ଡି,୨୩।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଗ୍ରାମ ନିକଟ ବାହୁଦା ନଦୀ ପଠାରେ ବାଲି ବୋଝେଇ ଟ୍ରାକ୍ଟର ନଂ.(ଓଡି ୦୭ ଏଡି -୧୫୯୦) ରବିବାର ଭୋର ପ୍ରାୟ ସାଢେ ୬ ଟାରେ ଓଲଟି ପଡ଼ିଛି।…
ଭୟଙ୍କର ଦୁର୍ଘଟଣା: ଚାରି ଜଣଙ୍କ ଉପରେ ମାଡିଗଲା ବସ୍
ଯାଜପୁର,୨୩।୧୧: ଭୟଙ୍କର ଦୁର୍ଘଟଣା। ଜଣଙ୍କୁ ନୁହେଁ ଏକାବେଳକେ ଚାରି ଚାରି ଜତଣଙ୍କୁ ଧକ୍କା ଦେଲା ହରଗୋୖରୀ ନାମକ ଘରୋଇ ବସ୍। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଯାଜପୁର ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାିଛି ।…
କୁନି ବୈଜ୍ଞାନିକ ଖୋଜିବା ଲକ୍ଷ୍ୟ: ୭ ପ୍ରକଳ୍ପ ମନୋନିତ
ଦାରିଙ୍ଗବାଡି,୨୩।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ କୁନି ବୈଜ୍ଞାନିକ ପ୍ରଦର୍ଶନ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ବିଇଓ ମହେଶ୍ୱର ମାଝି ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦ୍ଘାଟନ…
ଘରୁ କେଉଁଆଡେ ଚାଲିଯାଇଥିଲେ ପୁଅ: ଖବର ମିଳିଲା ବିଲରେ ପଡ଼ିଛି….
ବେଲଗୁଣ୍ଠା,୨୨।୧୧: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲ୍ଳକ ପାଇଲିପ ପଞ୍ଚାୟତ କେ ନୂଆଁଗଡ଼ ଗ୍ରାମର ଜଣେ ଯୁବକଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏନେଇ କେ ନୂଆଁଗଡ଼ ଗ୍ରାମର ସୁଦାମ ସେଠୀ ଗାଙ୍ଗପୁର ଥାନାରେ ଏତାଲା ଦେଇଛନ୍ତି ।…
ସକାଳୁ ସକାଳୁ ଏନ୍କାଉଣ୍ଟର: ଜଣେ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି
ରାଉରକେଲା,୨୩।୧୧(ସଂଗୀତା ଜେନା): ସକାଳୁ ସକାଳୁ ବଡ଼ ଧରଣର ଏନ୍କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ଓ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ଓ ଲାମ୍ସୀ ନିକଟରେ।…
ଅଷ୍ଟ୍ରେଲିଆକୁ ହରାଇ ଭାରତ ଫାଇନାଲରେ
କଲମ୍ବୋ,୨୨ା୧୧ : ସ୍ଥାନୀୟ ପି. ସାରାଭାନାମୁଟ୍ଟୁ ଷ୍ଟାଡିୟମରେ ଅଷ୍ଟ୍ରେଲିଆକୁ ୯ ଉଇକେଟରେ ପରାସ୍ତ କରି ଭାରତ ଦୃଷ୍ଟିବାଧିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ର ଫାଇନାଲରେ ପ୍ରବେଶ କରିଛି। ରବିବାର ଫାଇନାଲରେ ଦଳ ନେପାଳକୁ ଭେଟିବ। ନେପାଳ ଅନ୍ୟ ସେମିଫାଇନାଲରେ ପାକିସ୍ତାନକୁ ୭…
ପୁଣି ଜନନୀ ଯନ୍ତ୍ରଣା: ଖଟିଆରେ ପ୍ରସବ କଲେ ଗର୍ଭବତୀ
ଉଦଳା,୨୨ା୧୧(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ପଦ୍ମପୋଖରୀ ଗ୍ରାମରୁ ପୁଣି ଜନନୀ ଯନ୍ତ୍ରଣା ଖବର ସାମ୍ନାକୁ ଆସିଛି। ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣା ପାଉଥିବା ବେଳେ ଗାଁକୁ ଆମ୍ବୁଲାନ୍ସ ନ ଆସିବାରୁ ଖଟିଆରେ ବୁହା ହୋଇଥିଲେ। ବୁହା ହୋଇ…
Archives


