ଆମ ଜିଲା ଖବର

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ସଶସ୍ତ୍ର ଲୁଟ୍‌କାଣ୍ଡ ଘଟିଥିବା ବେଳେ…

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ପ୍ରତ୍ୟେକ ଆତ୍ମହତ୍ୟା ପଛରେ କିଛି ନା କିଛି କାରଣ…

ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ ଡି ଡ୍ୟାମ୍‌ର ଗୋଟିଏ ଗେଟ୍ ଖୋଲାଯାଇଛି। ଏହା ମାଧ୍ୟମରେ ଅତିରିକ୍ତ ବର୍ଷାଜଳକୁ ଚିତ୍ରକୋଣ୍ଡା…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ ଲୁଟ ହୋଇଛି । ଦୁଇଜଣ ଦୁର୍ୱୁତ୍ତ ବୁଲେଟରେ ଆସି ବନ୍ଧୁକ ମୁନରେ ପେଟ୍ରୋଲ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଉଭୟ ପକ୍ଷ ନିଜ ନିଜ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ ପାଗ ଅନୁକୂଳ ଦେଖି ପୁଇଁତୋଳା, ବରପଲ୍ଲୀ,ସୂର୍ଯ୍ୟ ନାରାୟଣ ପୁଟର, ଲକ୍ଷ୍ମୀପୁର, ଝାଡକୁଦା, ମୟରୁ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ ଝୁଲିପଡ଼ିଛନ୍ତି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିଲାବେଳେ, ମୃତଦେହକୁ ଏସସିବି ମେଡିକାଲକୁ ପଠାଯାଇଛି। ଘଟଣା…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ। ତେବେ ଚୋରି କରି ନେଉଥିବା ପିକଅପ ଭ୍ୟାନ ସହ ଚୋରୀ ସାମଗ୍ରୀକୁ କ.…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର ଲଘୁଚାପ ଜନିତ ପ୍ରଥମ ବର୍ଷାରେ ସହର ଜଳାର୍ଣ୍ଣବ ହୋଇ ପଡ଼ିଛି। ବରଗଡ଼ ପୌର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି ଯୋଗୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନ ବିକ୍ରି କରିପାରିନାହାନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?