ଆମ ଜିଲା ଖବର

ଶିଳାନ୍ୟାସ ହେଲା, କାମ ହେଉନି

ଦେଓଗାଁ,୨୪ା୨(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ ଅନ୍ତର୍ଗତ ଚାନ୍ଦିଲି ପାହାଡକୁ ରାଜ୍ୟ ସରକାର ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ସହ ବିକାଶ ପାଇଁ ୧ କୋଟି ଟଙ୍କା ଅନୁଦାନ ଦେଇଛନ୍ତି। କିନ୍ତୁ ସରକାର ଦେଇଥିବା ଅନୁଦାନ କାମ ନ…

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ

ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ସେଭଳି ଭାବେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଭୋଟରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଆସନ୍ତା ନିର୍ବାଚନରେ ଯେଭଳି ସୁରୁଖୁରୁ ଏବଂ ସୁବିଧାରେ ନିଜ ମତାଧିକାର ସାବ୍ୟସ୍ତ କରିପାରିବେ, ସେ ନେଇ ବ୍ୟବସ୍ଥା…

ଯାତ୍ରୀବାହୀ ପାସେଞ୍ଜର ଭଡ଼ା କମିଲା

ଯାଜପୁର,୨୪ା୨(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍‌ଡାଉନ୍‌ ସମୟରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନଗୁଡ଼ିକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇ ସାଧାରଣ ଜନତାଙ୍କଠାରୁ ଦ୍ରୁତଗାମୀ ଭଡ଼ା ଆଦାୟ ହେଉଥିଲା। ରେଲଓ୍ବେର ଏଭଳି କାର୍ଯ୍ୟ ବିରୋଧରେ କଳିଙ୍ଗନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ…

ଚା’ ଖଟିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପରଜଙ୍ଗ,୨୪।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଆଲୋ ପଞ୍ଚାୟତ ପରମହଂସପୁର ଛକରେ ଥିବା ଏକ ଚା’ ଦୋକାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ସମୟ କଟାଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଢେଙ୍କାନାଳରୁ ସରକାରୀ କାର୍ଯ୍ୟକ୍ରମ ସାରି ଦେବଗଡ଼ ଅଭିମୁଖେ ଯାଉଥିବାବେଳେ ପରମହଂସପୁର…

ସପ୍ତାହେ ହେଲା ମିଳୁନି ପିଇବା ପାଣି

ଦାରିଙ୍ଗବାଡି, ୨୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଝିଞ୍ଜିରିଗୁଡା ପଞ୍ଚାୟତ କୁଟୁଲାରୀ ଗାଁରେ ଦେଖାଦେଇଛି ପିଇବା ପାଣିର ସମସ୍ୟା। ଗତ ଏକ ସପ୍ତାହ ହେଲା ଲୋକଙ୍କ ରୋଷେଇ ଶାଳାରେ ଜଳ କଷ୍ଟ ଦେଖିବାକୁ ମିଳିଛି। ଶୌଚ ପାଇଁ ତ…

ଲୋକାର୍ପଣ ଦିନଠାରୁ ତାଲା ଝୁଲୁଛି

ଆନନ୍ଦପୁର,୨୪ା୨(ଉମେଶ ଚନ୍ଦ୍ର ପାଢ଼ୀ): କେନ୍ଦୁଝର ଜିଲା ଆନନ୍ଦପୁର ଫକୀର ମୋହନ ମାର୍କେଟଠାରେ ନିର୍ମାଣ ହୋଇଥିବା ଆମ ବସ୍‌ଷ୍ଟାଣ୍ଡ ଲୋକାର୍ପଣ ଦିନଠାରୁ ବନ୍ଦ ପଡ଼ିଛି। ଲୋକଙ୍କ ସୁବିଧା ପାଇଁ ନିର୍ମିତ ବସ୍‌ଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଉଦ୍‌ଘାଟନ କରିଥିଲେ। ମାତ୍ର…

ଭାବପ୍ରବଣ ହେଲେ ସତ୍ୟବାଦୀ ବିଧାୟକ

ସାକ୍ଷୀଗୋପାଳ,୨୪ା୨(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର/ଭରତ ବାରିକ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପୁରୀ ଜିଲା ସତ୍ୟବାଦୀର ଏକ ମଣ୍ଡପରେ ଶୁକ୍ରବାର ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ୱାବଧାନରେ ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ବିଜେଡି ସଭାପତି ପ୍ରମୋଦ…

୬ ଆଶାୟୀଙ୍କ ମଧ୍ୟରୁ ବିଧାୟିକାଙ୍କ ଘରୁ ୨

ଡେରାବିଶ, ୨୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ପାଟକୁରା ନିର୍ବାଚନମଣ୍ଡଳୀ ଡେରାବିଶ ବ୍ଲକର ୨୬ ପଞ୍ଚାୟତ, ଗରଦପୁର ବ୍ଲକର ୧୮ ଓ ମାର୍ଶାଘାଇ ବ୍ଲକର ୭ ପଞ୍ଚାୟତକୁ ନେଇ ଗଠିତ। ନିର୍ବାଚନମଣ୍ଡଳୀ ନାମ ବହନ କରୁଥିବା ପାଟକୁରାର ଠିକଣା ରହିଛି ଗରଦପୁର…

ବିଜେଡି, ଭାଜପା କନ୍ଦଳରେ କଂଗ୍ରେସ ଖୁସ୍‌

ଖୋର୍ଦ୍ଧା,୨୫ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଅତୀତରେ କମ୍ୟୁନିଷ୍ଟ ନେତା ଗଙ୍ଗାଧର ପାଇକରାୟ, ସତ୍ୟାନନ୍ଦ ଚମ୍ପତିରାୟ, ଚିନ୍ତାମଣି ପାଣିଗ୍ରାହୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପ୍ରଶାନ୍ତ ନନ୍ଦ ପ୍ରମୁଖ ନିଜ ଭାଗ୍ୟ ପରୀକ୍ଷା କରିଥିଲେ। ଜାନକୀ ବଲ୍ଲଭ ଓ…

ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍‌ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…

ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ

କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ବିଷାକ୍ତ ଖାଦ୍ୟରୁ ବ୍ୟାପୁଛି ଝାଡ଼ାବାନ୍ତି

ଯାଜପୁରରୋଡ୍‌/କୋରେଇ, ୨୪ା୨ (ପବିତ୍ର ରଞ୍ଜନ ମହାନ୍ତି/ ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଶଙ୍ଖଚିଲା ଅଞ୍ଚଳରେ ୨ଦିନ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଶଙ୍ଖଚିଲା ହାଟରେ ଦହିବରା ଏବଂ ଚଟପଟି ଦୋକନରୁ ଖାଦ୍ୟଖାଇ ସଂଖ୍ୟାଧିକ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?