୨୭ରେ ଚାଷୀ ସମାବେଶ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରାୟ ୭୦ ପ୍ରତିଶତ କୃଷି ଉପରେ ନର୍ଭର କରିଥାନ୍ତି। ଏଠାରେ ଅଧିକ ଧାନ ଉତ୍ପାଦନ ହୋଇଥାଏ ବୋଲି ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ । କିନ୍ତୁ ଜିଲାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ…
ଯୁବତୀଙ୍କୁ ଏକୁଟିଆ ପାଇ ବେକରୁ ଚେନ୍ ଛିଡ଼ାଇ ଚମ୍ପଟ ମାରିଲେ ଲୁଟେରା
ଧାମନଗର,୨୩ା୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳରେ ଏବେ ଲୁଟେରାଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ଶୁକ୍ରବାର ସକାଳୁ ଜଣେ ଲୁଟେରା ଧାମନଗର-ଜାହାଙ୍ଗୀର ରାସ୍ତାର ରାମେଶ୍ବରପୁର ଛକ ଗେଟ୍ ନିକଟରେ ଜଣେ ଯୁବତୀଙ୍କୁ ଏକୁଟିଆ ପାଇ ସୁନା ଚେନ୍ ବେକରୁ ଛିଡ଼ାଇ ଚମ୍ପଟ…
ଫ୍ୟାନ୍ରେ ଝୁଲିପଡ଼ିଲେ ମାଟ୍ରିକ ଛାତ୍ର
ଧାମନଗର,୨୩ା୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଜାହାଙ୍ଗୀର ଶାସନ ରାଢ଼ୋ ଗ୍ରାମରେ ଶୁକ୍ରବାର ସକାଳେ ଜଣେ ମାଟ୍ରିକ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ହେଲେ ଅଭିଷେକ ପଣ୍ଡା (୧୬)। ଅଭିଷେକଙ୍କ ଘର ମୟୂରଭଞ୍ଜ ଜିଲା ଉଦଳା…
ଟ୍ରକ ଧକ୍କାରେ ବାପପୁଅ ମୃତ, ମୃତ୍ୟୁ ଖବର ଶୁଣି ସାନଭାଇ ହୃଦ୍ଘାତରେ ମୃତ
କେନ୍ଦୁଝର,୨୩।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପିପିଳିଆ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାରଡ଼ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଏକ ସ୍କୁଟିକୁ ପଛପଟୁ ଧକ୍କା ଦେବାରୁ…
ଶ୍ରୀମନ୍ଦିର ନିକଟ କପାଳମୋଚନ ମନ୍ଦିରରୁ ଚୋରି
ପୁରୀ,୨୩ା୨: ଦୁର୍ବୃତ୍ତମାନେ ଠାକୁରଙ୍କୁ ବି ଛାଡୁନାହାନ୍ତି। ଶ୍ରୀମନ୍ଦିର ନିକଟ କପାଳମୋଚନ ମନ୍ଦିରରୁ ଦୁର୍ବୃତ୍ତମାନେ ଅଢ଼େଇ ଫୁଟ ଉଚ୍ଚର ଏକ ବିରଳ ପଥର ମୂର୍ତ୍ତି ଚୋରି କରି ନେଇଯାଇଛନ୍ତି। ଗୁରୁବାର ରାତିରେ ମନ୍ଦିର ଗ୍ରୀଲ୍ ଭାଙ୍ଗି ମୂର୍ତ୍ତି ଚୋରି କରିନେଇଛନ୍ତି। ଶ୍ରୀମନ୍ଦିରଠାରୁ ୧୦୦…
ମାଟ୍ରିକ୍ ପରୀକ୍ଷା ପରିଦର୍ଶକ ନିଯୁକ୍ତିରେ ସ୍ବଚ୍ଛତା ନାହିଁ
ରସୁଲପୁର,୨୩ା୨(ରଞ୍ଜିତ ରାଉତ):ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ପ୍ରିୟାପ୍ରୀତି ତୋଷଣ ପ୍ରକ୍ରିୟାରେ ଯାଜପୁର ଜିଲା ଶିକ୍ଷାଧିକାରୀ ଚଳିତ ମାଟ୍ରିକ ପରୀକ୍ଷା ପାଇଁ ପରିଦର୍ଶକ ନିଯୁକ୍ତି କରିଥିବା ଅଭିଯୋଗ ହୋଇଛି। ଏଥିରେ ରସୁଲପୁର ବ୍ଲକ ଅଞ୍ଚଳରେ ସ୍ଥିରୀକୃତ ୧୭ ମାଟ୍ରିକ ପରୀକ୍ଷା…
କାଏମା ପାହାଡ଼ରୁ ମୋରମ୍ ଲୁଟ ଉଦ୍ୟମ
କାଏମା,୨୩ା୨(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ଼ରୁ ମୋରମ୍ ଲୁଟ ପାଇଁ କେତେଜଣ ଯୁବକ ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ବାସିନ୍ଦା ଏହାକୁ ଅଟକାଇଛନ୍ତି। କାଏମା ପାହାଡ଼ ବା ଗୋଗଳ ପାହାଡ଼ ପାଦଦେଶେରେ ପ୍ରାଚୀନ ବୌଦ୍ଧ କୀର୍ତ୍ତି…
ବେଳାଭୂମିରେ କୁଆ ଖାଦ୍ୟ ପାଲଟିଛନ୍ତି ଅଲିଭ ରିଡ୍ଲେ
କେନ୍ଦ୍ରାପଡ଼ା, ୨୩ା୨(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ବିଶ୍ୱ ପ୍ରସିଦ୍ଧ ଗହୀରମଥା ଅନ୍ତୁଡିଶାଳରେ ଅଲିଭ ରିଡ୍ଲେ କାଇଁଛଙ୍କ ମୃତ୍ୟୁ ବଢ଼ିବାରେ ଲାଗିଛି। ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ବିକ୍ଷିପ୍ତ ଭାବେ ମୃତ କଇଁଛଙ୍କୁ ଦେଖିବାକୁ ମିଳୁଛି। ବନ ବିଭାଗ ରିପୋର୍ଟରେ ମାତ୍ର ୯୯ଟି ଅଲିଭ ରିଡ୍ଲେ…
ବିଜେଡିରୁ ପ୍ରାର୍ଥୀ ପାଇଁ ତିହିଡ଼ିରୁ ଅଧିକ ଆଶାୟୀ
ତିହିଡ଼ି,୨୩।୨ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ଧାମନଗର ବ୍ଲକ ଓ ତିହିଡ଼ି ବ୍ଲକର ୧୨ଟି ଗ୍ରାମ ପଞ୍ଚାୟତକୁ ନେଇ ଗଠିତ। ଏଠାରୁ ବିଧାୟକ ପ୍ରାର୍ଥୀ ହେବା ପାଇଁ ବିଜେଡି ପକ୍ଷରୁ ତିହିଡ଼ି ବ୍ଲକରୁ ଅଧିକ ଆଶାୟୀ ରହୁଥିବା ଜଣାପଡ଼ିଛି। ଗତ…
ପ୍ରମୁଖ ଦଳଙ୍କୁ ଆଶାୟୀ ଚ୍ୟାଲେଞ୍ଜ
ପାଲଲହଡା,୨୩ା୨(ଦିବ୍ୟଜ୍ୟୋତି ଦାଶ):ଅନୁଗୋଳ ଜିଲା ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ସବୁ ଦଳ ପାଇଁ ଗୋଷ୍ଠୀ କନ୍ଦଳ ଏବେ ମୁଖ୍ୟ ସମସ୍ୟା ହୋଇଛି। ନିର୍ବାଚନ ତାରିଖ ଧାର୍ଯ୍ୟ ନ ହେଉଣୁ ପ୍ରମୁଖ ରାଜନୈତିକ ଦଳ ଯଥା-ବିଜେଡି, ଭାଜପା ଏବଂ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା…
କଂଗ୍ରେସ ସଭାରେ ରାଜ ପରିବାର ସଦସ୍ୟାଙ୍କୁ ନେଇ ଚର୍ଚ୍ଚା
ଢେଙ୍କାନାଳ,୨୩ା୨(ରତନ ନାୟାର):ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ଗତ ୨୦ ତାରିଖରେ ଗାନ୍ଧୀମନ୍ଦିରଠାରେ ନବନିଯୁକ୍ତ ଜିଲା ସଭାପତି ସୁନୀଲ ଦାଶଙ୍କ ସମ୍ବର୍ଦ୍ଧନା ସଭାରେ ଢେଙ୍କାନାଳ ରାଜ ପରିବାରର ସଦସ୍ୟା ସୁସ୍ମିତା ସିଂହଦେଓଙ୍କୁ ଦେଖିବାକୁ ମିଳିଥିଲା। ସୁ୍ସ୍ମିତା କଂଗ୍ରେସର ବିଧାୟକ ପ୍ରାର୍ଥୀ ଭାବେ ଆଶାୟୀ…
ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ଦରକାର: ରାଜନାଥ
ନବରଙ୍ଗପୁର/ବ୍ରହ୍ମପୁର/ ବାରିପଦା,୨୩।୨(ସଦାଶିବ ପ୍ରହରାଜ/ନରସିଂହ ସାହୁ/ତନୁଶ୍ରୀ ନାହାକ/ନୀଳାଦ୍ରି ବିହାରୀ ଦଣ୍ଡପାଟ):ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ହେଲେ ରାଜ୍ୟର ବିକାଶ ଘଟିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଗୁରୁବାର ନବରଙ୍ଗପୁର, ଗଞ୍ଜାମ ଜିଲାର ବ୍ରହ୍ମପୁର ଓ ମୟୂରଭଞ୍ଜ ଜିଲାର ବାରିପଦାଠାରେ ବିଜୟ…

