ଆମ ଜିଲା ଖବର

କାର୍ଯ୍ୟକାରୀ ହେଉନି ମାଗଣା ମହାପ୍ରସାଦ ବଣ୍ଟନ ବ୍ୟବସ୍ଥା

ପୁରୀ, ୨୦ା୨(ଅଜିତ୍‌ ମହାନ୍ତି):ଅନେକ ବାଦ ବିବାଦ ପରେ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି କ୍ରମେ ଅର୍ପଣ ରଥରେ ସଂଗୃହୀତ ହୋଇଥିବା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ ସୁଆର ମହାସୁଆର ସେବକମାନେ ଉକ୍ତ…

ପଟ୍ଟାମୁଣ୍ଡାଇ ପୌରାଞ୍ଚଳ: ବୃଦ୍ଧି ପାଉଛି ମଶା ଉପଦ୍ରବ

ପଟ୍ଟାମୁଣ୍ଡାଇ,୨୦ା୨ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ମଶାବଂଶ ବୃଦ୍ଧି ଚିନ୍ତାର କାରଣ ହୋଇପଡ଼ିଥିବା ବେଳେ ଏମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୌର କର୍ତ୍ତୃପକ୍ଷ ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦେଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏହାର ନିରାକରଣ…

ନରମ ହାତରେ ତିଆରି ହେଉଛି ଘରକରଣା ସାମଗ୍ରୀ

ମହାକାଳପଡ଼ା,୨୦ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ପଢ଼ିବି ବଢ଼ିବି ଶ୍ରେଷ୍ଠ ହେବି, ଭବିଷ୍ୟତର ଅସୁମାରୀ ସୁନେଲି ସ୍ବପ୍ନକୁ ମନ ଭିତରେ ଜାବୁଡ଼ି ଧରି ଭାଗ୍ୟ ଓ ଭବିଷ୍ୟତର ସ୍ବପ୍ନ ଦେଖୁଛନ୍ତି ବାପାର କମାରଶାଳରେ ୨ ଭଉଣୀ। ଦୃଢ଼ ଇଚ୍ଛା ଶକ୍ତି, କଠିନ ପରିଶ୍ରମ ଆଗରେ ସତେ…

ଖଣି, ଶିଳ୍ପାଞ୍ଚଳ ଏବେ ଅଶାନ୍ତ

ଯାଜପୁର,୨୦/୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସୁକିନ୍ଦା ଖଣି ଏବଂ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଅନେକ କର୍ମଚାରୀ ଓ ଶ୍ରମିକ ଉପଯୁକ୍ତ ପାଉଣା ପାଉନାହାନ୍ତି। ପ୍ରାୟ ବର୍ଷେ ହେଲା ଶ୍ରମିକଙ୍କୁ ଖଣି କର୍ତ୍ତୃପକ୍ଷ ଦରମା ସମେତ ଇପିଏଫ୍‌ ଓ ବୋନସ ଦେଉ ନ ଥିବା ଅଭିଯୋଗ…

୨୬ ବର୍ଷ ପରେ ଘରକୁ ଫେରିଲେ ବଂଶୀଧର

ବାଲିକୁଦା,୨୦।୨(ତାପସ ସ୍ବାଇଁ):୨୬ ବର୍ଷ ପରେ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ମହାରଣା ପଞ୍ଚାୟତର ତଳ କୁସୁମା ଗ୍ରାମର ବଂଶୀଧର ମହାନ୍ତି (୭୨) ଶନିବାର ଅସୁସ୍ଥ ଅବସ୍ଥାରେ ଗାଁରେ ପହଞ୍ଚତ୍ଛନ୍ତି। ପୁଅ ବିକାଶ ତାଙ୍କୁ ଏବେ କଟକ ବଡ଼ ଡାକ୍ତରଖାନର ଟିବି ଓ୍ବାର୍ଡରେ…

ମୁଁ ଧୋନୀଙ୍କୁ ପଚାରିବାକୁ ଚାହେଁ, ଶତକ ମାରିବା ପରେ ବି ମୋତେ କାହିଁକି ବାଦ୍‌ ଦିଆଗଲା:ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୨୦।୨: ଭାରତୀୟ କ୍ରିକେଟ ଦଳର କ୍ୟାପ ପାଇବା ଦେଶର ଯେକୌଣସି ଖେଳାଳିଙ୍କ ପାଇଁ ସବୁଠାରୁ ବଡ ସ୍ବପ୍ନ। ତେବେ ଭାରତୀୟ ଦଳ ପାଇଁ ଖେଳିବା ଯେତିକି କଷ୍ଟସାଧ୍ୟ, ଦଳରେ ସ୍ଥାନ ବଜାୟ ରଖିବା ମଧ୍ୟ କଷ୍ଟସାଧ୍ୟ। ଅନେକ କ୍ରିକେଟର ଏହା କରିଛନ୍ତି…

ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ: ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,୨୦।୯: ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଘଟଣାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଇଛି। ସକାଳ ୬ ଟାରୁ ସେ ୬ ଯାଏ ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ନଗର କଂଗ୍ରେସ…

ବାଇକକୁ ପିଟିଲା ତୀର୍ଥଯାତ୍ରୀ ବସ: ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର- ସୋନପୁର ରାଜରାସ୍ତାର ସାତମାଇଲ ଛକଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅଛନ୍ତି। ପୁଇଁତଲା ପୋଲିସ ଖବର ପାଇ ପହଞ୍ଚି…

ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ: ଦଶମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର, ୨୦।୨:(ସୁନୀଲ କୁମାର ମହାନ୍ତି) ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲି ସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ (୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଛାତ୍ରଙ୍କୁ ଭୀମଭୋଇ…

ଭଡ଼ାଘରେ ଝୁଲିପଡ଼ିଲେ ଆଇଟିଆଇ ଛାତ୍ର

କଟକ,୨୦ା୨ (କାର୍ତ୍ତିକ ସାହୁ):କଟକ ଜିଲା ମଧୁପାଟଣା ଥାନା ଅଧୀନ ନୟାଚୌକ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ଛାତ୍ରଙ୍କ ମୃତଦେହକୁ ସୋମବାର ଅପରାହ୍ନରେ ପୋଲିସ ଜବତ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା କୋରୁଆ ଗ୍ରାମର ଅମରେନ୍ଦ୍ର ମୁଦୁଲିଙ୍କ ପୁତ୍ର ସନ୍ଦୀପ ମୁଦୁଲି(୧୮)।…

ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ,୨୦ା୨(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ଓ ରାଜ୍ୟ ବାହାରର ବହୁ ସଂଖ୍ୟକ ମହିମା ସାଧୁ ସନ୍ନ୍ୟାସୀ ଆସି ଯୋରନ୍ଦାରେ ପହଞ୍ଚି ସାରିଲେଣି। ଏହାକୁ…

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ମିଳିଲାନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା):ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ ଗଲା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?