ଆମ ଜିଲା ଖବର

ତାନ୍ତ୍ରିକ ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବ୍ରହ୍ମପୁର,୧୯।୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲାରେ ବିଗତ ଦିନରେ ଗୁଣି ଗାରେଡିକୁ କେନ୍ଦ୍ରକରି ଅନେକ ମୁଣ୍ଡ ଗଡ଼ିଥିବା ନଜିର ରହିଛି। ହେଲେ ଏଭଳି ପରମ୍ପରା ପୁଣି ଜିଲାରେ ମୁଣ୍ଡ ଟେକିଛି। ଗଞ୍ଜାମ ଜିଲା ଜରଡ଼ା ଥାନା ଅଧୀନ ହଳଦୀବା ଗ୍ରାମରେ ଗତ ୧୦ତାରିଖରେ…

କେନିଆରେ ଚାକିରି, ମାସକୁ ମିଳିବ ମୋଟା ଅଙ୍କର ଦରମା, ଏଭଳି ଅଫର୍‌ ଦେଇ କରୁଥିଲେ ଠକେଇ, ହେଲେ ଗିରଫ

ବ୍ରହ୍ମପୁର,୧୯।୨(ସୁବାସ ଚନ୍ଦ୍ର ପାଢ଼ୀ): କେନିଆରେ ମୋଟା ଅଙ୍କର ଦରମାରେ ମିଳିବ ଚାକିରି। ଏନେଇ କମ୍ପାନୀର ନିଯୁକ୍ତିପତ୍ର ମଧ୍ୟ ଯୋଗାଇ ଦେଉଥିଲେ। ପାସ୍‌ପୋର୍ଟ କରିବାକୁ ହେଲେ ନେଉଥିଲେ ଜଣକ ପିଛା ୨୫ରୁ ୪୦ ହଜାର ଟଙ୍କା, ଭିଜା ପାଇଁ ୪୮ ହଜାର ୫୦୦…

ଯାତ୍ରୀଙ୍କ ପାଇଁ ଖୁସିଖବର: ଫୁଲବାଣୀରେ ଗଡ଼ିଲା ଲଷ୍ମୀ ବସ୍‌

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ସୋମବାର ଆରମ୍ଭ ହୋଇଛି ଲଷ୍ମୀ ବସ୍‌ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ବସ୍‌ ପ୍ରତି ପଞ୍ଚାୟତରୁ ବ୍ଳକ ମୁଖ୍ୟାଳୟକୁ ଗଡ଼ିବ। ଏହି ସେବା ଦ୍ୱାରା ଛାତ୍ରୀଛାତ୍ର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ଲଗାଇ ପରିତ୍ୟକ୍ତ ପାଇଖାନା ଭାଙ୍ଗୁଥିଲେ ପ୍ରଧାନ ଶିକ୍ଷୟିତ୍ରୀ, ଛାତ ଖସି ଦୁଇ ଗୁରୁତର

ପାଟଣା ,୧୯।୨(ବୀର କିଶୋର ଦାଶ): ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ ବିଦ୍ୟାଳୟରେ…

ରେଲଓ୍ବେ ଟ୍ରାକରେ ପଡ଼ିଥିଲା ୪ ମୃତଦେହ:  ତେନ୍ତୁଳି ଗଛ ଯୋଗୁ ହୋଇଥିଲା ହତ୍ୟା

ଟେନ୍ସା,୧୯।୨(ସମୀର କୁମାର ପାଢ଼ୀ): ରେଲଓ୍ବେ ଟ୍ରାକରୁ ୪ ମୃତଦେହ ମିଳିବା ଘଟଣାରେ ପୋଲିସ ରହସ୍ୟ ଉପରୁ ପରଦା ଉଠାଇଛି। ଝାଡଖଣ୍ଡ ପୋଲିସ ଦ୍ୱାରା ୫ ଅଭିଯୁକ୍ତ ଗିରଫ କରାଯାଇଛି। ହତ୍ୟା ପଛରେ ଘରୋଇ ବିବାଦ ଏବଂ ଏକ ତେନ୍ତୁଳି ଗଛ ଯୋଗୁ…

ଦିଅରଙ୍କ ସହ ବାଇକ୍‌ରେ ଯାଉଥିଲେ ମହିଳା, ଧକ୍କା ଦେଲା ହାଇଓ୍ବା: ଜଣେ ମୃତ

ଆଠଗଡ,୧୯।୨(ସତ୍ୟପ୍ରସାଦ ରଥ): ତିଗିରିଆ ଥାନା ପାଞ୍ଚଗାଁ ଛକରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକହାଇୱା ଧକ୍କାରେ ମହିଳା ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବଡ଼ମ୍ବା ଥାନା ଅନ୍ତର୍ଗତ ନୂଆ ମଙ୍ଗରାଜପୁର ଗ୍ରାମର…

ବାନ୍ତି କରିଦେଲେ ଜଣେ ଭକ୍ତ: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୧୯ା୨(ଅଜିତ୍‌ ମହାନ୍ତି):ମହାପ୍ରଭୁଙ୍କ ଦର୍ଶନ ପାଇଁ ରବିବାର ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଭିଡ଼ ଲାଗିଥିଲା। ତେବେ କେହି ଭକ୍ତ ବାନ୍ତି କରିଦେବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଫଳରେ ନୀତି ବିଳମ୍ବ ଘଟିଛି। ସୂଚନା ଅନୁଯାୟୀ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…

ଇଞ୍ଜିନିୟରିଂ କଲେଜ ଗେଟ ଆଗରେ ଧାରଣା

ଭଦ୍ରକ,୧୯।୨(ସନାତନ ରାଉତ):ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଗେଟ ଆଗରେ ବରପଦା ବିକାଶ ମଞ୍ଚ ପକ୍ଷରୁ ସୋମବାର ଧାରଣା ଦିଆଯାଇଛି। ବିନା ଦୋଷରେ କାର୍ଯ୍ୟରୁ ବଞ୍ଚିତ ୨୬ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ନିଯୁକ୍ତି, ପରିଚାଳନା କମିଟିରୁ ବିନା ଦୋଷରେ ନିଲମ୍ବିତ…

ଆଇସିୟୁରେ ବିଧାୟକ

ଭୋଗରାଇ,୧୯।୨: ବାଲେଶ୍ୱର ଜିଲା ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ ହୋଇପଡ଼ିଛନ୍ତି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଲାଗି ୮୩ ବର୍ଷୀୟ ଦାସ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। କିଛି ଦିନ ହେଲା ତାଙ୍କର ସ୍ବାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିଥିଲା। ପରିବାର ଲୋକେ…

ବାପା ସାଜିଲା ସଇତାନ, ବାରମ୍ବାର ବଳାତ୍କାର ପରେ ଅତିଷ୍ଠ ହୋଇ ଜୀବନ ହାରିଲା ଝିଅ

କୋଣାର୍କ,୧୯।୨:(ଜ୍ୟୋତିରାଜ ମହାନ୍ତି): ବାପା ନିଜ ଝିଅକୁ ବଳାତ୍କାର କରିବା ପରେ ଝିଅ ଲଜ୍ଜା ସହି ନ ପାରି ଆତ୍ମହତ୍ୟା କରିଥିବା ନେଇ ମା’ ସଙ୍ଗିନ ଅଭିଯୋଗ ଆଣିଛନ୍ତି। କୋଣାର୍କ ଥାନା ଅଞ୍ଚଳରେ ଏପରି ଅମାନବୀୟ ଘଟଣା ଘଟିଛି। ଏନେଇ ପୋଲିସ ଏକ…

ଓଲଟିଲା ପିକଅପ ଭ୍ୟାନ୍‌: ୪ ଗାଈ ମୃତ

ନୟାଗଡ,୧୯।୨(ଲୋକନାଥ ମିଶ୍ର):ଦଶପଲା ଗଣିଆ ରାସ୍ତାର ଯୋଗୀ ବନ୍ଧ ନିକଟରେ ପିକଅପ ଭ୍ୟାନ ଓଲଟି ୪ ଗାଈ ପ୍ରାଣ ହରାଇଛନ୍ତି। ପିକଅପ ଭ୍ୟାନରେ ଦଶପଲା ଅଞ୍ଚଳରୁ ୧୦ ଗାଈ ଗଣିଆ ଅଞ୍ଚଳକୁ ଯାଉଥିଲେ। ଦୁର୍ଘଟଣା ପରେ ୪ ଗାଈ ପ୍ରାଣ ହରାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?