ଆମ ଜିଲା ଖବର

ସ୍କୁଲ ପୂଜା ପାଇଁ ଛାତ୍ର ଗଢ଼ିଲେ ୪ ଫୁଟର ଗଣେଶ ମୂର୍ତ୍ତି

ଡାବୁଗାଁ, ୧୮।୯ (ପ୍ରଜ୍ଞାରଞ୍ଜନ ପରିଡ଼ା):  ଗଣେଶ ପୂଜା। ପାଇଁ ସ୍କୁଲମାନଙ୍କରେ ଏବେଠୁ ଜୋରଦାର ପ୍ରସ୍ତୁତି ଚାଲିଛି। ମୂର୍ତ୍ତି କେଉଁଠୁ କିଣାଯିବ, ସାଜସଜ୍ଜା କିପରି ହେବ ତାହାକୁ ନେଇ ସମସ୍ତେ ବ୍ୟସ୍ତ। ସାଧାରଣତଃ ବିଦ୍ୟାଳୟରେ ମୂର୍ତ୍ତି କିଣାଯାଇ ପୂଜା କରାଯାଉଥିବାବେଳେ ନବରଙ୍ଗପୁର ଜିଲା…

ସେରଙ୍ଗ, ଅଜୟଗଡ଼ରେ ଲୁପ୍ତ ପ୍ରାୟ କମଳା ଚାଷ

ଗୁମ୍ମା,୧୮ା୯(ପ୍ରବୀଣ କୁମାର ଲିମା): ଗଜପତି ଜିଲା ଆଦିବାସୀବହୁଳ ବଣ ପାହାଡ଼ ଘେରା ଗୁମ୍ମା ବ୍ଲକର ପାରମ୍ପରିକ ଚାଷ ଦିନକୁ ଦିନ ଲୁପ୍ତ ହେବାରେ ଲାଗିଛି। ବିଶେଷ କରି କମଳା ଚାଷ ପାଇଁ ଉପଯୁକ୍ତ ପାଣିପାଗ ଓ ବାତାବରଣ ଥିବା ଅଜୟଗଡ଼ ଏବଂ…

ଗଞ୍ଜାମରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି

ଛତ୍ରପୁର,୧୮ା୯(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁର୍ଘଟଣା ରୋକିବାକୁ ସଚେତନତାଠାରୁ ଆରମ୍ଭ କରି ଏନଫୋର୍ସମେଣ୍ଟ, ସଡକ ସୁରକ୍ଷା କମିଟି ବୈଠକ ନିୟମିତ ହେଉଥିଲେ ମଧ୍ୟ ସୁଧାର ଆସୁନି। ଏ ନେଇ…

ସଚେତନ କରୁନି ଉଦ୍ୟାନ ବିଭାଗ

ନୟାଗଡ଼,୧୮।୯(ଲୋକନାଥ ମିଶ୍ର): ଉଦ୍ୟାନ କୃଷି ବିଭାଗ ଚାଷୀଙ୍କ ପାଇଁ ଅନେକ ଯୋଜନା କରୁଛି। ହେଲେ ସଚେତନତା ଅଭାବରୁ ଚାଷୀ ଉଦ୍ୟାନ ବିଭାଗର କାର୍ଯ୍ୟକ୍ରମ ଜାଣି ପାରୁନି। ଉଦ୍ୟାନ ବିଭାଗ ପକ୍ଷରୁ ମଧ୍ୟ ସରକାରଙ୍କ ଯୋଜନା ସମ୍ପର୍କରେ ଅବଗତ କରାଯାଉ ନ ଥିବା…

ବ୍ଲାକମେଲିଂ ଅସହ୍ୟ ହେବାରୁ ଯୁବତୀଙ୍କ ଆତ୍ମହତ୍ୟା

ନୟାଗଡ଼,୧୮।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଗୋବିନ୍ଦପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବିବାହ କରିବାକୁ ଏକତରଫା ପ୍ରେମ କରି ବାରମ୍ବାର ବ୍ଲାକ ମେଲିଂ କରିବା ପରେ ଯୁବତୀ ଜଣକ ଆତ୍ମହତ୍ୟା କରିଛନ୍ତି। ଏନେଇ ଇଟାମାଟି ଥାନାରେ ଅଭିଯୋଗ ପରେ…

ଆବାସ ଯୋଜନାରୁ ବଞ୍ଚିତ ପ୍ରମିଳା

ଡେରାବିଶ,୧୮ା୯(ବେବର୍ତା ଅଜୟ ଦାସ): ଆବାସ ଯୋଜନାରୁ ବଞ୍ଚତ୍ତ ହୋଇ ଜଣେ ବିଧବା ଅସହାୟା ମହିଳା ଭଙ୍ଗା ଛପର ଘରେ ନିଜ ପରିବାର ସହ ଜୀବନ ବିତାଉଛନ୍ତି। ଘର ଖଣ୍ଡିଏ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗୁହାରୀ କରି ମଧ୍ୟ କୌଣସି…

ଅନୁପ୍ରବେଶକାରୀଙ୍କୁ ମିଳିଛି ସରକାରୀ ଜମି

କେନ୍ଦ୍ରାପଡ଼ା,୧୮ା୯ (ଜଗନ୍ନାଥ ଧଳ): ଚଳିତ ଆର୍ଥିକ ବର୍ଷର ଅଗଷ୍ଟ ଶେଷ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲାର ୫୭୯ ଜଣ ଗୃହହୀନ ବ୍ୟକ୍ତିଙ୍କୁ ବସୁନ୍ଧରା ଯୋଜନାରେ ମୋଟ ୧୩.୩୮୦ ଏକର ପତିତ ଜମି ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ତଥ୍ୟ ଅନୁଯାୟୀ ଏହି…

ଜଳବନ୍ଦୀରେ ବଳଭଦ୍ରପୁର ଗ୍ରାମବାସୀ

ଜେନାପୁର,୧୮ା୯(ଅଶୋକ ଦାସ): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତ ବଳଭଦ୍ରପୁର ଗ୍ରାମର ୯ ନମ୍ବର ୱାର୍ଡବାସୀ ପାଣି ଘେରରେ ରହିଥିବା ଦେଖିବାକୁ ମିଳିଛି। ଏହି ଗ୍ରାମରେ ୩୦୦ ଲୋକ ବସବାସ କରୁଛନ୍ତି। ସେମାନଙ୍କ କହିବା ମୁତାବକ, ପ୍ରତିବର୍ଷ ବର୍ଷା ଋତୁରେ ଏକ…

ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ ଦେଖୁଛନ୍ତି।…

ଖାଦ୍ୟ ନାଁରେ ଜହର ବିକୁଛନ୍ତି ହୋଟେଲ ମାଲିକ

କୋରେଇ,୧୮ା୯(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପାଣିକୋଇଲି ନିକଟରୁ ଏନ୍‌ଏଚ୍‌ ୨୦ ରଗଡ଼ି ଛକ ଓ ଯାଜପୁର ରୋଡ୍‌ ଆଦି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବେଆଇନଭାବେ ଶତାଧିକ ହୋଟେଲ ଓ ଢାବା ସହିତ ହଜାରରୁ ଊର୍ଦ୍ଧ୍ୱ ଫାଷ୍ଟଫୁଡ଼ ଦୋକାନ ଗଢ଼ିଉଠିଛି।…

ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍‌ ନିଷ୍କ୍ରିୟ

ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ ନିକଟସ୍ଥ ସ୍କୁଲରେ ନାମ…

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌ ଫ୍ଲାଇଂ ସ୍ନେକ୍‌ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ ସୁନ୍ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri