ଆମ ଜିଲା ଖବର

ଜଙ୍ଗଲରେ ମହିଳାଙ୍କୁ ଗୁଳିମାଡ଼

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁଳିମାଡ଼ର ସଠିକ କାରଣ ଜଣାପଡ଼ିନାହିଁ। ଆହତ ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏଠାରେ…

ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଜାଣନ୍ତୁ କେବେଠୁ ଆବେଦନ

ପୁରୀ,୧୮।୨: ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ। ଅନ୍ୟପକ୍ଷେ ଫେବୃଆରୀ ୨୧ ତାରିଖରୁ ଅନ୍‌ଲାଇନ୍‌ରେ ଟେଣ୍ଡର ଆବେଦନ କରାଯିବ। ବନ୍ଦର ନିର୍ମାଣ କାର୍ଯ୍ୟ ଶେଷ ପାଇଁ…

ଚଢ଼ିଗଲା ଟ୍ରକ୍‌: ମା’ଙ୍କ ଜୀବନ ଗଲା, ବାପ-ଝିଅ ଗୁରୁତର

କଟକ,୧୮ା୨(କାର୍ତ୍ତିକ ସାହୁ): କଟକର ନୂଆବଜାର ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚଢ଼ିଯିବାରୁ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ବାପ-ଝିଅ ଗୁରୁତର ଅଛନ୍ତି। ଉଭୟ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ତେବେ ମୃତାହତ କନ୍ଦରପୁରର କୋରପଦା…

୫୦ ଯାତ୍ରୀଙ୍କୁ ନେଇ ବ୍ରିଜ୍‌ ଉପରେ ଯାଉଥିଲା ବସ୍‌: ଧକ୍କା ଦେଲା ଡମ୍ଫର

ଢେଙ୍କାନାଳ,୧୮।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା କମଗରା ଗାଁ ବ୍ରାହ୍ମଣୀ ନଦୀ ବ୍ରିଜ ଉପରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ବ୍ରିଜ ଉପରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ଫର ଧକ୍କା ଦେଇଥିଲା । ଏଥିରେ…

ମଝି ରାସ୍ତାରେ  ଚଳନ୍ତା କାର ଉପରକୁ ଦୁର୍ବୃତ୍ତ ଚଳାଇଲେ ଗୁଳି, ପରେ କାର ଭିତରେ ପଶି… 

ପାଟଣା,୧୮।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥ ଖିରେଇଟାଙ୍ଗିରି ଟୋଲ ଗେଟ୍‌ ନିକଟରେ ରବିବାର ଗୁଳିମାଡ଼ ହୋଇଛି। ସକାଳୁ ଏକ ଚଳନ୍ତା କାର ଉପରକୁ ଦୁର୍ବୃତ୍ତ ଗୁଳିମାଡ଼ କରି ଟଙ୍କା ଲୁଟିନେଇଛନ୍ତି।…

ସ୍ତ୍ରୀ କାଟିଦେଲେ ସ୍ବାମୀଙ୍କ ବେକ

ଧରାକୋଟ,୧୮।୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସ୍ତ୍ରୀ କାଟିଦେଲେ ସ୍ବାମୀର ବେକ। ଏପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରିଗୁଡା ଗ୍ରାମରେ। ଆହତ ସ୍ବାମୀ ହେଲେ ରୋହିତ ପାତ୍ର(୪୫)। ତାଙ୍କୁ ଗୁରୁତର ଅବସ୍ଥାରେ ଆସିକା ପରେ ବ୍ରହ୍ମପୁର ସ୍ଥାନାନ୍ତର…

ଅଳିଆ ଗଦାରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, ପୋଲିସ ହାତରେ ଲାଗିଲା ମେଡିକାଲ ରସିଦ

ରାୟଗଡ଼ା,୧୮।୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହର ନୂତନ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ର ଅଳିଆ ଗଦାରୁ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ସହିତ ଏକ ସରକାରୀ ଚିକିତ୍ସାଳୟର ରସିଦ ମଧ୍ୟ…

ପୁଅ ମୋହ କଲା ଚୋର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର)ଆଧୁନିକ ଶିକ୍ଷା ଓ ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ମଣିଷ ମନ ଭିତରେ ଘର କରିଥିବା ଲିଙ୍ଗଗତ ବୈଷମ୍ୟର ପାଶବିକତା କମିନାହିଁ। ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଶୁକ୍ରବାର ଘଟିଥିବା ଶିଶୁ ଚୋରି…

ଛାତରୁ ପଡି ITI ଛାତ୍ରଙ୍କ ମୃତ୍ୟୁ

ରାଉରକେଲା,୧୮।୨: ହଷ୍ଟେଲ ଛାତରୁ ପଡି ITI ଛାତ୍ରଙ୍କ ମୃତ୍ୟୁ। ଘଟଣା ଘଟିଛି ଜଗଦାସ୍ଥିତ ଘରୋଇ ITI କଲେଜ। ମୃତ ଛାତ୍ରଙ୍କ ଘର ହତୀବାରି ବଂଶଯୋର ଗାଁରେ। କାହିଁକି ଓ କେଉଁ ପରିସ୍ଥିତିରେ ଛାତରୁ ପଡିଲେ କାରଣ ଅସ୍ପଷ୍ଟ ରହିଛି।

ମାଟ୍ରିକ ପରୀକ୍ଷା ୨୦୨୪: ଚାଲିବ ଏଆଇ କଣ୍ଟ୍ରୋଲ ରୁମ୍‌

କଟକ,୧୮ା୨ (କାର୍ତ୍ତିକ ସାହୁ)ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଆସନ୍ତା ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କଟକସ୍ଥିତ…

ଦୋକାନ ଉଚ୍ଛେଦ ବେଳେ ବିଷ ପିଇଲେ ମହିଳା

ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ ଉଚ୍ଛେଦ ବେଳେ ଜଣେ ମହିଳା ବିଷ ପିଇଦେଇଥିଲେ। ସେ ହେଲେ କୃଷ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ…

ମା’ଙ୍କ ମୃତ୍ୟୁ ପରେ ନାବାଳକ ପୁଅର ଆତ୍ମହତ୍ୟା

ବେଲପଡ଼ା,୧୮ା୨(ମନୋଜ କୁମାର ମିଶ୍ର)ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କାନୁଟ ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ପାଇପ ଲିକ୍‌ ହୋଇ ନିଅଁା ଲାଗିଯିବାରେ ୪ଜଣଙ୍କ ମୃତ୍ୟୁ ସହ ଯୋଡିହୋଇଛି ଆଉ ଏକ ଦୁଃଖଦ ଘଟଣା। ରାଉରକେଲାରେ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?