ଯୌତୁକ ପାଇଁ ନିର୍ଯ୍ୟାତନା ପରେ ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବର୍ଷା ଏ ନେଇ ଦିଗପହଣ୍ଡି…
ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…
ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ ୭୭ତମ ବନ ମହୋତ୍ସବ ସପ୍ତାହ–୨୦୨୬ ପାଳିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ…
ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ
ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି ଜଣେ ତ କେଉଁଠି ଦୁଇଜଣ ଶିକ୍ଷକଙ୍କ ଉପରେ ସମ୍ପୂର୍ଣ୍ଣ ବିଦ୍ୟାଳୟର ଶିକ୍ଷାଦାନ ନିର୍ଭର…
ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…
ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ସୁନୀଲ କୁମାର କେର୍କେଟା ଅଧ୍ୟକ୍ଷତା…
ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…
ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିଲେ। ତାଙ୍କର ଗୋଟିଏ ପୁଅ ଓ ୨ ଝିଅ ଥିବା ବେଳେ ଗତ…
ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ
ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ନିଆଳ…
କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…
ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍ଇଏଲ୍) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଆଜି ଛତ୍ରପୁର ଉପଜିଲାପାଳ…
୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…
ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି ସମୟରେ ଦୁଇଟି ପୃଥକ୍ ଘଟଣାରେ ମୋଟ ୪୫ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା…
ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ
ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି ଗଞ୍ଜାମ ଜିଲା ଏବଂ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଶିବ ପ୍ରସାଦ ଗଞ୍ଜାମ…
ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି
ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଅଧ୍ୟକ୍ଷତା କରି ଆଜି ଏକ ଖୁସିର ଦିନ…
କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…
ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପରିବାର ଲୋକେ ତାଙ୍କୁ ଫାଶୀରେ ଝୁଲିଥିବା ଦେଖି…
ଜୟପୁର ଏସ୍ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ
କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ଜିଲାପାଳ ମନୋଜ ସତ୍ୟବାନ ମହାଜନ ବିଭାଗକୁ ପତ୍ର…

