ଆମ ଜିଲା ଖବର

ପେସା ମାଛ ବ୍ୟବସାୟ, ନିଶା ଫୁଲ ଉଦ୍ୟାନ

ପାରାଦୀପ,୧୬।୨ (ଶରତ ରାଉତ): ଘର ଆଗରେ ଫୁଲ ଗଛଟିଏ ଥିଲେ ତାକୁ ଦେଖି ମନ ଟିକିଏ ପୁଲକିତ ହୁଏ। ଆଉ ଯଦି ରଙ୍ଗ ବେରଙ୍ଗର ଫୁଲ ଓ ବାସ୍ନା ଗୋଟିଏ ଜାଗାରେ ଦେଖିବାକୁ ମିଳେ ସେଠାରେ ଆପଣା ଛାଏଁ କିଛି ସମୟ…

ଆଜି ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କୁଜଙ୍ଗ,୧୬।୨ (ମନୋଜ ପ୍ରଧାନ): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତକୁ ଆସୁଛନ୍ତି। ଏଥିନିମନ୍ତେ ପ୍ରଶାସନ ଓ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଗୁରୁବାର ଏରସମା-ବାଲିକୁଦା ବିଧାୟକ…

ମେମୁ ଟ୍ରେନ୍‌ ଭିତ୍ତିଭୂମି ତଦାରଖ ଏବେ ବି ଅଧୁରା

କେନ୍ଦ୍ରାପଡ଼ା, ୧୬ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ଜିଲାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ରହିଛି। ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ୍‌…

ମରାମତି କାର୍ଯ୍ୟ ନିମ୍ନମାନର ଅଭିଯୋଗ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଜାରକା କାର୍ଯ୍ୟାଳୟ ଅଧୀନ ନୀଳାଦେଇପୁର ଛକଠାରୁ ଚାନ୍ଦପୁର ପର୍ଯ୍ୟନ୍ତ ୨.୫୦୦ କି.ମି. ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ୨୦୧୭ ଅକ୍ଟୋବରରେ…

ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ ହେବାରେ…

କଳାହାଣ୍ଡି ଭାଜପା: ବିଧାୟକ ନୁହେଁ, ଏମ୍‌ପି ହେବାକୁ ମନ

ଭବାନୀପାଟଣା,୧୬ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଲାଣି। ଚା’ ଦୋକାନଠୁ ହାଟବଜାର ସବୁଠି ଚର୍ଚ୍ଚା ଏଥର କିଏ ବିଧାନସଭା ଓ ଲୋକ ସଭା ପାଇଁ…

ବିଜେଡି-ଭାଜପାର ବୁଝାମଣା ଭିତରେ ଇଡି ଚଢ଼ାଉ କରିଛି: କଂଗ୍ରେସ

ଭୁବନେଶ୍ୱର,୧୬ା୨(ସୁନିତ୍‌ ମିଶ୍ର): ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିବା ଜଣାପଡ଼ିଛି। ଏହି କଥାକୁ କଂଗ୍ରେସ ପାଲଟା ଟାର୍ଗେଟ କରିଛି। ବିଜେଡି-ଭାଜପା ସହଭାଗିତାରେ ଏହି ଚଢ଼ାଉ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଅନ୍ୟପକ୍ଷରେ ଭାଜପା…

ଚମ୍ପୁଆ ବିଧାନସଭା କ୍ଷେତ୍ର: ନିର୍ଣ୍ଣାୟକ ଭୂମିକା ନେଇପାରନ୍ତି ସ୍ବାଧୀନ ପ୍ରାର୍ଥୀ

ଯୋଡ଼ା,୧୬ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା କ୍ଷେତ୍ର ୨୦୦୯ଠାରୁ ଚର୍ଚ୍ଚାରେ ରହିଆସିଛି। ଅତୀତରେ କଂଗ୍ରେସର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତୁ ପଟ୍ଟନାୟକ ୨୦୦୯ରେ ଜିତିଥିବା ବେଳେ ୨୦୧୪ରେ ସନାତନ ମହାକୁଡ଼ ମଧ୍ୟ ସ୍ବାଧୀନ ପ୍ରାର୍ଥୀ…

ଚଢାଉବେଳେ ପୋଲିସକୁ ପିଟିଲେ ଲୋକେ

ନନ୍ଦପୁର,୧୬ା୨(ଶଙ୍କର ପୂଜାରୀ):କୋରାପୁଟ ଜିଲା ନନ୍ଦପୁର ବ୍ଲକ ଟିକରପଡ଼ା ପଞ୍ଚାୟତର ଦେବତାହଞ୍ଜର ଗ୍ରାମରେ ଜୁଆଖେଳ ଓ ମଦ କାରବାର ଚାଲିଥିବା ସୂଚନା ପାଇ ଚଢ଼ାଉ କରିବାକୁ ଯାଇଥିବା ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଫଳରେ ଏସ୍‌ଡିପିଓ ସମ୍ବିତ କୁମାର ମାଝି ଓ…

ବୌଦ୍ଧ ଆର୍‌ଟିଓଙ୍କଠୁ ମିଳିଲାଣି ୧୯ କୋଟିର ସମ୍ପତ୍ତି, ଭୁବନେଶ୍ୱର, ବୌଦ୍ଧ, ଗଞ୍ଜାମର ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ବୌଦ୍ଧ, (ଅଜିତ କୁମାର ବାରିକ)/ ଭୁବନେଶ୍ୱର,୧୬ା୨(ସତ୍ୟଜିତ୍‌ ରାଉତ): ବଡ଼ ଶପିଂ ମଲ୍‌ରେ କମର୍ସିଆଲ୍‌ ଆଉଟଲେଟ୍‌ ଓ ଏକାଧିକ ଆପାର୍ଟମେଣ୍ଟରେ ଦାମୀ ଫ୍ଲାଟ୍‌। ଏପରିକି ରାଜ୍ୟ ବାହାରେ ଫ୍ଲାଟ୍‌ କିଣିବାକୁ ଦେଇଛନ୍ତି କୋଟି କୋଟି ଟଙ୍କା। କେବଳ ଏତିକି ନୁହେଁ, ୩ କୋଟିରୁ…

ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ରେଙ୍ଗାଲି ଷ୍ଟେଶନରେ ରହିବ ସମଲେଶ୍ୱରୀ ଟ୍ରେନ୍‌

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ମଣ୍ଡଳ ଅଧୀନ ରେଙ୍ଗାଲି ରେଳ ଷ୍ଟେଶନରେ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ହାୱଡ଼ା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି କରିବ। ଏହାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁମୋଦନ କରିଛନ୍ତି। ଏ ସମ୍ପର୍କରେ ସେ ରେଙ୍ଗାଲି…

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨(ସୁନିତ୍‌ ମିଶ୍ର): ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଗୁରୁବାର ଦେଶର ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ୩ ଦିନିଆ ଗସ୍ତରେ ସେ ଆସିଥିବା ବେଳେ ତାଙ୍କ ନେତୃତ୍ୱରେ ଏକ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?