ଆମ ଜିଲା ଖବର

ବିଜେଡି-ଭାଜପାର ବୁଝାମଣା ଭିତରେ ଇଡି ଚଢ଼ାଉ କରିଛି: କଂଗ୍ରେସ

ଭୁବନେଶ୍ୱର,୧୬ା୨(ସୁନିତ୍‌ ମିଶ୍ର): ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିବା ଜଣାପଡ଼ିଛି। ଏହି କଥାକୁ କଂଗ୍ରେସ ପାଲଟା ଟାର୍ଗେଟ କରିଛି। ବିଜେଡି-ଭାଜପା ସହଭାଗିତାରେ ଏହି ଚଢ଼ାଉ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଅନ୍ୟପକ୍ଷରେ ଭାଜପା…

ଚମ୍ପୁଆ ବିଧାନସଭା କ୍ଷେତ୍ର: ନିର୍ଣ୍ଣାୟକ ଭୂମିକା ନେଇପାରନ୍ତି ସ୍ବାଧୀନ ପ୍ରାର୍ଥୀ

ଯୋଡ଼ା,୧୬ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା କ୍ଷେତ୍ର ୨୦୦୯ଠାରୁ ଚର୍ଚ୍ଚାରେ ରହିଆସିଛି। ଅତୀତରେ କଂଗ୍ରେସର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତୁ ପଟ୍ଟନାୟକ ୨୦୦୯ରେ ଜିତିଥିବା ବେଳେ ୨୦୧୪ରେ ସନାତନ ମହାକୁଡ଼ ମଧ୍ୟ ସ୍ବାଧୀନ ପ୍ରାର୍ଥୀ…

ଚଢାଉବେଳେ ପୋଲିସକୁ ପିଟିଲେ ଲୋକେ

ନନ୍ଦପୁର,୧୬ା୨(ଶଙ୍କର ପୂଜାରୀ):କୋରାପୁଟ ଜିଲା ନନ୍ଦପୁର ବ୍ଲକ ଟିକରପଡ଼ା ପଞ୍ଚାୟତର ଦେବତାହଞ୍ଜର ଗ୍ରାମରେ ଜୁଆଖେଳ ଓ ମଦ କାରବାର ଚାଲିଥିବା ସୂଚନା ପାଇ ଚଢ଼ାଉ କରିବାକୁ ଯାଇଥିବା ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଫଳରେ ଏସ୍‌ଡିପିଓ ସମ୍ବିତ କୁମାର ମାଝି ଓ…

ବୌଦ୍ଧ ଆର୍‌ଟିଓଙ୍କଠୁ ମିଳିଲାଣି ୧୯ କୋଟିର ସମ୍ପତ୍ତି, ଭୁବନେଶ୍ୱର, ବୌଦ୍ଧ, ଗଞ୍ଜାମର ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ବୌଦ୍ଧ, (ଅଜିତ କୁମାର ବାରିକ)/ ଭୁବନେଶ୍ୱର,୧୬ା୨(ସତ୍ୟଜିତ୍‌ ରାଉତ): ବଡ଼ ଶପିଂ ମଲ୍‌ରେ କମର୍ସିଆଲ୍‌ ଆଉଟଲେଟ୍‌ ଓ ଏକାଧିକ ଆପାର୍ଟମେଣ୍ଟରେ ଦାମୀ ଫ୍ଲାଟ୍‌। ଏପରିକି ରାଜ୍ୟ ବାହାରେ ଫ୍ଲାଟ୍‌ କିଣିବାକୁ ଦେଇଛନ୍ତି କୋଟି କୋଟି ଟଙ୍କା। କେବଳ ଏତିକି ନୁହେଁ, ୩ କୋଟିରୁ…

ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ରେଙ୍ଗାଲି ଷ୍ଟେଶନରେ ରହିବ ସମଲେଶ୍ୱରୀ ଟ୍ରେନ୍‌

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ମଣ୍ଡଳ ଅଧୀନ ରେଙ୍ଗାଲି ରେଳ ଷ୍ଟେଶନରେ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ହାୱଡ଼ା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି କରିବ। ଏହାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁମୋଦନ କରିଛନ୍ତି। ଏ ସମ୍ପର୍କରେ ସେ ରେଙ୍ଗାଲି…

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨(ସୁନିତ୍‌ ମିଶ୍ର): ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଗୁରୁବାର ଦେଶର ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ୩ ଦିନିଆ ଗସ୍ତରେ ସେ ଆସିଥିବା ବେଳେ ତାଙ୍କ ନେତୃତ୍ୱରେ ଏକ ୭…

ଛଡ଼ାଇ ନେଲେ ମୋବାଇଲ: ଜବରଦସ୍ତ ପାସୱାଡ ମାଗି ନେଇଗଲେ ଟଙ୍କା

ବ୍ରହ୍ମପୁର,୧୫।୨(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବକଙ୍କ ମୋବାଇଲ ଫୋନ ଛଡ଼ାଇ ନେଇ ଦୁର୍ବୃତ୍ତମାନେ ଧମକାଇ ଫୋନ ପେ’ ମାଧ୍ୟମରେ ୨୦ହଜାର ଟଙ୍କା ନେଇଯାଇଥିବା ବଡବଜାର ଥାନାରେ ଅଭିଯୋଗ ହୋଇଛି। ଆଇନାବନ୍ଧ ନିକଟ ଝରଣାନଗର ଅଞ୍ଚଳର ଡ଼ି. ଆଶିଷ ବୁଧବାର ତାଙ୍କ କାମକୁ…

କର୍ମଚାରୀଙ୍କଠୁ ଛଡାଇ ନେଲେ ଟଙ୍କା ଭର୍ତ୍ତି ବ୍ୟାଗ

ବ୍ରହ୍ମପୁର, ୧୫।୨ (ସୁବାସ ଚନ୍ଦ୍ର ପାଢ଼ୀ): ଏକ ପାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ହଳଦିଆପଦର ଓଭରବ୍ରିଜ ନିକଟରେ ୩ ଜଣ ଦୁର୍ବୃତ୍ତ ଅଟକାଇ ଛୁରି ଦେଖାଇ ଲକ୍ଷାଧିକ ଟଙ୍କା ଭର୍ତ୍ତି ବ୍ୟାଗ ଲୁଟି ନେଇଛନ୍ତି। ଏନେଇ ଗୋସାଣିନୂଆଗାଁ ଥାନାରେ ଅଭିଯୋଗ ହୋଇଛି। ଲୁଟର…

ନଳକୂପରୁ ବାହାରୁଛି ଦୂଷିତ ପାଣି: ସମାଧାନ ନ ହେଲେ ଭୋଟ ଦେବୁନାହିଁ

ପାରଳାଖେମୁଣ୍ଡି,୧୫ା୨(ଗିରିଧାରୀ ପରିଛା): ଗଜପତି ଜିଲା ଗୋଶାଣୀ ବ୍ଲକ ଅଧୀନ ଲାବଣ୍ୟଗଡ଼ ପଞ୍ଚାୟତ କାନସଡା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେବା ସହ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଗ୍ରାମରେ ସ୍ବଚ୍ଛ ପାନୀୟ ଜଳ…

୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜୀବନ୍ତ ଜଳିଗଲେ ମହିଳା

କେନ୍ଦୁଝର,୧୫।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ଗ୍ରାମ ନିକଟ ଜଙ୍ଗଲରେ ଛେଳି ଚରାଇବାକୁ ଯାଇଥିବା ଜଣେ ମହିଳା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜୀବନ୍ତ ଜଳି ଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ସେଲଫି ପଏଣ୍ଟରେ ଗଦା ହେଉଛି ଆବର୍ଜନା

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ମୁଖ୍ୟ ପ୍ରବେଶପଥ ତଥା ଦାମୋଦରପୁର ନିକଟରେ ଥିବା ‘ମୋ ଗଞ୍ଜାମ’ ସେଲଫି ପଏଣ୍ଟଠାରେ ଅଳିଆ ଆବର୍ଜନା ପକାଯାଉଛି। ଏନ୍‌ଏସି ପ୍ରଶାସନ ଏହାକୁ ଡମ୍ପିଂୟାଡ ଭାବେ ବ୍ୟବହାର କରୁଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ସେହିପରି…

ଛତ୍ରପୁର ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ଆଓ୍ବାର୍ଡ

ଛତ୍ରପୁର,୧୫ା୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସଦରମହକୁମାରେ ଥିବା ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଆଓ୍ବାର୍ଡ ମିଳିଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?