ଆମ ଜିଲା ଖବର

ଘଡ଼ଘଡ଼ି ସହ କୁଆପଥର ବର୍ଷା

ପାଟଣା,୭ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କାଳ ବୈଶାଖୀ ପ୍ରଭାବରେ ରବିବାର ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ଗଛ ଉପୁଡ଼ିବା ସହ ଡୁମୁରିଆ ପଞ୍ଚାୟତ ରୋହଣୀ ଦୁମା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି । ପ୍ରାର୍ଥୀ ଚୟନରେ ତାଙ୍କୁ ଅଣଦେଖା କରାଯାଇଛି ବୋଲି କଂଗ୍ରେସ ଓବିସି ସେଲ୍‌ ଜିଲା ଚେୟାରମ୍ୟାନ ପାଣ୍ଡବ କର୍ଣ୍ଣ ଅଭିଯୋଗ କରିଛନ୍ତି। ଦଳ ଯଦି…

ବେଳାଭୂମିରେ ବଜ୍ରପାତ: ୩ ପର୍ଯ୍ୟଟକ ଗୁରୁତର

ବାଲେଶ୍ୱର,୭।୪: ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଉଦୟପୁର ବେଳାଭୂମିରେ ରବିବାର ସନ୍ଧ୍ୟାରେ ବଜ୍ରପାତ ଘଟିଛି। ଏହି ବଜ୍ରପାତରେ ୩ଜଣ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ପଶ୍ଚିମବଙ୍ଗର ଦୀଘା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରମାନେ ହେଲେ ଭୋଗରାଇ ବ୍ଲକ ଉଦୟପୁର ଗ୍ରାମର ଜଣେ…

ଥାନାରେ ଲାଗିଲା ନିଆଁ

ଦିଗପହଣ୍ଡି,୭।୪: ଗଞ୍ଜାମ ଜିଲା ଦିଗପହଣ୍ଡି ସୁନାପୁର ମେରାଇନ୍‌ ଥାନାରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଶର୍ଟସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ଏପରି କି ଅଗ୍ନିକାଣ୍ଡରେ ଥାନା ପରିସରରେ ଥିବା ୨ଟି ବାଇକ୍‌ ମଧ୍ୟ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା…

ଆସୁଛି ନିର୍ବାଚନ: ଥାନା ଅଞ୍ଚଳକୁ ନଜରରେ ରଖିବ ପୋଲିସ ଫୋର୍ସ

ମୋରଡା,୭।୪(ସ୍ମାରକ ମାଜୀ): ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ମୟୂରଭଞ୍ଜ ଜିଲା ମୋରଡ଼ା ପୋଲିସ ପ୍ରଶାସନ l ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ମୋରଡ଼ା ପୋଲିସ ପକ୍ଷରୁ ରବିବାର…

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନକୁ ବିରୋଧ କଲା ଭାଜପା

ଛତ୍ରପୁର,୭ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁର ସହରରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛତ୍ରପୁର ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏସମ୍ପର୍କରେ କାର୍ଯ୍ୟାନୁଷ୍ଠାନ…

ନିର୍ବାଚନକୁ ପ୍ରଭାବିତ କରିବ ନିଶା

ଦାରିଙ୍ଗବାଡ଼ି,୭ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଚୋରାମଦ କାରବାର ବୃଦ୍ଧିପାଇଛି। ବିଶେଷକରି ସିମନବାଡ଼ି ଅଞ୍ଚଳରେ ଏହି କାରବାର ବୈଧ ଓ ମୁକ୍ତ ଭାବେ ଚାଲିଛି ଦିନ ଦ୍ବିପ୍ରହରରେ ମଧ୍ୟ ଏହିକାରବାର ବନ୍ଦ ହେବାର ନାମ ଧରୁନି। କେବଳ ଯେ…

ଛତ୍ରପୁର ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ଭୃଗୁ ବକ୍ସିପାତ୍ର

ଛତ୍ରପୁର,୭ା୪(ଦିଲ୍ଲୀପ ସାମଲ): ବିଜେଡି ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କୁ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା, ହୁମ୍ମା, ଗଞ୍ଜାମ ଏବଂ ଛତ୍ରପୁର ସହରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା…

ହରିରାଜପୁର ଦୋଳ ମେଳଣ

ଓଡ଼ିଶା ଦୋଳମେଳଣ ଇତିହାସରେ ପୁରୀ ଜିଲା ଡେଲାଙ୍ଗ ବ୍ଲକ ଅଧୀନ ହରିରାଜପୁର ପଞ୍ଚଦୋଳ ମେଳଣର ଆକର୍ଷଣୀୟ ଆତସବାଜି ପାଇଁ ସ୍ବତନ୍ତ୍ର ପରିଚୟ ରହିଛି। ମେଳଣର ସ୍ଥାନାଧିପତି ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ନିକଟରେ ଶ୍ରଦ୍ଧାଳୁମାନେ ମାନସିକ ପୂରଣ ନିମନ୍ତେ ବାଣ…

ଜେଜେଙ୍କ ଦଶାହରେ ମହାନଦୀରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ

କଟକ,୭ା୪(କାର୍ତ୍ତିକ ସାହୁ): ଜେଜେଙ୍କ ଦଶାହ କର୍ମରେ ଶୁଦ୍ଧି ହେବାକୁ ଆସି ନାତି ମହାନଦୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ରବିବାର ପୂର୍ବାହ୍ନରେ ଘଟିଛି। ମୃତକ ଜଣକ ହେଲେ ସିଡିଏ ସେକ୍ଟର-୬ ଅଞ୍ଚଳର ରଥୀନ୍ଦ୍ର ନାଥ ବାନାର୍ଜୀଙ୍କ…

ଟ୍ରକ୍‌ରେ ଗ୍ୟାସ୍‌ ଚୁଲାରେ ରୋଷେଇ କରୁଥିବା ବେଳେ ଲାଗିଲା ନିଆଁ

କୋଟପାଡ଼,୭ା୪(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ମହାବିଦ୍ୟାଳୟ ନିକଟସ୍ଥ ଜାତୀୟ ରାଜପଥ ୬୩ ପାର୍ଶ୍ୱ ପେଟ୍ରୋଲ ଟ୍ୟାଙ୍କ ନିକଟରେ ଏକ ଟ୍ରକ୍‌ରେ କୌଣସି କାରଣ ବଶତଃ ଅପରାହ୍ନ ୨ଟାରେ ନିଆଁ ଲାଗି ଯାଇଥିଲା। ଟ୍ରକ୍‌ ଭିତରେ ଡ୍ରାଇଭର ଏକ ଗ୍ୟାସ୍‌ ଚୁଲାରେ…

ବାଲେଶ୍ୱରରୁ ଲେଖାଶ୍ରୀ ଫାଇନାଲ! ଜାଣନ୍ତୁ କାହିଁକି ବିଜେଡି ଦେବ ଟିକେଟ୍‌

ଭୁବନେଶ୍ୱର,୭।୪: ଭାଜପା ସହ ୧୦ବର୍ଷର ସମ୍ପର୍କ ଛିଣ୍ଡାଇ ବିଜେଡିରେ ଯୋଗ ଦେଇଛନ୍ତି ଲେଖାଶ୍ରୀ ସାମନ୍ତସିଂହାର। ଏହାପୂର୍ବରୁ ରବିବାର ସକାଳେ ସେ ତାଙ୍କ ଇସ୍ତଫା ପତ୍ର ସୋସିଆଲ ମିଡ଼ିଆରେ ଶେୟାର କରିଥିଲେ। ଏନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚାର ଖୋରାକ ଯୋଗାଇଥିଲା। ଯେତେବେଳେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?