ଲଗାଣ ବର୍ଷା: କୋରାପୁଟ ଜିଲାରେ ଭାଙ୍ଗିଛି ୩୦ ଘର
ନନ୍ଦପୁର/କୋରାପୁଟ,୧୪ା୯(ଶଙ୍କର ପୂଜାରୀ/ଅମିତାଭ ବେହେରା)କୋରାପୁଟ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ୨ଦିନ ଧରି ଲଗାଣ ବର୍ଷାରେ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ୩୦ ଘର ଭାଙ୍ଗିଛି। ସେଥିରୁ କୋରାପୁଟ ବ୍ଲକରେ ୩ଟି, ନନ୍ଦପୁର ବ୍ଲକରେ ୮ଟି, ପଟ୍ଟାଙ୍ଗି ବ୍ଲକରେ ୨ଟି, ସେମିଳିଗୁଡା…
ଜିଲାରେ ଖାଲି ପଡ଼ିଛି ୧୫୦ ଡାକ୍ତର ପଦବୀ
ରାୟଗଡ଼ା,୧୪।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଚିକିତ୍ସା ସେବାକୁ ଉନ୍ନତମାନର ଓ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳିଛ। ଜିଲାରେ ୧୫୦ ଡାକ୍ତର…
ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା
ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ ଉପରେ ପାଣି ଆସିବା ଯୋଗୁ ମଇଦଲପୁରରୁ ମାଝିଗୁଡ଼ା, ସାନବାର୍ଲି ଓ ଝରିଗାଁ ବ୍ଲକକୁ…
ରୁଆର ୧୫ ଦିନରେ ଧାନଗଛରେ ଥୋଡ଼
ପଟ୍ଟାମୁଣ୍ଡାଇ, ୧୪ା୯(କଳ୍ପତରୁ ନାୟକ)କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷଜମିରେ ତଳି ରୋଇବାର ମାତ୍ର ୧୫ ଦିନରେ ଧାନ ଗଛରୁ ଥୋଡ଼ ବାହାରିଛି। ଏହାକୁ ନେଇ ଚାଷୀ ଭାଗ୍ୟକୁ ଆଦରି ବସି ଥିବା ବେଳେ କୃଷି ବିଭାଗ ଅଫିସରେ ଜଣାଇଛନ୍ତି। କୃଷି ଅଧିକାରୀ…
ସାମୂହିକ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ
ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଭୁବନେଶ୍ୱର ଡାକରାରେ ସାରା ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ଛୁଟିରେ ଯିବା ପରେ ବୁଧବାରଠାରୁ ପାଠପଢ଼ାରେ ଅଚଳାବସ୍ଥା ଦେଖା ଦେଇଛି। ଜିଲାର ୮ଟି…
ବାରଣ୍ଡା,ଶିଡ଼ି ତଳେ ପାଠପଢ଼ା
ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକ ନୟାଗଡ଼ର ଘଡୁଆଳ ସରକାରୀ ଉଚ୍ଚ ବିଦ୍ୟାଳୟ ୫-ଟିରେ ସାମିଲ ହୋଇ ଗୃହ ନିର୍ମାଣ କାମ ଆରମ୍ଭ ପାଇଁ ପିଲର ଗାତ ଖୋଳା ଯାଇଛି। ତେବେ ପିଲର ଗାତ ଖୋଳି ୧ମାସ ହେଲା ପକାଯାଇଛି ା…
ଜଣେ ମାଓବାଦୀ ଗିରଫ, ୬ ଜଣଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୪ା୯(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା ଜିଲା କୋଣ୍ଟା ଅଞ୍ଚଳରେ ପୋଲିସ ଓ ସିଆର୍ପିଏଫ୍ର ୨୧୯ ବାଟାଲିୟନର ଯବାନ କୋମ୍ବିଂ ଅପରେଶନ କରୁଥିବାବେଳେ ମାଡକମ ବୁଦରା ନାମକ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ୧୦ଟି ଜିଲୋଟିନ ଷ୍ଟିକ୍,…
ଜୀବନକୁ ବାଜି ଲଗାଇ ନଦୀ ପାର
ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ…
ବାଇକ୍ ଧକ୍କାରେ ଯୁବ କାଉନସିଲରଙ୍କ ମୃତ୍ୟୁ
କାମାକ୍ଷାନଗର,୧୪।୯(ସୁଧୀର କୁମାର ପରିଡ଼ା)ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସି ୫ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ସରୋଜ କୁମାର ମହାଲିକ (୩୫) ବୁଧବାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସେ ଜିରିଡାମାଳି ନିକଟରେ ଏକ ହୋଟଲ ସମ୍ମୁଖରେ ଠିଆ ହୋଇଥିବା ବେଳେ ଦ୍ରୁତଗତିରେ ଆସୁଥିବା…
ରେଳଲାଇନରେ ଖସିଲା ପଥର, ମାଟି ଅତଡ଼ା
ରାୟଗଡ଼ା,୧୪।୯(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲାରେ ବୁଧବାର ପ୍ରବଳ ବର୍ଷା ଯୋଗୁ ରାଉଳି ଓ ଲେଲିଗୁମା ରେଳ ଷ୍ଟେଶନ ମଧ୍ୟରେ ବୁଧବାର ସକାଳ ପ୍ରାୟ ୯ଟା ୩୦ ମିନିଟ୍ରେ ଭୂସ୍ଖଳନ ଘଟିଛି। ପାହାଡ଼ରୁ ପଥର ଓ ମାଟି ଅତଡା ଖସି କୋରାପୁଟ-ରାୟଗଡ଼ା ରେଳପଥରେ…
ପଥର ତଳେ ଚାପିହୋଇ ୨ ଭାଇଙ୍କ ମୃତ୍ୟୁ
ଦିଗପହଣ୍ଡି, ୧୪।୯ (ଅଶେଷ ନାଥ ମିଶ୍ର)ପଥର ଖାଦାନରେ କାମ କରୁଥିବା ବେଳେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପିଲିକାଢ଼ିହ ଗ୍ରାମର ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ବୁଧବାର ସନ୍ଧ୍ୟାରେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ମହୁରୀକାଳୁଆ ଛକ ନିକଟରେ ଥିବା…
ଲାଇଫ୍ ଜ୍ୟାକେଟ୍ ବିନା ନୌଚଳାଚଳ
କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର ଦେଖିବାକୁ…
Archives


