ଆମ ଜିଲା ଖବର

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଥିବା ଶୁକ୍ରବାର ସ୍ଥାନୀୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି ଏହାକୁ ନେଇ ଗାଁରେ ବସବାସ କରୁଥିବା ଜନଜାତି ଉପଭୋକ୍ତା ଶୁକ୍ରବାର ପୂର୍ବାହ୍ନରେ ବୈଠକ…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ ରାଜପଥ ହିକିରିକୁପା ଗାଁ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ମୃତକ ଜଣଙ୍କ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସିନିୟର ସିଭିଲ ଜଜ୍‌ ତଥା ଆଇନ ସେବା କମିଟିର…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି ଯୋଜନା ଏଜେନି (ଏମଜିଏନଆରଇଜିଏ) ନାମକୁ ବଦଳାଇ ଭି.ବି-ଜୀ ରାମ ଜୀ ଯୋଜନା କରାଯାଇଛି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ ପାଇଛି। ମୁଚବାହାଲ ମେଡିକାଲ ସମ୍ମୁଖ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ ଛାତ୍ରୀଛାତ୍ରମାନେ ସବୁଜ ଭବିଷ୍ୟତ ପାଇଁ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ବନ ସପ୍ତାହ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା ହୋଇଥିଲେ ବୋଲି ବୃଦ୍ଧଙ୍କ ମୃତ୍ୟୁ ହେବାପରେ ଶବକୁ କେହି ଛୁଇଲେନି। ୧୦ ଘଣ୍ଟା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ): ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ପ୍ରତିନିଧି ଏବଂ ପ୍ରଶାସନ ତରଫରୁ ବ୍ୟାପକ ସକାରାତ୍ମକ ପ୍ରୟାସ ଆରମ୍ଭ ହୋଇଛି।…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି। ଏ ନେଇ ଛାତ୍ରୀଙ୍କ ବାପା କିଶୋର ବିହାରୀ ଜୁନାଗଡ଼ ଥାନାରେ ଏକ ଲିଖିତ…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା। ହେଲେ ଦୁଇ ଦିନ ନ ପୂରୁଣୁ ସେହି ସ୍ଥାନ ପୁଣି ପୂର୍ବ ଅବସ୍ଥାକୁ…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚମ୍ପିୟନଶିପ୍‌ ୨୦୨୬ରେ ବଲାଙ୍ଗୀର ଜିଲାର ଉଦୟମାନ ଖେଳାଳି ଖୁସିରାମ ସେଠ ସବ୍‌-ଜୁନିୟର ଟୁଙ୍ଗାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?