ଆମ ଜିଲା ଖବର

ଏବେ ବି ଗଡ଼ୁଛି ଜେଜେବାପାଙ୍କ ସାଇକେଲ

କାମାକ୍ଷାନଗର,୯।୨(ଅମ୍‌ଜାଦ୍‌ ଖାନ୍‌): ଅନେକ ପରିବାରରେ ବରିଷ୍ଠ ନାଗରିକ ଅବହେଳାର ଶିକାର ହେଉଛନ୍ତି। ନିଜର ଲୋକମାନଙ୍କ ଦ୍ୱାରା ଉପେକ୍ଷିତ ହେଉଛନ୍ତି। ଆଦର, ଯତ୍ନ ତ ଦୂରର କଥା ସମ୍ମାନ ଟିକେ ଦେବାକୁ ସେମାନେ ଉଚିତ ମଣୁନାହାନ୍ତି। ଏପରି ଘଟଣା ଏବେ ନିତିଦିନିଆରେ ପରିଣତ…

ବରିଷ୍ଠ ନେତୃବୃନ୍ଦଙ୍କ ବିନା ଗଗନଙ୍କ ଶକ୍ତି ପ୍ରଦର୍ଶନ

କଟକ, ୯ା୨(ଶିଳ୍ପା ପ୍ରିୟଦର୍ଶିନୀ):ସାଧାରଣ ନିର୍ବାଚନ ଲାଗି ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀଙ୍କ ନାମ ସାମ୍ନାକୁ ଆସି ନ ଥିବାବେଳେ କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୨୬ନଂ. ଓ୍ବାର୍ଡର କର୍ପୋରେଟର ତଥା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଗୁରୁବାର ଜନସମ୍ପର୍କ ପଦଯାତ୍ରା…

ଖଇରାବାସୀଙ୍କ ଅଦାଲତ ସ୍ବପ୍ନ ମଉଳିଗଲାଣି

ଖଇରା,୯।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଦେୱାନୀ ଓ ଫୌଜଦାରୀ କୋର୍ଟ ଖୋଲିବା ଲାଗି ନିର୍ଦ୍ଦେଶନାମାର ଦେଢବର୍ଷ ବିତିଯିବାକୁ ବସିଥିବା ବେଳେ କୋର୍ଟ କାର୍ଯ୍ୟକ୍ଷମ ହୋଇପାରିଲାନି। ଏଭଳି ଅସ୍ଥାୟୀ କୋର୍ଟ ପାଇଁ ଖଇରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ…

ଅଚଳାବାସ୍ଥା ପରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ଝୁଲିଲା

ନୟାଗଡ/ନୂଆଗାଁ ,୯।୨(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିକ୍ରିଡା ପଞ୍ଚାୟତ ବଡବାରଣା ସରକାରୀ ପ୍ରାଥମିକ ବିଦ୍ୟାଳୟ କୃଷ୍ଣପ୍ରସାଦ-୨ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦୀର୍ଘ ୨ମାସ ହେଲା ଲାଗି ରହିଥିବା ଅଚଳାବସ୍ଥା ପରେ କେନ୍ଦ୍ରରେ ଗାଁ ଲୋକ ଗୁରୁବାର ତାଲା ପକାଇ…

ଡିଏଚ୍‌ଏଚ୍‌ ଲିଫ୍ଟରେ ନାବାଳିକାଙ୍କୁ ଅସଦାଚରଣ

ନୟାଗଡ଼,୯।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌) ଲିଫ୍ଟରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ସଫେଇ କର୍ମଚାରୀ ଅସଦାଚରଣ କରିଛନ୍ତି। ଏହି ଘଟଣା ଜଣାପଡିବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ନାବାଳିକା ଲିଫ୍ଟରେ ଚେତାଶୂନ୍ୟ ହେବାପରେ ଅଭିଯୁକ୍ତ ସ୍ବାସ୍ଥ୍ୟ କର୍ମଚାରୀ…

ଭୋଟର କ୍ରମାଗତ ଭିନ୍ନ ଦଳର ନୂଆ ନେତୃତ୍ୱ ବାଛୁଛନ୍ତି

ପଟ୍ଟାମୁଣ୍ଡାଇ, ୯ା୨ (କଳ୍ପତରୁ ନାୟକ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ନେତାମାନେ ତତ୍ପର ହୋଇଉଠିଲେଣି। ଏଭଳିସ୍ଥଳେ ପାନଦୋକନଠାରୁ ଆରମ୍ଭ କରି ବାଟଘାଟରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବ ସେ ନେଇ…

ବ୍ରାହ୍ମଣୀ ନଦୀରୁ ଜଳ ନମୁନା ସଂଗ୍ରହ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବ୍ରାହ୍ମଣୀ ଏବଂ ଏହାର ଶାଖା ଖରସ୍ରୋତା ନଦୀତଟବର୍ତ୍ତୀ ଅଞ୍ଚଳର ୯ଟି ସ୍ଥାନରୁ ଗୁରୁବାର ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ(ସିପିସିବି) ପକ୍ଷରୁ ନଦୀଜଳ ନମୁନା ସଂଗ୍ରହ କରାଯାଇଛି। କବାଟବନ୍ଧ, ମାର୍ଥାପୁର, ଦେଉଳକଣା, କୁସୁମପୁର, ଯୋକଡିଆ ଆଦି ସ୍ଥାନରୁ…

ନୀଳପଥର ଲୁଟ୍‌ ରୋକାଯାଉନି

କାଳିଆପାଣି,୯ା୨(ଅସିତ ମହାନ୍ତ): ଯାଜପୁର ଜିଲା ଦୈତାରୀ ସଂରକ୍ଷିତ ଟିକରପଡ଼ା ଜଙ୍ଗଲରୁ ନୀଳପଥର ଲୁଟ୍‌ ଚାଲିଛି। ହେଲେ ଏହାକୁ ରୋକାଯାଉନାହିଁ। ଏହା ଉପରେ ବାହାର ରାଜ୍ୟ ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମାତ୍ର ଏକଥା ବନ ବିଭାଗ ଅଧିକାରୀ ଜାଣି ଅଜଣା ପରି…

ମଶା ଉପଦ୍ରବରେ ସହରବାସୀ ନୟାନ୍ତ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ବର୍ଷ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର…

ସମୂହ ଛୁଟିରେ ରହି ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ: ସେବା ନ ପାଇ ଲୋକେ ହଟହଟା

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏଥିରେ ସଂଘର ବରଗଡ଼ ଜିଲା ଶାଖା ମଧ୍ୟ ସାମିଲ ହୋଇଛି । ଗତ ଜାନୁଆରୀ ୧୮ତାରିଖରୁ ପ୍ରାଣୀ ଚିକିତ୍ସକମାନେ ସମୂହ ଛୁଟିରେ ରହି ଜିଲା ମୁଖ୍ୟ…

ଦମ୍ପତିଙ୍କ ଉପରକୁ ବୋମାମାଡ଼

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍‌ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ବୋମାମାଡ଼ ହୋଇଛି। ଗୋଟିଏ ବାଇକ୍‌ରେ ୨ ଯୁବକ ଆସି ବୋମା ଫିଙ୍ଗିଥିଲେ। ଫଳରେ…

ଗରିବ ଦିନକୁ ଦିନ ଗରିବ ହୋଇଚାଲିଛି: ରାହୁଲ

ବ୍ରଜରାଜନଗର,୮ା୨(ବିଜୟ ବରାଡ଼)- ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ତୃତୀୟ ଦିବସରେ ଗୁରୁବାର ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଝାରସୁଗୁଡ଼ାରେ ରୋଡ୍‌ ଶୋ କରିଥିଲେ। ସକାଳ ୯ଟାରେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ଗାନ୍ଧୀ ଛକଠାରେ ନ୍ୟାୟ ଯାତ୍ରା ପହଞ୍ଚତ୍ବା ପରେ ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?