ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ…
ପୁଅର ଜୀବନ ରକ୍ଷା ପାଇଁ ମା’ବାପାଙ୍କ ଗୁହାରୀ
କାଏମା,୬ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନୁହୁଡା ଗ୍ରାମର ବଟକୃଷ୍ଣ ତରାଇଙ୍କ ପୁଅ ମନୋଜ(୨୦) ବଜ୍ରପାତରେ ଗୁରୁତର ହୋଇ ଆଜକୁ ୫ ମାସ ହେବ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୁଅର ଚିକିତ୍ସା ପାଇଁ ବିଜୁ…
ଝିଅକୁ ବଳାତ୍କାର ବେଳେ ମା’ଙ୍କ ହାବୁଡ଼ରେ ପଡ଼ିଲେ ବାପା, ପରେ…
ଅନୁଗୋଳ,୭।୨ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ପୋଲିସ ମଙ୍ଗଳବାର ଜଣେ ବଳାତ୍କାର ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଗତ ୧ ତାରିଖରେ ଅଭିଯୁକ୍ତଙ୍କ ଝିଅ ଏ ନେଇ ଭବାନୀପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ମାମଲା ଅନୁଗୋଳରେ…
ବଳରାମ ମନ୍ଦିରରେ ସ୍ଥାନିତ ହେଲା ତାଳଧ୍ୱଜ ରଥ ଚକ
ଢେଙ୍କାନାଳ,୭।୨(ରତନ ନାୟାର): ପୁରୀରୁ ଆସି ଢେଙ୍କାନାଳରେ ପହଞ୍ଚିଥିବା ମହାପ୍ରଭୁ ଶ୍ରୀଶ୍ରୀ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଚକ ଏବଂ ଏକ ମୂର୍ତ୍ତି ଗୁଜ ମଙ୍ଗଳବାର ରାତି ୯ଟାରେ ସହରସ୍ଥିତ ବଳରାମ ମନ୍ଦିରରେ ସ୍ଥାନିତ ହୋଇଛି। ଯୁବରାଜ ଅମରଜ୍ୟୋତି ସିଂହଦେଓ ଏହାକୁ ପୂଜାର୍ଚ୍ଚନା କରିବା…
ଅସ୍ତିତ୍ୱ ଖୋଜୁଛି ଅଟୋନଗର
ବ୍ରହ୍ମପୁର,୭।୨(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ଶିଳ୍ପାଞ୍ଚଳ ଭିତ୍ତିଭୂମିରେ ସାମିଲ ହୋଇଥିବା ରଙ୍ଗେଇଲୁଣ୍ଡା ବ୍ଲକ ହଳଦିଆପଦରସ୍ଥିତ ଅଟୋନଗର ସ୍ଥିତି ଦୟନୀୟ ହୋଇପଡ଼ିଛି। ଦୀର୍ଘ ୩୩ ବର୍ଷ ହେଲା ଏକ ଦୂଷିତ ପରିବେଶରେ ଥିବା ଏହି ଶିଳ୍ପାଞ୍ଚଳ ନିଜ ଅସ୍ତିତ୍ୱ ଖୋଜିବାରେ ଲାଗିଛି। ବହୁ…
କାନ୍ଥ ସୂଚନାରେ ସ୍ବଚ୍ଛତା ସୀମିତ, ଟୋଲ୍ ଫ୍ରି’ରୁ ଉତ୍ତର ମିଳୁନି
ବ୍ରହ୍ମପୁର,୭।୨ (ସ୍ମୃତି ରଞ୍ଜନ ମହାଲିକ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ସମସ୍ତଙ୍କ କର୍ତ୍ତବ୍ୟ। ‘ଆମ ସହର, ଆମ ଗର୍ବ’ ଏଭଳି ବାର୍ତ୍ତା ନେଇ ବ୍ରହ୍ମପୁର ମହାନଗର ପକ୍ଷରୁ ସହରର ପ୍ରତି ୱାର୍ଡର କାନ୍ଥରେ ସୂଚନା ରହିଛି। ଉକ୍ତ ୱାର୍ଡର ସ୍ବଚ୍ଛସାଥୀ,…
ଶିବଗଙ୍ଗା ପୋଖରୀର ସୁରକ୍ଷା ପାଚେରି ଧସିଲା
ଚାନ୍ଦବାଲି,୭।୨(କିଷାନ ପାତ୍ର): ଭଦ୍ରକ ଜିଲାର ପ୍ରମୁଖ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ପୀଠରେ ଥିବା ଶିବଗଙ୍ଗା ପୋଖରୀ ପାଚେରି ସୋମବାର ବିଳମ୍ବିତ ରାତିରେ ଧସିଛି। ଏହି ପୋଖରୀକୁ ଲାଗିଥିବା ୪୦ ଫୁଟ୍ ଲମ୍ବର ଡ୍ରେନ୍ ଓ ସୁରକ୍ଷା ପାଚେରି ୨୦ ଫୁଟ୍ ତଳକୁ…
ଜଳପ୍ରପାତ ପାଖରେ କରୁଥିଲେ ରିଲ୍ସ, ହଠାତ୍ ୨ ଯବତୀ…
ମାଲକାନଗିରି, ୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗୋବିନ୍ଦପାଲ୍ଲି ନିଟକରେ ଥିବା ଗୁମ୍ମାଝରଣ ଜଳପ୍ରପାତ ଏକ ମନୋରମ ସ୍ଥାନ। ଏଠାକୁ ଅନେକେ ଭ୍ରମଣ ନିମନ୍ତେ ଯାଇଥାନ୍ତି। କୁଡୁମୁଲୁଗୁମ୍ମା ଅଞ୍ଚଳର ୨ ଯୁବତୀ ମଧ୍ୟ ନିଜ ପରିବାର ସହ ପିକନିକ ପାଇଁ ମଙ୍ଗଳବାର ଏଠାକୁ…
୫ ଅନ୍ୟାୟ ବିରୋଧରେ ଆମର ଯାତ୍ରା: ରାହୁଲ
ଭୁବନେଶ୍ୱର/ କୁଆଁରମୁଣ୍ଡା/ ସୁନ୍ଦରଗଡ଼, ୭ା୨(ସୁନିତ୍ ମିଶ୍ର/ ମହେନ୍ଦ୍ର କୁମାର ସାହୁ/ ଜୟନାରାୟଣ ମେଣ୍ଡୁଳି): ପୂର୍ବ କାର୍ଯ୍ୟସୂଚୀ ମୁତାବକ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ମଙ୍ଗଳବାର ଅପରାହ୍ନରେ ସୁନ୍ଦରଗଡ଼ ଜିଲାର ବୀରମିତ୍ରପୁରରେ ପହଞ୍ଚିଛି। ତାଙ୍କୁ ଭବ୍ୟ ସ୍ବାଗତ…
OAVET Result: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନାମଲେଖା ପାଇଁ ଏଣ୍ଟ୍ରାନ୍ସ ରେଜଲ୍ଟ ପ୍ରକାଶ, ଜାଣନ୍ତୁ କିଭଳି ଜାଣିବେ…
କଟକ,୬।୨: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ OAVET ସହିତ ଓ ମାଇନିଂ ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OMAVET)…
ଭାରତକୁ ଯୋଡ଼ିବା ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ମୂଳଲକ୍ଷ୍ୟ: ରାହୁଲ
ସୁନ୍ଦରଗଡ,୬ା୨(ଜୟ ନାରାୟଣ ମେଣ୍ଡୁଳି): ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର…
ଓଡ଼ିଶାରେ ରାହୁଲ ଗାନ୍ଧୀ
ସୁନ୍ଦରଗଡ,୬ା୨ଜୟ ନାରାୟଣ ମେଣ୍ଡୁଳି): ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ମାସ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି।…

