ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା
ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି ଗୃହ ପାଇଁ ଦୀର୍ଘ ଦିନର ଦାବି ପୂରଣ ନହେବାରୁ, ଶେଷରେ ଲୋକେ ବ୍ଲକ…
ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି
ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡ଼ିକାଲରେ ପରଲୋକ ହୋଇଯାଇଛି। ଦୀର୍ଘ ଦିନ…
ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ
ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ ବେକାର ଯୁବତୀ, ଯୁବକ ଠକେଇର ସମ୍ମୁଖୀନ ହୋଇଥିବା ଚର୍ଚ୍ଚା ଚାଲିଛି। ସେହିପରି କେବଳ…
୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍
ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ ବଲାଙ୍ଗୀର ଜିଲାରେ କାର୍ଯ୍ୟରତ ଡାକ୍ତରମାନେ ଯୋଗଦେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହୋଇଥିଲେ।…
ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ
ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାଜିଷ୍ଟ୍ରେଟ ସରୋନ ବସ୍ତିଆ ସାହାସପୁର ହାଟପଦା- ଜଲମରା ଗ୍ରାମ ରାସ୍ତା…
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…
ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଟଲି ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ଏହି ବୈଠକରେ ବରଗଡ଼…
ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ ମହୋତ୍ସବ ସପ୍ତାହ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ପରିବେଶ ସୁରକ୍ଷା ଓ ସଚେତନତାକୁ…
ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଗତ ୮ ଦିନ ଧରି ତାଙ୍କର କୌଣସି ପତ୍ତା ମିଳୁ ନଥିବା ବେଳେ,…
ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…
ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା…
ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ
କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ ଏକ ଅଜଣା ମୃତଦେହ ଦେଖିବାକୁ ମିଳିଛି। ଗୁରୁବାର ଅପରାହ୍ନରେ ଏହି ମୃତଦେହଟି ଝରଣା…
ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ ଶେଷ ହୋଇନାହିଁ। କାଗଜ, କଲମରେ କ୍ରୟ ହୋଇ ସାରିଥିବା ବେଳେ ଏବେ ମଧ୍ୟ…
ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ
ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର ଶବର ଏବଂ ରାଜ୍ୟ ଉପ ସଭାପତି ତଥା ପାରଳାର ପୂର୍ବତନ ବିଧାୟକ କେ.ନାରାୟଣ…

