ଆମ ଜିଲା ଖବର

ଦିନକରେ ୭୯ ଟ୍ରେନ୍‌ରେ ପଣ୍ୟ କାରବାର ରେକର୍ଡ

ପାରାଦୀପ,୬।୨(ଶରତ ରାଉତ):ପାରାଦୀପ ବନ୍ଦର ରବିବାର ଟ୍ରେନ୍‌ରେ ପଣ୍ୟ କାରବାରରେ ରେକର୍ଡ କରିଛି। ଗୋଟିଏ ଦିନରେ ୭୯ଟି ଟ୍ରେନ୍‌ରେ କାରବାର କରିଛି। ଏହା ଏପର୍ଯ୍ୟନ୍ତ ହୋଇଥିବା ଟ୍ରେନ କାରବାର ମଧ୍ୟରେ ସର୍ବାଧିକ ବୋଲି ବନ୍ଦର ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହାପୂର୍ବରୁ ୨୦୨୩ ଫେବୃଆରୀ…

ସମ୍ବଲପୁର ଭାଜପା: ଧର୍ମେନ୍ଦ୍ରଙ୍କୁ ଭେଟିଲେ ଅସନ୍ତୁଷ୍ଟ କାର୍ଯ୍ୟକର୍ତ୍ତା

ସମ୍ବଲପୁର, ୬।୨(ଭବାନୀ ଶଙ୍କର ଭୋଇ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପରେ ସମ୍ବଲପୁରରେ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ତେବେ ଦଳ ଏହି ଉତ୍ସାହକୁ କେତେଦୂର ଭୋଟରେ ପରିଣତ କରିପାରିବ, ତାକୁ ନେଇ ଚର୍ଚ୍ଚା ହେଉଛି। ସମ୍ବଲପୁର…

ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକବେଳେ ହଟ୍ଟଗୋଳ

କୁଜଙ୍ଗ,୬।୨(ମନୋଜ ପ୍ରଧାନ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପାଇଁ କୁଜଙ୍ଗ ବ୍ଲକ ବିଜେଡି ପକ୍ଷରୁ ପ୍ରସ୍ତୁତି ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସହପର୍ଯ୍ୟବେକ୍ଷକ ଗିରିଶ ଦାସ ଓ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ସନ୍ତୋଷ ବେଜଙ୍କ ଉପସ୍ଥିତିରେ ଆୟୋଜିତ ବୈଠକରେ ଦଳୀୟ କର୍ମୀମାନେ…

ପ୍ରମୁଖ ୩ ଦଳରେ ନୂଆମୁହଁ ସମ୍ଭାବନା

କେନ୍ଦ୍ରାପଡ଼ା, ୬ା୨ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଲୋକ ସଭା ଆସନ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପାଇଁ ଗୁରୁତ୍ୱ ରଖୁଛି। ଏଠାରୁ ଅତୀତରେ କଂଗ୍ରେସରୁ ନିତ୍ୟାନନ୍ଦ କାନୁନଗୋ, ପ୍ରଜା ସୋସାଲିଷ୍ଟ ପାର୍ଟିରୁ ସୁରେନ୍ଦ୍ରନାଥ ଦ୍ୱିବେଦୀ, ଉତ୍କଳ କଂଗ୍ରେସରୁ…

ସାମୂହିକ ଛୁଟିରେ ପ୍ରାଣୀଚିକିତ୍ସକ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ପ୍ରାଣୀଚିକିତ୍ସକଙ୍କ ପ୍ରତି ସରକାର ଅଣଦେଖା ମନୋଭାବ କରୁଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବରଗଡ଼ ଜିଲାର ପ୍ରାଣୀଚିକିତ୍ସକମାନେ ସାମୂହିକ ଛୁଟି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ମାସ ୧୮ରୁ ଏହି ଆନ୍ଦୋଳନ ଆରମ୍ଭ ହୋଇଛି। ଆନ୍ଦୋଳନକୁ ୧୯ଦିନ…

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …

ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ…

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟି ଚିପି କରିଥିଲେ ହତ୍ୟା, ଆସିଲା ରାୟ…

ସମ୍ବଲପୁର,୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ବିଞ୍ଜିପାଲି ଗ୍ରାମରେ ୨୦୧୫ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍ସୋ ଅଦାଲତରେ ଚାଲିଥିବା ଉକ୍ତ ଘଟଣାର ରାୟ ଶୁଣାଇ ବିଚାରପତି…

ହାଇକୋର୍ଟରେ ବେଆଇନ ବାଲିଉଠା ମାମଲା: ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର, ପରବର୍ତ୍ତି ଶୁଣାଣି…

କଟକ,୫ା୨:(କାର୍ତ୍ତିକ ସାହୁ): ବାଲିଘାଟ ଚାଲିବାର ଆବଶ୍ୟକତା ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ରାଜ୍ୟ ସରକାର ସୋମବାର ଅବଗତ କରାଇଛନ୍ତି। ବାଲିଘାଟରୁ ମେଶିିନ୍‌ ଦ୍ୱାରା ବାଲି ଉତ୍ତୋଳନ କରିବାର ପ୍ରଚଳିତ ନିୟମ ଓ ଅନ୍ୟାନ୍ୟ ବ୍ୟବସ୍ଥା ବାବଦରେ ରାଜ୍ୟ ସରକାର ସତ୍ୟପାଠରେ ଦର୍ଶାଇଛନ୍ତି।…

ଅଳଙ୍କାର ଦୋକାନରେ ଅଗ୍ନିକାଣ୍ଡ

କଟକ,୫ା୨(କାର୍ତ୍ତିକ ସାହୁ): କଟକ ଜିଲା ନିମଚଉଡ଼ିସ୍ଥିତ ଓମ୍‌ ଅଳଙ୍କାର ନାମକ ଗହଣା ଦୋକାନରେ ସୋମବାର ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ବକ୍ସିବଜାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଛି। ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା…

ସେବାୟତଙ୍କ ମଧ୍ୟରେ ତୁଟିଲା ବିବାଦ: ୩ ଘଣ୍ଟା ବିଳମ୍ବରେ ଚାଲିଛି ନୀତିକାନ୍ତି

ପୁରୀ,୫।୨: ଶ୍ରୀମନ୍ଦିରରେ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ଶେଷରେ ସମାଧାନ ହୋଇଛି। ପରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ରବିବାର ରାତିର ଶତାଧିକ ଅଭଡ଼ା କୂଡ଼ୁଆ ବାହାରିଛି। ମାତ୍ର ଏହି ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା…

ଜାତୀୟ ରାଜପଥରେ ସିରିଜ୍‌ ଦୁର୍ଘଟଣା: ୩ ଟ୍ରକ, ୪ ବାଇକ୍‌ ଭାଙ୍ଗି ଚୁରମାର, ୭ ଆହତ

କେନ୍ଦୁଝର, ୫।୨(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ ଥାନା ଅଧୀନ ବୈଦରାଜ ସାହି ଛକ ନିକଟରେ ସୋମବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ବ୍ରେକ୍‌ ଫେଲ ହେବାରୁ ୩ଟି ଟ୍ରକ, ୪ଟି ବାଇକ୍‌କୁ ଧକ୍କା…

ଦୁନିଆକୁ ଆସିବା ମାତ୍ରେ ଆଖି ବୁଜିଲା ହାତୀ ଛୁଆ: ଘଣ୍ଟା ଘଣ୍ଟା ଜଗି ରହିଲା ମା’

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅଞ୍ଚଳ ଜଙ୍ଗଲରେ ସୋମବାର ଏକ ଛୁଆ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ହାତୀଛୁଆ ଗତକାଲି ଜନ୍ମ ହୋଇଥିଲା। ଯୋଡ଼ା ବିଟ ଡଡୁଆଁ ଗ୍ରାମ ନିକଟରେ ବୈତରଣୀ ବି ଜଙ୍ଗଲ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?