ଆମ ଜିଲା ଖବର

ଡିଏମ୍‌ଏଫ୍‌ ପାଣ୍ଠିରୁ ହରିଲୁଟ ଅଭିଯୋଗ

କାଳିଆପାଣି,୫ା୨(ଅସିତ ମହାନ୍ତ): ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣି ମାଲିକମାନେ ସରକାରଙ୍କୁ ଦେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥ ଡିଏମ୍‌ଏଫ୍‌ ପାଣ୍ଠିକୁ ଯାଉଛି। ତଦନୁସାରେ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ…

କମ୍‌ ଟଙ୍କାରେ ଗମନାଗମନ ସୁନିଶ୍ଚିତ କରିଛି ଲକ୍ଷ୍ମୀ ବସ୍‌

ନବରଙ୍ଗପୁର,୫।୨(ସଦାଶିବ ପ୍ରହରଜ): ୨୦୨୩ ମାର୍ଗଶିର ମାସ ଗୁରୁବାର ପ୍ରଥମ କରି ନବରଙ୍ଗପୁର ଜିଲାରେ ଗଡିଥିଲା ଲକ୍ଷ୍ମୀ ବସ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ନବରଙ୍ଗପୁର ଜିଲାବାସୀଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଜିଲାର ୧୮୯ ପଞ୍ଚାୟତରେ ମୋଟ ୩୯ ବସ୍‌ ଚାଲିଥିବାବେଳେ…

ରୋଗୀଙ୍କୁ ଘରୋଇ ନର୍ସିଂହୋମ୍‌ ପଠାଉଛନ୍ତି ଡାକ୍ତର

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ରୋଗୀ ସେବାରେ ବିଭ୍ରାଟ ପରିଲକ୍ଷିତ ହୋଇଛି। ଏସ୍‌ସିବି କାଜୁଆଲ୍‌ଟିରେ ରୋଗୀଙ୍କୁ ଚିକିତ୍ସା କରିବା ପରିବର୍ତ୍ତେ ଘରୋଇ ନର୍ସିଂହୋମ ନେଇ ଅସ୍ତ୍ରୋପଚାର କରାଇବାକୁ ରୋଗୀ ସମ୍ପର୍କୀୟଙ୍କୁ ଡାକ୍ତର ବାଧ୍ୟ କରୁଛନ୍ତି। ଭୁବନେଶ୍ୱର ସାମନ୍ତରାପୁର ଅଞ୍ଚଳର ସନ୍ତୋଷ ପାଢ଼ୀ…

ଫିରିଙ୍ଗିଆ ଥାନାଧିକାରୀଙ୍କ ନାଁରେ ବଳାତ୍କାର ମାମଲା

ଭୁବନେଶ୍ୱର,୫ା୨(ସତ୍ୟଜିତ୍‌ ରାଉତ): ଗଞ୍ଜାମ ଜିଲା ପାଟପୁର ଥାନାର ପୂର୍ବତନ ଥାନାଧିକାରୀ ରମେଶ ପ୍ରଧାନଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଜଣେ ମହିଳା ଏସ୍‌ଆଇଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ରମେଶ ବର୍ତ୍ତମାନ କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଧିକାରୀ ଅଛନ୍ତି।…

ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟ ପାର୍ଶ୍ୱରେ ଫାଟ

ପୁରୀ, ୫ା୨(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଉତ୍ତରଦ୍ୱାର ତଥା ହସ୍ତୀଦ୍ୱାର ଗୁମୁଟରେ ଫାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟ ତଳପାର୍ଶ୍ୱ ନିକଟରେ ଥିବା ପଦ୍ମପାଖୁଡାରେ ଅନେକ ଫାଟ ପରିଲକ୍ଷିତ ହୋଇଛି। ଏକାଧିକ ସ୍ଥାନରେ ଫାଟ ଥିବା ବେଳେ ପଥର ସନ୍ଧି ତଥା…

ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ନିଯୁକ୍ତି ଲାଗି ଟଙ୍କା ଅସୁଲି: ୨ଜଣଙ୍କୁ ବାନ୍ଧିଲା ପୋଲିସ

ଟିଟିଲାଗଡ଼, ୪।୨(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ଲକ୍ଷ୍ମୀବସ୍‌ ଯୋଜନା ଆରମ୍ଭ ନ ହେଉଣୁ ନିଯୁକ୍ତି ନେଇ ଟଙ୍କା ଅସୁଲି ଚର୍ଚ୍ଚାର ବିଷୟ ହୋଇଛି। ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ପଦରେ ନିଯୁକ୍ତି ନେଇ ଚାକିରି ଆଶାୟୀଙ୍କଠାରୁ ଟଙ୍କା ଅସୁଲ କରୁଥିବା ୨ଜଣଙ୍କୁ ଗିରଫ କରାଯାଇଛି।…

ବୃଦ୍ଧଙ୍କ ଗଳା କାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ପଡ଼ିଆ,୪ା୨(ଭାସ୍କର ରାଓ): ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ଥାନା ଅଧୀନ ମଟମଗୁଡ଼ା ନିକଟ ପାଲଗୁଡ଼ା ଗ୍ରାମର ଦେବା ଶବଲମ(୬୫)ଙ୍କ ଗଳା କାଟି ଦୁର୍ବୃତ୍ତ ହତ୍ୟା କରିଛନ୍ତି l ମୃତକଙ୍କ ପୁଅ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମୃତଦେହ ଜବତ କରି…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି,୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ପୋଲିସ ନିକଟରେ ରବିବାର ୩ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ପିଡମେଲ ଆର୍‌ପିସି ମିଲିସିୟା ଡେପୁଟି କମାଣ୍ଡର ମଡକମ୍‌ ସୁକ୍କା, ମିଲିସିୟା ସଦସ୍ୟ ବଂଜାମ ସୋମା ଏବଂ କବାସୀ…

ଭୋଜି ଖାଉଥିବା ବେଳେ ହୃଦଘାତରେ ଉଡ଼ିଗଲା ଯୁବ ଅଧ୍ୟାପକଙ୍କ ପ୍ରାଣବାୟୁ

ଭଞ୍ଜନଗର,୪ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ. ଆମାସ ପାଟମାଝୀ(୩୪) ରବିବାର ଅପରାହ୍ନରେ ହୃଦଘାତରେ ପରଲୋକ ହୋଇଯାଇଛି। ତାଙ୍କ ଘର ଗଜପତି ଜିଲା ମୋହନା ବ୍ଲକ ପାନିଗଣ୍ଡା ପଞ୍ଚାୟତ ଅଧୀନ…

ଯବାନ- ମାଓବାଦୀ ଗୁଳି ବିନିମୟ: ମାଓବାଦୀ ଦାସ୍ରୁ ନିହତ

ଫୁଲବାଣୀ,୪।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ବାଲିଗଡ଼ା ସୁଡ୍ରା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳିକାଣ୍ଡରେ କ୍ୟାଡର ମୋଷ୍ଟୱାଣ୍ଟେଡ ମାଓବାଦୀ ନେତା ଦାସ୍ରୁ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଡିଭିଏଫ୍‌ ଯବାନ ଗୁରୁତର ହୋଇ…

ଅର୍ପଣ ଚାଉଳରୁ ପ୍ରସ୍ତୁତ ହେଲା ମହାପ୍ରସାଦ, ଭକ୍ତଙ୍କ ଲମ୍ବା ଧାଡ଼ି

ପୁରୀ,୪।୨: ପୁରୀରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ବେଳେ ଯେଉଁ ଅର୍ପଣ ରଥ ଗାଁଠୁ ସହର ସବୁଆଡେ ବୁଲି ଚାଉଳ ସଂଗ୍ରହ କରାଯାଇଥିଲା। ସେହି ଅର୍ପଣ ହୋଇଥିବା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ ହୋଇଛି । ରବିବାର ଉକ୍ତ ଚାଉଳ ମହାପ୍ରଭୁଙ୍କ ପାଖରେ ମହାପ୍ରସାଦ…

ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ

କଣାସ, ୪।୨ : ପୁରୀ ଜିଲା ପିପିଲି ସାତଶଙ୍ଖ ବଳଙ୍ଗାର ମୁଖ୍ୟ ରାସ୍ତାରେ ରୁପୁଦେଇପୁର ପେଟ୍ରୋଲ ଟାଙ୍କିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପେଟ୍ରୋଲ ପକାଇବାକୁ ଆସିଥିବା ଗ୍ରାହକ। ସୂଚନାଯୋଗ୍ୟ, ସାତସଙ୍ଖ ବଳଙ୍ଗା ମୁଖ୍ୟରାସ୍ତାରେ ଥିବା ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?