ଆମ ଜିଲା ଖବର

ସ୍ବତନ୍ତ୍ର ଅଡିଟ୍‌ କହୁଛି ୨୦୬ କୋଟି ଟଙ୍କା ଆତ୍ମସାତ୍‌

ଭାପୁର ୪ା୨(ଭରତ କୁମାର ବେହେରା)ବର୍ଷ ବର୍ଷ ଧରି ସରକାରୀ କଳକୁ ଡରାଇ ଧମକାଇ କ୍ଷମତାର ଅପବ୍ୟବହାର ସହ କୋଟି କୋଟି ଟଙ୍କା ଆତ୍ମସାତ ହୋଇଛି। ଲୋକଙ୍କ ପାଇଁ ଥିବା ଜନକଲ୍ୟାଣ ମୂଳକ ଯୋଜନାକୁ ବାଟମାରଣା ସହ ଏଥିରୁ ବ୍ୟକ୍ତିଗତ ଲାଭ ପାଇଥିଲେ…

ମୁଦୁରାଙ୍ଗରେ ୨ ଗାଈଙ୍କ ମୃତ୍ୟୁ, ୩୦ ଅସୁସ୍ଥ

ନୟାଗଡ଼/ନୂଆଗାଁ,୪।୨(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମୁଦୁରାଙ୍ଗରେ ଏକ ଗୋ ଫାର୍ମରେ ୨ ଗୋରୁଙ୍କ ମୃତ୍ୟୁ ଓ ୩୦ ଗାଈ ଅସୁସ୍ଥ ହେବା ପରେ ଗୋଚାଷୀ ଚିନ୍ତିତ ହୋଇ ପଡ଼ିଛନ୍ତି। ପ୍ରାଣୀ ବିଭାଗ ଡାକ୍ତରମାନେ ସମୂହ ଛୁଟିରେ ଯାଇ ଆନ୍ଦୋଳନରେ…

୩ କି.ମି. ଦୂର ଝରଣାରୁ ଶିକ୍ଷକ ବୋହୁଛନ୍ତି ପାଣି

ଦାରିଙ୍ଗବାଡି,୪ା୨(ଅରୁଣ ସାହୁ )ଦାରିଙ୍ଗବାଡି ବ୍ଲକରେ ରହିଥିବା ବିଦ୍ୟାଳୟରେ ପିଇବାପାଣିର ସମସ୍ୟା ଦେଖାଦେଇଛି। ମଧ୍ୟାନ୍ନଭୋଜନ ପ୍ରସ୍ତୁତି ପାଇଁ ପାଣିକୁ ବାଇକ୍‌ରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ବୋହିବା ଘଟଣା ଏବେ ମୋବାଇଲରୁ ମୋବାଇଲ ଭାଇରାଲ ହେଉଛି। ଏଥିସହ ସାମାଜିକ ଗଣମାଧ୍ୟମରେ ସ୍ଥାନୀୟ…

ସୁଡ୍ରା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ, ଡିଭିଏଫ ଯବାନ ଆହତ, ମାଓବାଦୀ ଗୁରୁତର

ଫୁଲବାଣୀ,୩ା୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ଅଞ୍ଚଳରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଡିଭିଏଫ୍‌ ଯବାନ ଆହତ ହୋଇଛନ୍ତି। ସେହିପରି ଜଣେ ମାଓବାଦୀ ଗୁରତର ଆହତ ହୋଇଥିବା ଅନୁମାନ…

୨୦୧୮ରେ ପୋଲିସ ଏନ୍‌କାଉଣ୍ଟର ମାମଲା: ଅପରାଧୀ ବୁଦ୍ଧିଆଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

କଟକ,୩ା୨(କାର୍ତ୍ତିକ ସାହୁ): ସଦର ଥାନା ପୋଲିସ ୨୦୧୮ ଜାନୁଆରୀ ୪ ତାରିଖରେ ଗୋପାଳପୁର ଅଞ୍ଚଳରେ କରିଥିବା ଏନ୍‌କାଉଣ୍ଟର ମାମଲାରେ ରାୟ ପ୍ରକାଶ ପାଇଛି। କଟକ ଜିଲାର ବିଭିନ୍ନ ସ୍ଥାନରେ ଆପରାଧିକ ସାମ୍ରାଜ୍ୟ ବିସ୍ତାର କରିଥିବା ଅପରାଧୀ ବୁଦ୍ଧିଆ ଓରଫ ତ୍ରିଲୋଚନ ନାୟକଙ୍କୁ…

ଓଡ଼ିଶାର ଇଣ୍ଟିଗ୍ରେଟେଡ୍‌ ବିଏସ୍‌ସି ବିଏଡ୍‌ ପ୍ରମାଣପତ୍ର ବୈଧ ହେଲାନି, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଇମେଲରେ ପଠାଇଲେ ଅଭିଯୋଗ

କଟକ,୩ା୨ (କାର୍ତ୍ତିକ ସାହୁ) ଓଡ଼ିଶାର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ସିବିସିଏସ୍‌ ପାଠ୍ୟକ୍ରମରେ ଯୋଗ୍ୟତା ହାସଲ କରିଥିବା ୩୧ ଜଣ ଛାତ୍ରୀଛାତ୍ର ଜାତୀୟସ୍ତରୀୟ ନିଯୁକ୍ତିରୁ ବଞ୍ଚିତ ହୋଇଛନ୍ତି। ଏହି ଛାତ୍ରୀଛାତ୍ର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇମେଲ ଯୋଗେ ଅବଗତ କରାଇଥିବା ସୂଚନା ଦେଇଛନ୍ତି।…

ପରୀକ୍ଷାର ଦେଢ଼ ଘଣ୍ଟା ପୂର୍ବରୁ ହଲ୍‌କୁ ପ୍ରବେଶ କରିବେ ପରୀକ୍ଷାର୍ଥୀ: ମାଧ୍ୟମିକ ଶିକ୍ଷା ପରିଷଦ

କଟକ,୩ା୨(କାର୍ତ୍ତିକ ସାହୁ): ଫେବୃଆରୀ ୨୦ରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଉକ୍ତ ପରୀକ୍ଷାକୁ ସୁବ୍ୟବସ୍ଥିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟକ୍ରମ ଜାରି ରଖିଛି। କପି ରୋକିବା ଲାଗି ନୂଆ ଫର୍ମୂଲା ଆପଣାଇଛି ବୋର୍ଡ। ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ…

ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବୋହୂ ଗୁରୁତର

କୁଚିଣ୍ଡା,୩ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ସୋଲବଗା (ଭଟାଗୁଡ଼ା)ଠାରେ ଶନିବାର ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବିଧବା ବୋହୂ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆକ୍ରମଣକାରୀ ଶ୍ବଶୁର ହେଉଛନ୍ତି ଆମତୁନି ବାର୍ଲା(୭୦) ଏବଂ ଆହତ ବୋହୂ…

ମହିଳା ଯାତ୍ରୀଙ୍କୁ ୫ ଲକ୍ଷ ଟଙ୍କା ମୂଲ୍ୟର ମୂଲ୍ୟବାନ ଅଳଙ୍କାର ଫେରସ୍ତ କଲେ ଅଟୋ ଡ୍ରାଇଭର

ନୂଆଦିଲ୍ଲୀ,୩।୨: ମାନବିକତା ଏବଂ ବିଶାଳ ହୃଦୟ ଦେଖାଇଲେ ଅଟୋ-ରିକ୍ସା ଡ୍ରାଇଭର। ଭଦ୍ରକରେ ଗାଡିରେ ଜଣେ ମହିଳା ଯାତ୍ରୀ ଭୁଲି ଯାଇଥିବା ମୂଲ୍ୟବାନ ଅଳଙ୍କାର ଫେରସ୍ତ କରି ଅଟୋ ଡ୍ରାଇଭର ବିଭିନ୍ନ ମହଲରୁ ପ୍ରଶଂସା ସାଉଣ୍ଟିଛନ୍ତି। ଭଦ୍ରକର ଇନାୟତ ଖାନ ଏକ ଅଟୋ…

ଖଟିଆରେ ୩ କିଲୋମିଟର ବୁହାହେଲେ ଗର୍ଭବତୀ

କୋକସରା,୩ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରୁ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣାର ଚିତ୍ର। କୋକସରା ବ୍ଲକ ଆମପାଣି ପଞ୍ଚାୟତର ସାହାଜଖୋଲ ଜଙ୍ଗଲ ମଧ୍ୟରେ ରହିଥିବା ଗିରଳିମାଲ ଗାଁକୁ ଭଲ ରାସ୍ତା ଟିଏ ନ ଥିବାରୁ ଗାଁକୁ ଯାଇ ପାରି ନ…

ଅରୂପାନନ୍ଦ ଦାସ ହେଲେ ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ

କଟକ,୩ା୨(କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଶ୍ରୀ ଦାସ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟରତ ଅଛନ୍ତି। ସେ…

ପାହାଡ଼ ଉପରୁ ଖସିଲା ପ୍ରୋକଲିନ୍‌, ଚାଲିଗଲା ଚାଳକଙ୍କ ଜୀବନ

ଖୋର୍ଦ୍ଧା,୩ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ଼ରେ ଶନିବାର ଏକ ଅଘଟଣ ଘଟିଛି। ପାହାଡ଼ ଉପରୁ ପ୍ରୋକଲିନ ଖସି ପଡ଼ିବାରୁ ଚାଳକଙ୍କ ଜୀବନ ଚାଲିଯାଇଛି। ଖବରପାଇ ସଦର ପୋଲିସ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?