ଆମ ଜିଲା ଖବର

ସ୍ବାଭିମାନ ହରାଉଛି ମୋ ପଟ୍ଟାମୁଣ୍ଡାଇ

ପଟ୍ଟାମୁଣ୍ଡାଇ,୩ା୨(କଳ୍ପତରୁ ନାୟକ): ସୀମା ପୁନଃ ନିର୍ଦ୍ଧାରଣରେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ଉଚ୍ଛେଦ ପରେ ପଟ୍ଟାମୁଣ୍ଡାଇ ଅଞ୍ଚଳ ଅବହେଳିତ ହେବା ସହ ସ୍ବାଭିମାନ ନିଶ୍ଚିହ୍ନ ହେବାକୁ ବସିଛି । ପଟ୍ଟାମୁଣ୍ଡାଇର ସ୍ବାଭିମାନ ଫେରାଇ ଆଣିବା ପାଇଁ କେତେକ ସଙ୍ଗଠନ ଉଦ୍ୟମ ଜାରି ରଖିଥିବାବେଳେ ଶାସକ…

ପ୍ରଧାନମନ୍ତ୍ରୀଙ୍କ ଜନସଭା ପାଇଁ ପୋଲିସ ପକ୍ଷରୁ ଦିଶା ନିର୍ଦ୍ଦେଶ ଜାରି

ସମ୍ବଲପୁର,୩ା୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ରେମେଡ ପଡିଆରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ଗ୍ୟାରେଣ୍ଟି ସମାବେଶ ଆୟୋଜିତ ହେବ। ଏଥିରେ ପଶ୍ଚିମ ଓଡିଶାର ୧୧ ଜିଲାର ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେବେ ଏତେ ସଂଖ୍ୟାରେ ଲୋକଙ୍କ…

ଭୋଜି ଖାଇ ଫେରୁଥିବା ବେଳେ କାନ୍ଥରେ ପିଟିହେଲା କାର୍‌: ଚାଲିଗଲା ୪ ଜୀବନ

ଆଠଗଡ଼,୩।୨: କଟକ ଜିଲା ତିଗିରିଆ ଥାନା ଗଦାଧରପୁର ନିକଟରେ ଏକ ଦୁର୍ଘଟଣା ଘଟିଛି। ବିବାହ ଉତ୍ସବରେ ଯୋଗଦେଇ ଫେରୁଥିବା ବେଳେ ଏକ କାର୍‌ ଭାରସାମ୍ୟ ହରାଇ ଏକ ଘର କାନ୍ଥରେ ପିଟି ହୋଇଯାଇଥିଲା। ଫଳରେ କାର୍‌ରେ ଥିବା ୪ଜଣଙ୍କ ମୃତ୍ୟୁ ଘଟିଛି।…

ଡମ୍ପର ପଛରେ ପିଟି ହେଲା ବରଯାତ୍ରୀ ଧରି ଫେରୁଥିବା ବୋଲେରୋ

ବାଲେଶ୍ୱର,୩।୨: ବାଲେଶ୍ୱର ଜିଲା ସୋର ଥାନା ଦହିସଡ଼ା ନିକଟରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବରଯାତ୍ରୀ ଧରି ଫେରୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ଏକ ବାଲି ବୋଝେଇ ଡମ୍ପର ପଛ ପଟେ ପିଟି ହୋଇଛି। ଫଳରେ ବୋଲେରୋରେ…

ଭୋଜି ଖାଇ ଗାଁକୁ ଫେରୁଥିଲେ: ଓଲଟିଲା କାର୍‌

ସଇଁତଳା,୩।୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ଅର୍ନ୍ତଗତ କୁସମଖାଲ ଗ୍ରାମ ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ହେଲେ…

ବସ୍‌ ଧକ୍କାରେ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୩।୨(ଅଶୋକ କୁମାର ମହାପାତ୍ର ): କଟକ ଜିଲା ସାଲିପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ୨ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ…

ଆଜି ସୁବର୍ଣ୍ଣପୁରରୁ ପୁରୀକୁ ଗଡ଼ିବ ଟ୍ରେନ୍‌

ସୋନପୁର,୩।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ୩ ତାରିଖ ଶନିବାର ଏକ ସ୍ମରଣୀୟ ଦିବସ ହେବାକୁ ଯାଉଛି। ଏହି ଦିନ ଦ୍ୱିତୀୟ ବାରାଣସୀ କୁହାଯାଉଥିବା ସୁବର୍ଣ୍ଣପୁର ରେଳ ମାନଚିତ୍ରରେ ସ୍ଥାନ ପାଇବ। ଜିଲା ସଦର ମହକୁମାରୁ ଶ୍ରୀକ୍ଷେତ୍ର ପୁରୀକୁ ଟ୍ରେନ୍‌ ଗଡିବ।…

ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସି ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ ଉଦ୍‌ଘାଟନ…

ଚୋରାବାଲି ବୋଝେଇ ଟ୍ରାକ୍ଟଟର ଜବତ

ଯୋଡ଼ା,୨ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ନମ୍ବିରା ଗ୍ରାମ ନିକଟରୁ ବାଲି ଚୋରାଚାଲାଣ ବେଳେ ଗୋଟିଏ ଟ୍ରାକ୍ଟରକୁ ପୋଲିସ ଜବତ କରିଛି। ବାମେବାରି ଥାନା ଆଇଆଇସି ଦିପ୍ତିରଞ୍ଜନ ସାହୁଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ସମୟରେ ଟ୍ରାକ୍ଟର (ନଂ.…

ସ୍ତ୍ରୀଙ୍କୁ ଆକ୍ରମଣ କରି ସ୍ବାମୀ ଗିରଫ

ବ୍ରହ୍ମପୁର,୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ତ୍ରୀଙ୍କୁ ଆକ୍ରମଣ ଅଭିଯୋଗରେ ମହିଳା ଥାନା ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀ ଦୀପସାହିର ନରସିଂହ ଶବର। ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ନରସିଂହ ୩ବର୍ଷ ପୂର୍ବେ ଗୋଷାଣି ନୂଆଁଗାଁ ଥାନା…

ଭାତ ମାଗି ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ଦୋଷୀଙ୍କୁ ୩ ବର୍ଷ ଜେଲ୍‌

କେନ୍ଦୁଝର,୨ା୨(ଦୀପକ ମିଶ୍ର): କେନ୍ଦୁଝର ଜିଲା ଫାଷ୍ଟ୍‌ଟ୍ରାକ କୋର୍ଟରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲାର ଶୁକବ୍ରାର ରାୟ ପ୍ରକାଶ ପାଇଛି। ବିଚାରପତି ବିଜୟ କୁମାର ମିଶ୍ର ଦୋଷୀଙ୍କୁ ୩ ବର୍ଷ ଜେଲ ଓ ୫ ହଜାର ଜରିମାନା ଆଦେଶ ଦେଇଛନ୍ତି। ମାମଲା ବିବରଣୀ…

ଯାତ୍ରୀଙ୍କ ସୁନା ଅଳଙ୍କାର ଫେରାଇଲେ ଅଟୋ ଚାଳକ

ଭଦ୍ରକ,୨ା୨(ସନାତନ ରାଉତ): ଭଦ୍ରକ ପୁରୁଣାବଜାରର ଅଟୋ ଚାଳକ ଏନାୟତ ଖାନ୍‌ ଅଟୋରେ ଛାଡ଼ିଥିବା ଜଣେ ମହିଳା ଯାତ୍ରୀଙ୍କ ସୁନା ଅଳଙ୍କାର ଫେରାଇ ମହାନତା ଦେଖାଇଛନ୍ତି। ଗୁରୁବାର ସେ ବାଇପାସ୍‌ ଅଟୋଷ୍ଟାଣ୍ଡରୁ ଯାତ୍ରୀ ନେଇ ବାଲେଶ୍ୱର ଜିଲା ସୋରକୁ ଯାଇଥିଲେ। ସେଠାରୁ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?