ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର…
ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା
ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ ପୁସ୍ତକ ସବୁଥିଲେ ହେଁ, ପରିଚାଳନା ଅଭାବରୁ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲାଣି। ଯେଉଁ…
ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ ପରିସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦିଗପହଣ୍ଡି…
ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ
ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…
୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍ଏଚ୍-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ ଉପରେ ନିର୍ମିତ ନୂତନ ପୋଲ ଉତ୍କଳ ଦିବସ ଅବସରରେ ବୁଧବାର…
ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…
ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ ସଭା ମଝିରେ ଉପସ୍ଥିତ ଗ୍ରାମବାସୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହିତ ଉଲଗ୍ନ…
ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ
କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ ସଚେତନ ରହିବାକୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭିନ୍ନ…
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ (DMU) ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଜଣାପଡ଼ିଛି।…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ବ୍ଲକର ବୁରିପଦର ଗାଁରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ରେ ୧୬ ନମ୍ବର ଜାତୀୟ ରାଜପଥର ଖଲ୍ଲିକୋଟ ଘାଟି ନିକଟରେ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ରାତିରେ ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ଦୀର୍ଘ ୮ ଦିନ ଧରି ବିଭିନ୍ନ…
Archives


