ଆମ ଜିଲା ଖବର

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ ସ୍ୱରୂପ ୧୪ ପ୍ରଜାତିର ମୋଟ ୫୮ଟି ବିଦେଶୀ ପ୍ରାଣୀ ଓ ପକ୍ଷୀ ପ୍ରଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ଅଧ୍ୟକ୍ଷ ଚିନ୍ତାମଣି ପଲାଇ ସଭାପତିତ୍ୱ କରିଥିଲେ। ଶିକ୍ଷୟିତ୍ରୀ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗର ଅଗ୍ନିବୀରମାନେ ଘଟଣାସ୍ଥଳରେ ପହଞ୍ଚି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ହରିଗଡ଼ ଗ୍ରାମପଞ୍ଚାୟତର ବଦାଙ୍ଗୀ ଗ୍ରାମର ବାସିନ୍ଦା ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲୀପ କୁମାର ପ୍ରଧାନ…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ (୬୯)। ଶନିବାର ସକାଳ ପ୍ରାୟ ୫ଟା ୪୦ରେ ଗାଧୋଇବା ସମୟରେ ସେ ନଦୀ…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା କରୁଛନ୍ତି। ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି। ରୋଗୀଙ୍କ…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଜାରି ରହିଛି। ଲୋକେ ସଚେତନ ହୋଇ ପ୍ଲାଷ୍ଟିକ ବର୍ଜନ କରିବାରେ…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ ୨୨ବର୍ଷୀୟ ଯୁବକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ଏହା ଏକ ଅନ୍ତର୍ଜାତୀୟ ପ୍ରାଣୀ ଚୋରା ଚାଲାଣ ର଼୍ୟାକେଟ ହୋଇଥିବାରୁ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍‌ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ସମସ୍ୟା ଉପସ୍ଥାପନ କରୁଥିବା ସମୟରେ ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁର୍ବ୍ୟବହାର, ଅପମାନଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?