ଆମ ଜିଲା ଖବର

ଛାତ୍ରୀଛାତ୍ରଙ୍କୁ ସଫଳତାର ବାଟ ବତାଇଲେ ପାଣ୍ଡିଆନ

ବ୍ରହ୍ମପୁର,୩୧।୧(ତନୁଶ୍ରୀ ନାହାକ)/ଭୁବନେଶ୍ୱର(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଗଞ୍ଜାମ ଜିଲା ଗସ୍ତକରି ଜିଲାର କଲେଜ ରୂପାନ୍ତରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହିତ ବ୍ରହ୍ମପୁର ଉପକଣ୍ଠ ଆମ୍ବପୁଆ ବିବେକ ବିହାରଠାରେ…

ଛତିଶଗଡ ସୀମାରେ ମାଓ ହମଲା: ପାଲଟା ଜବାବ ଦେଲେ ସୁରକ୍ଷାକର୍ମୀ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଲକାନଗିରି,୩୦।୧: ଛତିଶଗଡ ବିଜାପୁର-ସୁକମା ସୀମାରେ ମଙ୍ଗଳବାର ହୋଇଥିବା ମାଓ ଆକ୍ରମଣର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ସୀମାରେ ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ ଏନକାଉଣ୍ଟର…

ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କ ହୃଦଘାତ, ହେଲେ ମୃତ୍ୟୁ ପୂର୍ବରୁ ବଞ୍ଚାଇଦେଲେ ୬୦ପର୍ଯ୍ୟଟକଙ୍କ ଜୀବନ

ନୀଳଗିରି,୩୦।୧: ବସ୍‌ ଚଳାଉଥିବାବେଳେ ହେଲା ହୃଦଘାତ। ହେଲେ ଯନ୍ତ୍ରଣା ଭିତରେ ବି ବସ୍‌ ଅଟକାଇ ବଞ୍ଚାଇଦେଲେ ୬୦ ପର୍ଯ୍ୟଟକଙ୍କ ଜୀବନ। ଏପରି ଘଟଣା ଘଟିଛି ବାଲେଶ୍ୱରର ନୀଳଗିରି ଥାନା ଅଧିନ ପାଟପୁର ଛକରେ। ପଞ୍ଚଲିଙ୍ଗେଶ୍ୱରକୁ ଦର୍ଶନ ପାଇଁ କିଛି ବଙ୍ଗୀୟ ପର୍ଯ୍ୟଟକ…

ନାବାଳକଙ୍କୁ ଛୁରାମାଡ କଲା ନାବାଳକ

ଖଲ୍ଲିକୋଟ,୩୦।୧(ପ୍ରଶାନ୍ତ କୁମାର ମିଶ୍ର) ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ କୈରାଶି ଗ୍ରାମର ସାଗର ବନ୍ଧ ମାଛ ମାର୍କେଟ ନିକଟରେ ଜଣେ ନାବାଳକଙ୍କୁୁ ଛୁରୀରେ ଆକ୍ରମଣ ହୋଇଛିl ଏଥିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ମୃତ ନାବାଳକଙ୍କ…

ଛତିଶଗଡରେ ମାଓବାଦୀଙ୍କ ବଡ ଆକ୍ରମଣ: ୩ ଯବାନ ଶହୀଦ, ୧୪ ଆହତ

ମାଲକାନଗିରି,୩୦।୧: ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। ଛତିଶଗଡର ବିଜାପୁର-ସୁକମା ସୀମାରେ ମାଓଙ୍କ ଆକ୍ରମଣରେ ୩ ଯବାନ ଶହୀଦ ହୋଇଛନ୍ତି। ଏହି ଆକ୍ରମଣରେ ୧୪ ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡା ଓ ଅଲୀଗୁଡା ନିକଟରେ ମାଓଙ୍କର ଉପସ୍ଥିତି ନେଇ…

ବାଉଁଶ ବୁଦା ମୂଳରୁ ୫୦୦କିଲୋରୁ ଉର୍ଦ୍ଧ ଗଞ୍ଜେଇ ଜବତ,ଜଣେ ଗିରଫ

କୋରୁକୋଣ୍ଡା,୩୦।୧(ଅବିନାଶ ବେହେରା)ବାଉଁଶ ବୁଦା ମୂଳରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମାଲକାନଗିରି ଜିଲା କାଲିମେଳା ପୋଲିସ ସୋମବାର ବିଳମ୍ବିତ ରାତିରେ କାଲିମେଳା ଠାରୁ ପ୍ରାୟ ୪୦କିଲୋ ମିଟର ଦୂର ଆନ୍ଧ୍ର ଓଡିଶା ସୀମାନ୍ତ ବୁଲାଲୁର…

‘ଗୋଟିଏ ପୁଅ ଥିବା ବ୍ୟକ୍ତି ଦୁଇଗୋଟି ପୁଅ ଥିବା ବ୍ୟକ୍ତିଙ୍କ ଠୁ ଲୁଗା ନେଇ ପୂଜାକଲେ ହୁଏ ସନ୍ତାନଙ୍କମଙ୍ଗଳ’, ଗୁଜବକୁ ନେଇ ତାରାତାରିଣୀ ପିଠ ଲୋକାରଣ୍ୟ

ପୁରୁଷୋତ୍ତମପୁର,୩୧।୧(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠକୁ ନେଇ ବହୁ କିମ୍ବଦନ୍ତି ଓ ଲୋକକଥା ପୁରାଣରେ ବର୍ଣ୍ଣିତ ରହିଛି। ଦେଶରେ ଥିବା ଚାରିଗୋଟି ଆଦିଶକ୍ତିପୀଠ ମଧ୍ୟରୁ ଏହି ପୀଠ ଅନ୍ୟତମ ା ପ୍ରତିବର୍ଷ ଚୈତ୍ର ମାସରେ ମା’ଙ୍କ…

ଶ୍ରୀମନ୍ଦିରରେ ୨ ସେବାୟତଙ୍କ ଭିତରେ ମାରପିଟ୍‌

ପୁରୀ,୩୦।୧: ଶ୍ରୀମନ୍ଦିର ଭିତରେ ମଙ୍ଗଳବାର ଦୁଇ ସେବାୟତଙ୍କ ଭିତରେ ମାରପିଟ ହୋଇଛି। ନୀଳଚକ୍ର ବାନା ବିକ୍ରିକୁ ନେଇ ଏହି ମୁହାଁମୁହିଁ ପରିସ୍ଥିତି ଉପୁଜିଛିଛି। ମାରପିଟ ଘଟଣାରେ ଦୁଇଜଣ (ଚୁନେରା ସେବାୟତ ଓ ଖୁଣ୍ଟିଆ ସେବାୟତ) ଆହତ ହୋଇଛନ୍ତି। ସୂଚନା ଅନୁସାରେ ମହାପ୍ରଭୁଙ୍କ…

ଅଧାରେ ରହିଲା ମା’ ତାରାତାରିଣୀଙ୍କ ଦର୍ଶନ: ଓଲଟି ପଡ଼ିଲା ଅଟୋ

ହିଞ୍ଜିଳିକାଟୁ, ୩୦।୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିଥାନା ବାଦିଆମ୍ବଗାଁ ନିକଟରେ ମଙ୍ଗଳବାର ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି୦୭ଏଏଲ୍‌-୫୩୯୮) ଘନ କୁହୁଡ଼ି ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଛି। ଅଟୋଟି ରାସ୍ତାର ଏକ ବୁଲାଣିରେ ଓଲଟି ପଡିବାରୁ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ…

ବୁଧବାର ବନକଲାଗି ନୀତି : ବନ୍ଦ ରହିବ ସାଧାରଣ ଦର୍ଶନ 

ପୁରୀ ୩୦।୧ : ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟତଃ ୩ ରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଖବର…

ଧାନ କିଣାରେ ଦୁର୍ନୀତି, ହେରଫେର ପ୍ରତିବାଦରେ ତେଜିଲା ଭାଜପା

ବାଲେଶ୍ୱର,୩୦।୧: ରାଜ୍ୟରେ ହେଉଥିବା ଧାନ କିଣାରେ ବ୍ୟାପକ ଦୁର୍ନୀତି, ହେରଫେର ଏବଂ ଧାନର ବିକାଶ ପାଇଁ କେନ୍ଦ୍ର ସରକାର ଦେଉଥିବା ଅର୍ଥର ବାଟ ମାରଣା ପ୍ରତିବାଦରେ ବାଲେଶ୍ୱର ଜିଲା ଭାଜପା କୃଷକ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କୃଷକ…

ପତଞ୍ଜଳୀ କରଶର୍ମା ହେଲେ ରାଜ୍ୟ ଭାଜପା ମିଡ଼ିଆ ପାନେଲିଷ୍ଟ

ଭଦ୍ରକ,୩୦।୧(ସନାତନ ରାଉତ): ବରିଷ୍ଠ ଖବରଦାତା ତଥା ଭାଜପା ପ୍ରାକ୍ତନ ବନ୍ତ ବ୍ଲକ ସଭାପତି ପତଞ୍ଜଳୀ କର ଶର୍ମାଙ୍କୁ ଦଳର ରାଜ୍ୟ ଗଣମାଧ୍ୟମ ପାନେଲିଷ୍ଟ ଭାବେ ମନୋନୀତ କରାଯାଇଛି। ସୋମବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଭାଜପା ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?