ଆମ ଜିଲା ଖବର

ଦଶମ ଶ୍ରେଣୀ ଛାତ୍ରଙ୍କ ବେକ କାଟି ଦୁର୍ବୃତ୍ତ ଛୁ’

ଆଠଗଡ଼,୨୯ା୧: କଟକ ଜିଲା ଆଠଗଡ଼ ଖୁଣ୍ଟୁଣୀ ଅଞ୍ଚଳର କୁଲେଇଲୋ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ର ଜଣକ ଟ୍ୟୁଶନ ଯାଇଥିବା ବେଳେ ୨ ଦୁର୍ବୃତ୍ତ ସ୍ପଷ୍ଟ ଦିବାଲୋକରେ ଏକ ପଲ୍‌ସରରେ ଆସି ତାଙ୍କ ବେକ କାଟି ଛୁ’ ମାରିଛନ୍ତି।…

ଦୋକାନୀଙ୍କ ମନମାନି, ପଞ୍ଚାୟତର ଅଙ୍କୁଶ ନାହିଁ

ରିଷିଡ଼ା,୨୯।୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବୃହତ ବ୍ୟବସାୟୀଙ୍କ ପେଣ୍ଠସ୍ଥଳୀ ରିଷିଡା ନାନା ଅବ୍ୟବସ୍ଥାରେ ଚାଲିଛି। ପଞ୍ଚାୟତ ପକ୍ଷରୁ ପ୍ରଦାନ କରାଯାଇଥିବା ଦୋକାନ ଗୃହ ପାଇଥିବା ଦୋକାନୀମାନେ ମନଇଚ୍ଛା ଦୋକାନ ଗୃହ ରାସ୍ତା ଆଗକୁ ନିର୍ମାଣ କରୁଛନ୍ତି। ଫଳରେ ରିଷିଡା,…

୧୨୯ ପିଲାଙ୍କୁ ଜଣେ ଶିକ୍ଷକ

କର୍ଲାମୁଣ୍ଡା,୨୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ଜଣେ ମାତ୍ର ସରକାରୀ ଶିକ୍ଷକଙ୍କ ଦ୍ୱାରା ଶିକ୍ଷାଦାନ ଚାଲିଛି। ୧୯୮୪ରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ନବମ ଶ୍ରେଣୀରେ ୪୧ଜଣ ଛାତ୍ରୀଛାତ୍ର ଓ…

ସଫା କରାଯାଉନି ଅଳିଆ ଆବର୍ଜନା

ସେମିଳିଗୁଡ଼ା/ସୁନାବେଡ଼ା,୨୯ା୧(ବାସୁଦେବ ବରାଡ଼/କୃତ୍ତିବାସ ପ୍ରଧାନ): ସମଗ୍ର ରାଜ୍ୟରେ ସର୍ବବୃହତ୍‌ ଆଦର୍ଶ ବଜାରର ମାନ୍ୟତା ପାଇଥିବା କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର କୁନ୍ଦୁଲି ହାଟ ଏବେ ଅବହେଳିତ ଅବସ୍ଥାରେ ରହିଛି। ଏକଦା ଚାଷୀ ଓ ଚାଷ ଉତ୍ପାଦିତ ସାମଗ୍ରୀ ବିକ୍ରିକୁ ନେଇ ବେଶ୍‌ ଚଳଚଞ୍ଚଳ…

ଅନିଶ୍ଚିତତାରେ କୋରାପୁଟ ସହର ବାଇପାସ୍‌ ରାସ୍ତା

କୋରାପୁଟ,୨୯ା୧(ଅମିତାଭ ବେହେରା): କୋରାପୁଟ ସହରର ବାଇପାସ ରାସ୍ତା ନିର୍ମାଣ ନେଇ ଦୀର୍ଘ ୧୫ ବର୍ଷ ହେଲା ଜାତୀୟ ରାଜପଥ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ମାତ୍ର ଏଯାଏ ବାଇପାସ ନିର୍ମାଣ ଆରମ୍ଭ ହୋଇପାରୁନି। କେବେ ଜାଗା…

ମାଲକାନଗିରି ମାନଚିତ୍ରରେ ଥାଇ ରେକର୍ଡରେ ନାହିଁ ଗ୍ରାମ

ମାଲକାନଗିରି,୨୯ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାନଚିତ୍ରରେ ଏକ ଗ୍ରାମ ଥାଇ ମଧ୍ୟ ରେକର୍ଡରେ ଉଲ୍ଲେଖ ନ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗତ ୨ ବର୍ଷ ପୂର୍ବେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଆନ୍ଧ୍ର ସୀମାନ୍ତକୁ ଲାଗି ଜୁମଡାଙ୍ଗ ଗ୍ରାମ ରହିଛି।…

ଗାଁକୁ ରାସ୍ତା ନାହିଁ, ଲୋକଙ୍କୁ ଆବାସ ମିଳିନି

କେନ୍ଦୁଝର,୨୯।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମାଲଦା ପଞ୍ଚାୟତ ଅନ୍ତର୍ଗତ ବଣଜଙ୍ଗଲ ପାହାଡ଼ ପର୍ବତଘେରା ଜମିରିଡ଼ିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ସ୍କୁଲ, ପର୍ଯ୍ୟଟନସ୍ଥଳ, ସହରଠାରୁ ଗାଁର ଉନ୍ନତୀକରଣ କରୁଛନ୍ତି। ମାତ୍ର…

ବ୍ରାହ୍ମଣୀ ଘେରିବନ୍ଧ ରାସ୍ତାରେ ଖାଲ, ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୯ା୧(କଳ୍ପତରୁ ନାୟକ): ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରିବନ୍ଧ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି। ଦେଢ଼ବର୍ଷ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ…

ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ ଏହା ପାରିବାରିକ ବିରୋଧର ରୂପ ନେଇଥାଏ। ଏଭଳି ଧାରଣା କେବଳ ରାଜନୈତିକ ବାତାବରଣକୁ…

ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ

ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି। କହିବାକୁ…

ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

ପୁରୀ,୨୯ା୧(ଅଜିତ୍‌ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ…

ମିଳନ ପୂର୍ବରୁ ସାର୍କ ପାଇଁ କାଳ ସାଜିଛି ବେଆଇନ ଟ୍ରଲର,ବୋଟ୍‌

ମହାକାଳପଡ଼ା,୨୯୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ପ୍ରକୃତିର ଅନବଦ୍ୟ ସୃଷ୍ଟି ଓ ସାମୁଦ୍ରିକ ଜୀବଜନ୍ତୁମାନଙ୍କ ପାଇଁ ଭୃସ୍ବର୍ଗ। ବିସ୍ତୀର୍ଣ୍ଣ ଲୁଣା ହେନ୍ତାଳ ଜଙ୍ଗଲ, ଗଭୀର ସମୁଦ୍ରର ନୀଳ ଜଳ ରାଶି ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିଥାଏ। ଗହୀରମଥାର ଜୈବ ବିବିଧତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?