୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ରାୟଗଡା,୨୬।୧:(ଆଷିଶ ରଞ୍ଜନ ପଣ୍ଡା): ରାୟଗଡାସ୍ଥିତ ଜିସିଡି ପଡିଆ ଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ସ୍ବଧାଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହାପରେ ସମବେତ ପ୍ୟାରେ ଅଭିବାଦନ…
୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ, ୩୫ ଦଳ ପରେଡ଼ରେ ସାମିଲ
ଭଦ୍ରକ, ୨୬।୧(ସନାତନ ରାଉତ): ଭଦ୍ରକ କଲେଜ ପଡିଆରେ ଶୁକ୍ରବାର ୭୫ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଜିଲାପାଳ ଓ ଏସପି…
ଫୁଲବାଣୀରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ
ଫୁଲବାଣୀ,୨୬ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରି ଉପସ୍ଥିତ…
ବୌଦ୍ଧରେ ସାଧାରଣତନ୍ତ୍ର ଦିବସ
ବୌଦ୍ଧ,୨୬ା୧(ଅଜିତ କୁମାର ବାରିକ): ବୌଦ୍ଧରେ ୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସହରର ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ ପାଳିତ
ପୁରୁଷୋତ୍ତମପୁର,୨୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ସିନିୟର ସିଭିଲ ଜଜ୍ ଶରତ କୁମାର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଜେଏମ୍ଏଫ୍ସି ପୂଜା ପ୍ରିୟଦର୍ଶନୀ…
ମୁକୁଳା ପଡ଼ିଛି ଟ୍ରାନ୍ସଫର୍ମର, ବିଦ୍ୟୁତ୍ ତାର
ରାଉରକେଲା,୨୬।୧(ଦିନେଶ ମିଶ୍ର): ରାଉରକେଲା ଉଦିତନଗରସ୍ଥିତ ଶୀତଳପଡା ବସ୍ତିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ତାର ଝୁଲୁଛି। ଫଳରେ ବସ୍ତିବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏହାର ପ୍ରତିକାର ପାଇଁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ବସ୍ତିବାସୀ ଅଭିଯୋଗ କରିଛନ୍ତି।…
ଶୀତଳଭଣ୍ଡାର ନିର୍ମାଣରେ ଅହେତୁକ ବିଳମ୍ବ
ରାଉରକେଲା,୨୬।୧(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ ୮କୋଟି ଟଙ୍କା ବ୍ୟୟବରାଦରେ ୩୦ମେଟ୍ରିକ ଟନ୍ ବିଶିଷ୍ଟ ୪ଟି ବୃହତ୍ ଶୀତଳଭଣ୍ଡାର ନିର୍ମାଣରେ ଅହେତୁକ ବିଳମ୍ବ ହେଉଛି। ଫଳରେ ପରିବା ଚାଷୀମାନଙ୍କ ମହଲରେ ଅସନ୍ତୋଷ ବଢୁଛି। ୨୦୨୨ରେ ସହରର ୪ସ୍ଥାନରେ ୪ଟି ଶୀତଳଭଣ୍ଡାର ସ୍ଥାପନ…
ଖତ ଖାଉଛି ଲକ୍ଷାଧିକ ଟଙ୍କାର କୃଷି ଯନ୍ତ୍ରପାତି
ପାତ୍ରପୁର,୨୬ା୧(ଉମାଚରଣ ନେପାକ): ରାଜ୍ୟ ସରକାର ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ମିଶନଶକ୍ତି ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କୃଷି କ୍ଷେତ୍ରରେ ମହିଳାଙ୍କୁ ସାମିଲ କରିବା ପାଇଁ ସେମାନଙ୍କୁ ସୁବିଧାରେ ବିଭିନ୍ନ ଯନ୍ତ୍ରପାତି ମଧ୍ୟ ରିହାତିରେ ଦେଉଛନ୍ତି। ହେଲେ ବିଡମ୍ବନାର…
ସାମାନ୍ୟ ବର୍ଷାରେ ଗୋଡ଼ି, ମାଟି ଧୋଇଗଲା
ଢେଙ୍କିକୋଟ,୨୬ା୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲାର ଲାଇଫ୍ ଲାଇନ କୁହାଯାଉଥିବା ପାଣିକୋଇଲି ଠାରୁ ରଜାମୁଣ୍ଡା ୨୦ ନମ୍ବର ରାଜପଥ କଡ଼ ସାଧାରଣ ବର୍ଷାରେ ଧୋଇଯାଇଛି। ବୁଧବାର ହୋଇଥିବା ଝିପିଝିପି ବର୍ଷାରେ ଢେଙ୍କିକୋଟ ବଜାର ମଧ୍ୟ ଦେଇ ଯାଇଥିବା ରାସ୍ତା କଡ଼ରୁ ମାଟି ଗୋଡି…
ଘାସ ପୋଷାକ ପିନ୍ଧି ପୋଲିସ କ୍ୟାମ୍ପରେ ରକେଟ୍ ଲଞ୍ଚର ମାଡ଼
ମାଲକାନଗିରି,୨୬ା୧(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ଦମନ ନେଇ ପୋଲିସ ଡାଳେ ଡାଳେ ଗଲେ ମାଓବାଦୀ ପତ୍ରେ ପତ୍ରେ ଯାଇ ତାକୁ ଭଣ୍ଡୁର କରିବାକୁ ଚେଷ୍ଟା କରୁଛନ୍ତି। ପୋଲିସ ଫୋର୍ସ ଓ କ୍ୟାମ୍ପ ଉପରେ ଆକ୍ରମଣ କରିବାର ନୂଆ ତରିକା ଆପଣେଇଛନ୍ତି ମାଓବାଦୀ। ଏବେ…
ବଦଳିପାରେ ଭୋଟ ସମୀକରଣ
ଯାଜପୁର,୨୬ା୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଘଡ଼ାଇ ପରିବାରର ପ୍ରଭାବ ୧୯୯୦ରୁ ରହିଆସିଛି। ପ୍ରଫୁଲ୍ଲ ଘଡ଼ାଇ ଏଠାରୁ ୫ ଥର ନିର୍ବାଚିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ତାଙ୍କ ପୁଅ ପ୍ରୀତିରଞ୍ଜନ…
ଶିକ୍ଷକ ଭବନ ଶିଳାନ୍ୟାସକୁ ପୂରିଲାଣି ୨୬ ମାସ
ନୂଆଗାଁ ,୨୬ା୧(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଶିକ୍ଷକ ଭବନ ଗୃହ ନିର୍ମାଣ ପାଇଁ ଦଶପଲ୍ଲା ବିଧାୟକ ଭୂମି ପୂଜା କରିବାର ଦୀର୍ଘ ୨୬ ମାସ ବିତି ଯାଇଥିଲେ ମଧ୍ୟ ଅଦ୍ୟାବଧି ତାହା ଅଧାପନ୍ତରିଆ ଭାବେ ପଡି ରହିଛି। ଏପରିକି…

