ଆମ ଜିଲା ଖବର

ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ,…

ବିଧାୟକ ସୁବାସ ଚନ୍ଦ୍ର ବେହେରା ଖେଳିଲେ ହୋଲି

ଛତ୍ରପୁର,୨୬।୩(ଦିଲ୍ଲୀପ ସାମଲ ): ରଙ୍ଗର ପର୍ବ ହୋଲି। ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସହରରେ ଲୋକେ ହୋଲିକୁ ଧୁମ୍‌ଧାମ୍‌ରେ ପାଳନ କରିଛନ୍ତି। ଛତ୍ରପୁର ଏନ୍‌ଏସିର ୯ଂ.…

ନିଆରା ଢ଼ଙ୍ଗରେ ହୋଲି, ନିଷ୍ପତ୍ତି ଥିଲା ଏମତି…

ପାଟଣା,୨୬।୩(ବୀର କିଶୋର ଦାଶ): ରଙ୍ଗର ପର୍ବ ହୋଲିକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ଯୁବକମାନେ। ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସ୍ବାମ ଗ୍ରାମ୍ୟ କଂକ୍ରିଟ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଥିଲା। ଗ୍ରାମର ଯୁବକମାନେ ମଙ୍ଗଳବାର ସକାଳୁ ହୋଲି…

ଗାଧୋଇବାକୁ ଯାଇ ଆଉ ଫେରିଲେନି… 

ଛତ୍ରପୁର,୨୬।୩(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାସନାପୁଟି ଗ୍ରାମ ନିକଟ ଆଇଆର୍‌ଇଏଲ୍‌ ଡ୍ରେଜିଙ୍ଗ ଅଞ୍ଚଳରେ ଥିବା ଏକ ଗଭୀର ଖାତରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତି ଜଣକ ହେଲେ ବାସନାପୁଟି ଗ୍ରାମର ଖଲ୍ଲୀ ନାୟକ…

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌, ଗାଡ଼ି ଭିତରେ ଚାପିହେଲେ ଡ୍ରାଇଭର

ପାଟଣା,୨୬।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ମୁମ୍ବାଇ କୋଲକାତା ଜାତୀୟ ରାଜପଥ ଧନୁର୍ଜୟପୁର ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଆସୁଥିବା ଆଉ ଏକ ଟ୍ରକ୍‌…

ହୋଲିରେ ଅଘଟଣ ବାଇକ୍‌କୁ…

କେନ୍ଦୁଝର,୨୬।୦୩ (ନରେଶଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାମେବାରି ପୋଲିସ ଷ୍ଟେଶନ ଅଧୀନ କୁଟୁଗାଁ ପଞ୍ଚାୟତ ଚମ୍ପାଡିହି ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି।…

ଦୋଳପୂର୍ଣ୍ଣିମା ଯାତ୍ରା ଦେଖି ଫେରୁଥିଲେ ଓଲଟିଲା ଅଟୋ:  ଜଣେ ମୃତ, ୬ ଗୁରୁତର  

ଦଶମନ୍ତପୁର,୨୬।୩ (ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତରେ ଏକ ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏହା ସହ ୧୦ ଆହତ ହୋଇଛନ୍ତି।…

ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଦାରିଙ୍ଗବାଡି,୨୬।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ବଡ଼ ଧୁମ୍‌ଧାମରେ ପାଳନ ହୋଇଛି। ବିଶେଷ କରି ଛୋଟ ପିଲାଙ୍କ ମଧ୍ୟରେ ଏହି ହୋଲିର ପର୍ବ ବଡ଼ ଖୁସିର ସହ ପାଳନ ହେଉଛି। ଅନେକ…

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ। ଏ ନେଇ କନ୍ଧମାଳ ଜିଲାର ବାଲିଗୁଡା ତଥା…

ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ଗଣମାଧ୍ୟମ ପ୍ରବେଶ ଉପରେ ଲାଗିଲା ରୋକୋ

ପୁରୁଷୋତ୍ତମପୁର,୨୬।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମଧ୍ୟ ରାତିରୁ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗଛି। ମା’ ତାରାତାରିଣୀ ଦୁଇ ଭଉଣୀ ମହାକାଳୀ ବେଶରେ ଭକ୍ତଙ୍କୁ…

ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କଲା ପୋଲିସ

ଦାମନଯୋଡି,୨୫।୩(ମାନସ ରଞ୍ଜନ କର): ଏସ୍‌ଡିଜେଏମ୍‌ କୋର୍ଟ କୋରାପୁଟଙ୍କ ନିର୍ଦ୍ଦେଶ କ୍ରମେ ଦାମନଯୋଡ଼ି ଥାନା ପୋଲିସ ଅଁଳାବାଡି କଲୋନୀର ବିଜୟ ମୁଦୁଲିଙ୍କ ଘରେ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କରିଛି। ୨୦୧୧ରେ ବିଜୟଙ୍କ ନାମରେ ଏକ ସଙ୍ଗୀନ ମାମଲା…

ରାସ୍ତାରେ ଗାଡି ଚାଳକଙ୍କୁ ଅଟକାଇ ମାରଣାତ୍ମକ ଆକ୍ରମଣ, ମାମଲା ରୁଜୁ

ହିଞ୍ଜିଳିକାଟୁ,୨୫।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ନିକଟରେ ଜାତୀୟ ରାଜପଥ ଉପରେ ଜଣେ ଟାଟା ଏସିଇ ଗାଡି ଚାଳକଙ୍କୁ ଅଟକାଇ ଜଣେ ଅଚିହ୍ନା ଯୁବକଧମକ ସହ ମାରଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳିକାଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?