ଆମ ଜିଲା ଖବର

କାଳବୈଶାଖୀ ତାଣ୍ଡବ: ଗରମ, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ବନ୍ଧମୁଣ୍ଡା,୨୫।୩(ସୁବ୍ରତ ଦେ): ରେଲନଗରୀ ବନ୍ଧମୁଣ୍ଡାରେ କାଳବୈଶାଖୀ ତାଣ୍ଡବ ରଚିଛି। ସୋମବାର ସାରେ ରାଉରକେଲା, ବନ୍ଧମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଘଟିଛି। ଝଡ଼ ତୋଫାନ ଯୋଗୁ ବନ୍ଧମୁଣ୍ଡା-ରାଉରକେଲା ମୁଖ୍ୟ ରାସ୍ତାର କୁମାରପଢ଼ା, ଉତ୍ତମବସ୍ତି, ଶିତଲନଗର…

ମୁମ୍ବାଇକୁ ହରାଇ ବ୍ରହ୍ମପୁର ଚାମ୍ପିୟନ

ହିଞ୍ଜିଳିକାଟୁ,୨୫।୩(ଦ୍ବିତୀକୃଷ୍ଣ ପଣ୍ଡା): ମର୍ନିଂ କ୍ରିକେଟ କ୍ଲବ ହିଞ୍ଜିଳିକାଟୁ ପକ୍ଷରୁ ଆୟୋଜିତ ୬ଷ୍ଠ ରାତ୍ରକାଳୀନ ଟେନିସ୍‌ ବଲ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ କଲ୍ୟାଣ ଋତୁଭି କି ଫେରାରି ଟିମ୍‌କୁ ୩୨ରନ୍‌ରେ ହରାଇ ରୟାଲ ଷ୍ଟ୍ରାଇକର ବ୍ରହ୍ମପୁର ଚାମ୍ପିୟନ ହୋଇଛି। ରବିବାର…

କାର୍‌କୁ ପିଟିଲା ବାଇକ୍‌: ୭ ଗୁରୁତର

ଛତ୍ରପୁର.୨୫।୩(ଦିଲୀପ ସାମଲ): ଗଞ୍ଜାମ ଜୟଶ୍ରୀ ଛକ ନିକଟ ଜାତୀୟ ରାଜପଥରେ ସୋମବାର ସାରେ ଏକ ସଡ଼କ ଦୁର୍ଘଟଣା ଘଟିଛି l ଏଥିରେ ୭ଜଣ ଗୁରୁତର ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ଏକ କାର୍‌(ନଂ.ଓଡି୦୨ଆର୍‌-୧୧୧୨) ଯୋଗେ ୫ଜଣ ବ୍ୟକ୍ତି ଭୁବନେଶ୍ୱରରୁ ପାରଳାଖେମୁଣ୍ଡି…

ଛେଳି ଗୋଠରେ ବଜ୍ରପାତ

ଭଞ୍ଜନଗର/ସୋରଡ଼ା,୨୫।୩(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଧୀନ ନୂଆଁଗା ହାତୀଖାଲ ଗାଁ ନିକଟରେ ସୋମବାର ବଜ୍ରପାତ ଘଟିଛି। ବଜ୍ରପାତରେ ୪ ଚରାଳି ଆହତ ହୋଇଥିବା ବେଳେ ୩୨ ଛେଳି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଆହତମାନେ ହାତୀଖାଲ ଗ୍ରାମର…

ହୋଲି ପାଇଁ ସମ୍ବଲପୁର ଆସୁଥିଲା ବହୁ ପରିମାଣର କଫ ସିରପ: ଜବତ କଲା ପୋଲିସ

ସମ୍ବଲପୁର,୨୫।୩(ପ୍ରମୋଦ ବହିଦାର): ସମ୍ବଲପୁର ପୋଲିସ ଏକ ବଡ଼ ଧରଣର କଫ ସିରପ ର଼୍ୟାକେଟର ପର୍ଦ୍ଦାଫାଶ କରିବାରେ ସକ୍ଷମ ହୋଇଛି। ସଦର ଥାନା ପୋଲିସ ନିଲଡୁଙ୍ଗରିରୁ ୪୫ଟି ପେଟିରେ ୧୮୦ ମିଲିଲିଟର ବିଶିଷ୍ଟ ପ୍ରାୟ ୧୦ ହଜାର ୮ଶହ(୧୦୮୦ ଲିଟର) ନିଷିଦ୍ଧ କଫସିରପ…

ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର/ଛତ୍ରପୁର.୨୫।୩(ସୀମାଞ୍ଚଳ ମିଶ୍ର/ଦିଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ସୋମବାର ଆରମ୍ଭ ହୋଇଛି। ଏଥିନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି । ପୁରୁଷୋତ୍ତମପୁର ସହରେ ଥିବା ୩ଟି ଦଣ୍ଡଯାତ୍ରା ଦଳ(…

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ସଂସଦୀୟ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ କଟକ, ଯାଜପୁର…

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ସୋମବାର ସକାଳୁ ନବ ବିବାହିତାଙ୍କ ମୃତଦେହ ମିଳିଛି। ବିବାହର ମାତ୍ର…

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଦୁଃଖଦ ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ପଶ୍ଚିମବାଡ଼…

ଫସଲ ଦଳିଚକଟି ନଷ୍ଟ କଲେ ହାତୀପଲ

ବୁଗୁଡ଼ା,୨୫।୩(କାଳୀଚରଣ ଦାଶ): ଦକ୍ଷିଣ ଘୁମୁସର ବନଖଣ୍ତ ଅଧିନସ୍ଥ ବୁଗୁଡ଼ା ବନାଞ୍ଚଳରେ ସାତ ଟିକିଆ ବଣୁଆ ହାତୀପଲର ଉପଦ୍ରବ ଘଟାଇ ବ୍ୟାପକ ଫସଲ ହାନି ଯୋଗୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଶନିବାର ବିଲମ୍ବିତ ରାତିରେ ଶଙ୍କୁରୁ ପଞ୍ଚାୟତର ଚକାବଟ, ଚିଲିଖମା ଓ ଭାଲୁଆସାହି…

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ ଭିଡ଼ ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଏଠାରେ ଅସ୍ଥାୟୀ ଭାବେ ପରିବା ବଜାର ପାଇଁ…

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ ଚିନ୍ତାରେ। ଚଳିତ ଥର ହଳଦୀ ଅମଳରେ ବହୁ ବିଳମ୍ବ ଦେଖାଯାଇଥିବା ବେଳେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?