ଆମ ଜିଲା ଖବର

ବିଶ୍ୱସ୍ତରୀୟ ପଥରେ କଟକ ରେଳଷ୍ଟେସନ: ବିମାନବନ୍ଦର ଢାଞ୍ଚାରେ ପ୍ରବେଶ, ମୁଖ୍ୟକୋଠାରେ ନୌବାଣିଜ୍ୟର ଝଲକ

କଟକ,୨୩ା୧ (କାର୍ତ୍ତିକ ସାହୁ) ବିଶ୍ୱସ୍ତରୀୟ ରେଳଷ୍ଟେସନର ମାନ୍ୟତା ପାଇବାକୁ ଯାଉଛି କଟକ ରେଳଷ୍ଟେସନ। ରେଳଷ୍ଟେସନର ନୂତନ କୋଠାରେ ଆକର୍ଷଣୀୟ ରୂପରେ ଶୋଭାପାଇବ ନୌବାଣିଜ୍ୟର ମନୋରମ ଭାସ୍କର୍ଯ୍ୟ। ଓଡ଼ିଆ ନୌବାଣିଜ୍ୟର ସ୍ମୃତି ରୋମନ୍ଥନ ସହ ଐତିହାସିକ ବାଲିଯାତ୍ରାକୁ ବର୍ଷତମାମ ମନେ ପକାଇଦେବ ଏହି…

ଋଣ ଟଙ୍କା ଆଦାୟ କରିବାକୁ ଯାଇ ଫାଇନାନ୍ସ କର୍ମଚାରୀ ଆକ୍ରମଣର ଶିକାର, ଜଣେ ଗିରଫ

ହିଞ୍ଜିଳିକାଟୁ, ୨୩ା୧(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଟଙ୍କା ଆଦାୟ କରିବାକୁ ଯାଇ ଏକ ଘରୋଇ ଫାଇନାନ୍ସ କମ୍ପାନୀର ୨ଜଣ କର୍ମଚାରୀ ଆକ୍ରମଣର ଶିକାର ହୋଇଛନ୍ତି । ଋଣ ନେଇଥିବା ମହିଳାଙ୍କ ସ୍ବାମୀ ଫାଇନାନ୍ସ କମ୍ପାନୀର ୨ କର୍ମଚାରୀଙ୍କୁ କୋଡିରେ ଆକ୍ରମଣ କରିଥିବା ଅଭିଯୋଗ…

ଜନ୍ମସ୍ଥାନରେ ନେତାଜୀ ଜୟନ୍ତୀ

କଟକ,୨୩ା୧ (କାର୍ତ୍ତିକ ସାହୁ) ମହାନ୍‌ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ସମାରୋହ ଓଡ଼ିଆବଜାରସ୍ଥିତ ତାଙ୍କ ଜନ୍ମସ୍ଥାନରେ ମଙ୍ଗଳବାର ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର…

ଘରେ ଘରେ ଲାଗିଲା ଶଙ୍ଖ ଷ୍ଟିକର

ଛତ୍ରପୁର,୨୩ା୧(ଦିଲୀପ ସାମଲ): ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ବିଜେଡିର ପରିବାର ସମ୍ପର୍କ ଅଭିଯାନ। ଛତ୍ରପୁର ଏନଏସିରେ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୧୧ ନଂ ୱାର୍ଡ କାଉନସିଲର ସନ୍ତୋଷୀ ସେଠୀଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏନ୍‌ଏସି…

ମାନସ ହେଲେ ୯ ପଞ୍ଚାୟତର ବିଜେଡି ସଭାପତି

ତିହିଡ଼ି,୨୩।୧(ସଞ୍ଜିତ ବଳ): ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକ ୯ ପଞ୍ଚାୟତର ବିଜେଡି ସଭାପତି ଭାବେ ମାନସ ରଞ୍ଜନ ନାୟକ ମନୋନୀତ ହୋଇଛନ୍ତି। ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ମାନସଙ୍କୁ ଏନେଇ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଗୋବିନ୍ଦପୁର ପଞ୍ଚାୟତ…

ମାଟି ଅତଡ଼ା ଧସି ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଯୋଡ଼ା,୨୩।୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା କମାରଯୋଡ଼ାରେ ପାଇପ୍‌ ଲାଇନ୍‌ କାମ ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ା ଧସି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିିଛି। ଜଣେ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ମୃତ ଶ୍ରମିକମାନେ ହେଲେ…

ପୁରୀରେ ମୁଖ୍ୟମନ୍ତ୍ରୀ

ପୁରୀ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ଶ୍ରୀ ସେତୁ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କଲାପରେ ସେଠାରୁ ସେ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିଥିଲେ। ପରେ ସେଠାରୁ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ ସାରି…

ଚାଲାଣ କରୁଥିଲେ ଶୁଆ: ମାଡ଼ିବସିଲା ବନ ବିଭାଗ

ରାଉରକେଲା, ୨୩।୧: ରାଉରକେଲା ସହରର ନାଲା ରୋଡ଼ ଅଞ୍ଚଳରୁ ଏକ ଘରେ ବେଆଇନ ଶୁଆ ରଖି ବିଭିନ୍ନ ଜାଗାକୁ ବସ ଯୋଗେ ଚାଲାଣ ହେଉଥିବା ବେଳେ ବନ ବିଭାଗ ବହୁ ପରିମାଣର ଶୁଆ ଉଦ୍ଧାର କରିଛି । ଏହି ମାମଲାରେ ଦୁଇ…

କ୍ରିକେଟ ବ୍ୟାଟରେ ପିଟି ଯୁବକଙ୍କୁ କରିଥିଲେ ହତ୍ୟା: ମୁଖ୍ୟ ଆସାମୀଙ୍କ ସମେତ ୬ ଅଭିଯୁକ୍ତ ଗଲେ ଜେଲ୍‌

ତରଭା,୨୩ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ଥାନା ମେଣ୍ଡା ଗାଁରେ ପୂର୍ବ ଶତ୍ରୁତାକୁ ନେଇ ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ…

ମା’ ସମଲେଇଙ୍କୁ ଗୁହାରୀ କରିବାର ଭିନ୍ନ ତରିକା, ଚିଠି ଲେଖି ଜଣାଇଲେ ମନର ମଣିଷ ମିଳିଗଲେ …

ସମ୍ବଲପୁର,୨୩।୧: ମା’ ସମଲେଇ ଭକ୍ତଙ୍କ ଡାକ ଶୁଣେ, ସମସ୍ତଙ୍କର ମା’ ଉପରେ ପ୍ରଘାଡ଼ ବିଶ୍ୱାସ। ମାନସିକ ପୂରଣ ପାଇଁ କିଏ କେତେ ମା’କୁ କାକୁତି ମିନତି କରନ୍ତି। ତେବେ ସବୁବର୍ଷ ପରି ଚଳିତ ବର୍ଷ ମଧ୍ୟ ମା’ଙ୍କ ହୁଣ୍ଡି ଖୋଲାଯାଇଛି। ଭିନ୍ନ…

ପୋଲିସ କର୍ମଚାରୀଙ୍କୁ ମାଡ଼ ମାରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଲେ : ୮ଜଣଙ୍କ ନାମରେ ରୁଜୁ ହେଲା ମାମଲା

ବାଲିକୁଦା,୨୩।୧(ତାପସ ସ୍ବାଇଁ): ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ପୋଲିସକୁ ମାଡ଼ ଖାଇବାକୁ ପଡ଼ିଛି। ଏପରିକି ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ପୋଲିସ ହାତରୁ ଛଡ଼ାଇ ନେଇଛନ୍ତି। ବାଲିକୁଦା ଥାନା ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି। ଏହି ଘଟଣାରେ ଏସ୍‌ଆଇ…

ଜାତୀୟ ରାଜପଥରେ ସିରଜ୍‌ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ବଡବିଲ,୨୩।୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ଟଣ୍ଟୋ-କାଶିଆ ଛକନିକଟରେ ମଙ୍ଗଳବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଟ୍ରକ ଭିତରେ ଚାପି ହୋଇ ଜଣେ ଚାଳକଙ୍କୁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?