ଆମ ଜିଲା ଖବର

ପ୍ରଭାବ ଦେଖାଇବାକୁ ଆଶାୟୀଙ୍କ କସରତ

ଅମରପାଲି,୨୩ା୩ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀମାନେ ଦଳୀୟ ଟିକେଟ ପାଇଁ କସରତ ଆରମ୍ଭ କଲେଣି। ନିଜ ଢଙ୍ଗରେ ଦଳୀୟ ହାଇକମାଣ୍ଡଙ୍କ ନିକଟରେ ନିଜ ଅଞ୍ଚଳରେ ଥିବା ପ୍ରଭାବ ଦେଖାଇବାରେ ଏମାନେ ବ୍ୟସ୍ତ। ବିଜେଡି-ଭାଜପା ମେଣ୍ଟ…

ଏକାଠି ହେଲେ ଧ୍ରୁବ, ଅଂଶୁମାନ

ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ ଇସ୍ତଫା…

ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ

ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ…

କୁଜଙ୍ଗର ପୂର୍ବତନ ଆର୍‌ଆଇ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୨ା୩ (କାର୍ତ୍ତିକ ସାହୁ) ଜଗତସିଂହପୁର ଜିଲା କୁଜଙ୍ଗ ସର୍କଲର ଅବସରପ୍ରାପ୍ତ ପୂର୍ବତନ ଆର୍‌ଆଇ ସୁବାସ ଚନ୍ଦ୍ର ଦାସ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଦାସଙ୍କ ବିରୋଧରେ ରୁଜୁ ଏକ ଲାଞ୍ଚ ମାମଲାର ବିଚାର କରି ଅଦାଲତ ତାଙ୍କୁ ୨…

ଆସୁଛି ନିର୍ବାଚନ: ଭୋଟର ପରିଚୟପତ୍ର ନ ଥିଲେ ବି ଦେଇପାରିବେ ଭୋଟ୍‌

ଭଦ୍ରକ,୨୨।୩(ସନାତନ ରାଉତ): ଆଗାମୀ ସାଧାରଣ ନିର୍ବାଚନରେ ଭୋଟର ତାଲିକାରେ ନାମ ଥାଇ ଭୋଟର ପରିଚୟପତ୍ର ନ ଥିଲେ ମଧ୍ୟ ଭୋଟ୍‌ ଦେଇପାରିବେ। ଭଦ୍ରକ ଜିଲାର ୫ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ପାଇଁ ଆସନ୍ତା ଜୁନ୍‌ ୧ରେ ମତଦାନ…

କେଜରିୱାଲଙ୍କ ଗିରଫକୁ ଆପ୍‌ର ବିରୋଧ

ସମ୍ବଲପୁର,୨୨ା୩(ପ୍ରମୋଦ ବହିଦାର): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀଙ୍କୁ ଆମ ଆଦ୍‌ମୀ ପାର୍ଟି (ଆପ୍‌) ସମ୍ବଲପୁର ଶାଖା ପକ୍ଷରୁ ବିରୋଧ କରାଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ଆପ୍‌ ଏହାକୁ ଗଣତନ୍ତ୍ରର ହତ୍ୟା…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର,୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଏକ ହତ୍ୟା ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ ସ୍ତ୍ରୀ’ ହତ୍ୟାକାରୀ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବାମୀ ନାରାୟଣ ସାହୁ(୪୫)ଙ୍କୁ ଆଜୀବନ…

କାଶିଆ ନାଳରେ ଭାସୁଛି ପାରାଲିସିସରେ ଆକ୍ରାନ୍ତ ବୃଦ୍ଧାଙ୍କ ମୃତଦେହ 

ପାଟଣା,୨୨।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ଗ୍ରାମର ତଣ୍ଡିଆସାହି କାଶିଆ ନାଳରୁ ଶୁକ୍ରବାର ଜଣେ ୬୩ ବର୍ଷୀୟା ବୃଦ୍ଧାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ବୃଦ୍ଧା ଜଣକ ହେଉଛନ୍ତି ଚିନାମାଳିପଶି ଗ୍ରାମ ମୁଣ୍ଡା ସାହିର ମହେଶ୍ୱର…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ରାଜନୀତିରୁ ହେଲେ ସଫଳ ଚାଷୀ: ଆକର୍ଷଣ ପାଲଟିଛି ଷ୍ଟ୍ରବେରି ଚାଷ

କୁଚିଣ୍ଡା,୨୨ା୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଉପାନ୍ତ ଝାରମାଲ ଗ୍ରାମର ପୂର୍ବତନ ଜିଲା ପରିଷଦ ସଭ୍ୟା ତଥା ଏସ୍‌ଏଚ୍‌ଜି ସଦସ୍ୟା ଲୀନା ମାଝିଙ୍କୁ ଷ୍ଟ୍ରବେରି ଚାଷ ସ୍ବତନ୍ତ୍ର ପରିଚୟ ଦେବା ସହ ସ୍ବାବଲମ୍ବୀ କରାଇଛି। କୁଚିଣ୍ଡା ଉପଖଣ୍ଡ ଲଙ୍କା ମରିଚ,…

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ ଟ୍ରକଟି ହଠାତ୍‌ ବ୍ରେକ୍‌ ମାରିବାରୁ ପଛରେ ଥିବା ଅନ୍ୟ ଏକ ଟ୍ରକଟି ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?