ଆମ ଜିଲା ଖବର

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ ହେବାରୁ ଡାକ୍ତରମାନେ କଳାବ୍ୟାଜ୍‌ ପରିଧାନ କରି ପ୍ରତିବାଦ କରିବା ସହ ଆନ୍ଦୋଳନ ଯୋଗୁ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ ଅଗସ୍ତିନୁଆ ଗାଁସ୍ଥିତ ସ୍ବୟଂକ୍ରୀୟ ଯାନ ଚାଳନା ପରୀକ୍ଷା କେନ୍ଦ୍ର ପରିସରରେ ଏକ ଅବସରକାଳୀନ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିବାବେଳେ ରାଜ୍ୟର…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ ସରକାର ଆଉ ୩ ଦିନ ଅବଧି ବଢାଇଛନ୍ତି ା ଜୁଲାଇ ୩ ପର୍ଯ୍ୟନ୍ତ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ ସମୟ ସରି ଯାଇଥିବା କୁହାଯାଉଛି। ଫଳରେ ଜିଲାର ଦୂରଦୂରାନ୍ତରରୁ ଆସିଥିବା ଦିବ୍ୟାଙ୍ଗଙ୍କୁ ନିରାଶରେ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରଭାବରେ ଭଞ୍ଜନଗର ହସ୍ପିଟାଲର ବାହ୍ୟ ରୋଗୀ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ। ଦୁଇ ପରିବାର ମଧ୍ୟରେ ହଣାକଟା ଘଟି ଜଣେ ମହିଳା ମୃତ୍ୟୁ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆନନ୍ଦପୁର ଯାଉଥିବା ସମୟରେ ଛେନାପଦି -ଅଣା ରାସ୍ତାରେ ଏକ ସଡ଼କ ଦୁର୍ଘଟଣା…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ ବୁଣି ସାରିଲେଣି । କିଛି ଅଞ୍ଚଳର ଧାନ ତଳି କିଆରୀରେ ଧାନ ଗଜା…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ ବିରୋଧରେ ବିଭିନ୍ନ ପ୍ରକାର ଅଭିଯୋଗ ଲଦାଯାଇ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ କରାଯାଇଛି। ୧୦ଦଫା ଦାବ ନେଇ ଧର୍ମଘଟ ଆରମ୍ଭ କରିଛନ୍ତି। ଗତ ୬ ମାସ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଏସ.ଆଇ ଶ୍ରୀନିବାସ ଦାସଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?