ଆମ ଜିଲା ଖବର

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ୩ମୃତ

ରାଣୀତେଲ,୨୧।୧: ଭଦ୍ରକର ରାଣୀତେଲ ହାଇଟେକ କଲେଜ ନିକଟରେ ହୋଇଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏଥିରେ ୩ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱରରୁ ଆସୁଥିବା ଏକ ଟ୍ରକ୍‌ ୩ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ସେମାନଙ୍କର ଜୀବନ ଚାଲିଯାଇଛି।…

ଚାଉଳ ମୂଲ୍ୟଠାରୁ ଯାତାୟାତ ଖର୍ଚ୍ଚ ଅଧିକ

ଭବାନୀପାଟଣା,୨୧।୧(ଉତ୍ତମ କୁମାର ଦାଶ)ସରକାର ଗରିବ ଲୋକଙ୍କ ପାଇଁ ସାଧାରଣବଣ୍ଟନ ବ୍ୟବସ୍ଥା (ପିଡ଼ିଏସ୍‌)ରେ ଚାଉଳ ଦେଉଛନ୍ତି। ହେଲେ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଚାଉଳର ମୂଲ୍ୟଠାରୁ ଯାତାୟତ ଖର୍ଚ୍ଚ ଅଧିକ ହେଉଛି। କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ଲୋକେ ଚାଉଳ ପାଇଁ ନାହିଁ…

ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାରେ ମାତିଲେ ଚୋର ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଦୀର୍ଘ ୧୧ଦିନ ଧରି ଚାଲିଥାଏ। ବିଶ୍ୱ ପ୍ରସିଦ୍ଧ କୁହାଯାଉଥିବା ଏହି ମହୋତ୍ସବରେ ଦର୍ଶକଙ୍କ ଭିଡ଼ ମଧ୍ୟ ପରିଲକ୍ଷିତ ହୋଇଥାଏ। ଏଥିପାଇଁ ମହୋତ୍ସବ ଚାଲିଥିବାବେଳେ ମଥୁରାନଗରୀରେ ବ୍ୟାପକ ପୋଲିସ ମୁତୟନ କରାଯାଏ।…

କୋମାରେ କୁକୁର ବନ୍ଧ୍ୟାକରଣ ଯୋଜନା

ରାଉରକେଲା,୨୧।୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହରରେ ବଢି ଚାଲିଛି ବୁଲା କୁକୁରଙ୍କ ସଂଖ୍ୟା। ସହର ରାସ୍ତାଘାଟରେ ଏଭଳି ମାଳ ମାଳ କୁକୁର ବୁଲୁଥିବା ଦେଖିବାକୁ ମିଳୁଛି। ସେହିପରି ନବଜାତ କୁକୁରଙ୍କ ମଧ୍ୟରୁ ଅନେକ ଦୁଇଚକିଆ ଚାରିଚକିଆ ଗାଡ଼ି ତଳେ ଜୀବନ ହାରୁଛନ୍ତି। ଫଳରେ…

ରାମ ନାମ ଲେଖି ଚର୍ଚ୍ଚାରେ ବ୍ରଜ କିଶୋରୀ

ଜୟପୁର,୨୧।୧(ପବନ ପାଣିଗ୍ରାହୀ)ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ନେଇ ସାରା ଦେଶ ଏବେ ଉତ୍ସବମୁଖର ହୋଇଉଠିଛି। ମନ୍ଦିର ପ୍ରତିଷ୍ଠା ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦେଶର ବିଭିନ୍ନ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି। କୋରାପୁଟ…

ପାଇକ ବିଦ୍ରୋହର ଅନ୍ତୁଡ଼ିଶାଳ ଖୋର୍ଦ୍ଧାଗଡ଼ ଜରାଜୀର୍ଣ୍ଣ

ଖୋର୍ଦ୍ଧା,୨୧ା୧(ପ୍ରଭାତ ପାଣିଗ୍ରାହୀ)ପାଇକ ବିଦ୍ରୋହର ଐତିହାସିକ ସଂଗ୍ରାମ, ଗାରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡ଼ି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା ଏହି ଗଡ଼ ଏବେ ବିଲୁପ୍ତ ଓ ଭଗ୍ନ ଅବସ୍ଥାରେ ରହିଛି। ଯେଉଁଠାରୁ ଦିନେ ପାଇକ ବୀରମାନେ…

କ୍ରିପ୍ଟୋ ନାଁରେ ୧୫ କୋଟିର ଠକେଇ

ବଲାଙ୍ଗୀର, ୨୧ା୧ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀରରୁ ପରିଚାଳିତ ଏକ ନକଲି କ୍ରିପ୍ଟୋକରେନ୍ସି ର଼୍ୟାକେଟର ପର୍ଦ୍ଦାଫାଶ କରିଛି ସ୍ଥାନୀୟ ପୋଲିସ। ଏହି କ୍ରିପ୍ଟୋକରେନ୍ସି ଜରିଆରେ ପ୍ରାୟ ୧୫ କୋଟି ଟଙ୍କାର ଠକେଇ ବା ଲୁଟ୍‌ କରାଯାଇଛି। ର଼୍ୟାକେଟର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ମେହେରଙ୍କ…

୧୯ରୁ ଊର୍ଦ୍ଧ୍ୱ ଗାଁକୁ ରାସ୍ତା ନାହିଁ

କେନ୍ଦୁଝର,୨୧ା୧( ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲାରେ ୧୯ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଉକ୍ତ ଗ୍ରାମକୁ ଯାତାୟାତ ସଂଯୋଗ ପାଇଁ ୬୧ କି.ମି ରାସ୍ତାର ଆବଶ୍ୟକତା ଥିବା ନେଇ ୨୦୨୦ ଜାନୁୟାରୀ ୨୪ ତାରିଖରେ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ…

ମଙ୍ଗୁଳି ଛକରେ ଟ୍ରକ୍‌କୁ ପିଟିଲା କାର୍‌, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍‌ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

୧୩ ନଥିପତ୍ର ଉଭାନ, ୮୬.୫ କୋଟିର ହିସାବ ମିଳୁନି

ଯାଜପୁର,୨୧ା୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ଖଣି ଓ ଶିଳ୍ପ ସମୃଦ୍ଧ ତଥା ସର୍ବାଧିକ ରାଜସ୍ବ ଆଦାୟ ହେଉଥିବା ସୁକିନ୍ଦା ବ୍ଲକରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇପଡ଼ିଛି। ୨୦୨୧-୨୨ ବର୍ଷର ଲୋକାଲ ଫଣ୍ଡ ଅଡିଟ ରିପୋର୍ଟରେ ସୁକିନ୍ଦା ବ୍ଲକ ପ୍ରଶାସନର କାର୍ଯ୍ୟାଧାରାକୁ ଏକଚାଟିଆ…

୩୮ ଡାକ୍ତର ବଦଳରେ ୮

ପଟ୍ଟାମୁଣ୍ଡାଇ,୨୧ା୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀକୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନରେ ମିଶାଇ ଦିଆଯାଇଛି। ଫଳରେ ପଟ୍ଟାମୁଣ୍ଡାଇ ତା’ର ସତ୍ତା ହରାଇ ସବୁକ୍ଷେତ୍ରରେ ଅବହେଳିତ ହୋଇପଡିଥିବା ବେଳେ ସ୍ବାସ୍ଥ୍ୟସେବା…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ)କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ କେନ୍ଦ୍ରାପଡ଼ା ଜିଲା କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲେ। ଖରିଫ ଧାନର ଅଭାବ ବିକ୍ରି ଠାରୁ ଆରମ୍ଭ କରି ଶସ୍ୟ ସଂରକ୍ଷଣ ସମସ୍ୟା ଉତ୍‌ଥାପନ କରି ଜିଲାପାଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?