ଶିଳାନ୍ୟାସକୁ ୨୦ବର୍ଷ ବିତିଲା: ଭାଟେଣି ଭଗ୍ନ ସ୍ଲୁଇସ୍ କାମ ହେଉନି
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକର ୨୩ ହଜାରରୁ ଅଧିକ ଏକର ଚାଷ ଜମି ଓ ୨୨ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଚାଷୀଙ୍କ ପାଇଁ ଯୋର ଜଳସେଚନ ପ୍ରକଳ୍ପ ମାଧ୍ୟମରେ ମଧୁର ଜଳ ଗଚ୍ଛିତ ରଖିବା, ଉଠା…
ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ନାମ ଲେଖା ପ୍ରସଙ୍ଗ: ତଥ୍ୟ, ପ୍ରମାଣ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନରେ ଶିଥିଳତା
ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): ବଲାଙ୍ଗୀର ନକଲି ସାର୍ଟିଫିକେଟ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲିଟିଛି। ନିକଟରେ ଏହି ଘଟଣାରେ ୫ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏପରି କି ଜଣେ ନକଲି ଅଧ୍ୟାପକ ମଧ୍ୟ ଗିରଫ ହୋଇଛନ୍ତି। ହେଲେ ପୁରୀସ୍ଥିତ ଗୋପବନ୍ଧୁ…
ପରଲୋକରେ ଜୟନ୍ତ ମହାପାତ୍ର
ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ନିମୋନିଆ ରୋଗରେ ଆକ୍ରାନ୍ତ ହୋଇ…
ଛେଳି ଚରାଇବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ
ଖଡ଼ିଆଳ,୨୭।୮(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ କିରିକିଟା ପଞ୍ଚାୟତ ଜୁନାପାଣି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଉଜ୍ଜଳ ମାଝି (୫୬)। ମିଳିଥିବା ସୂଚନା ମୁତାବାକ, ରବିବାର ଉଜ୍ଜଳ ଗ୍ରାମର କିଛି ଲୋକଙ୍କ…
ମା’ଙ୍କ ମୁଖାଗ୍ନି ଦେବାକୁ ଗାଁକୁ ଯାଉଥିଲେ: ଦୁର୍ଘଟଣାରେ ଦୁଇ ଭାଇ ଗୁରୁତର
ମୋହନା,୨୭ା୮(ମନ୍ମଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ପାଇ ମୁଖାଗ୍ନି ଦେବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ଭାଇ ଗୁରୁତର ହୋଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ମୋହନା ହିଲଟପ୍ କଲେଜ ଛକ ନିକଟରେ। ରବିବାର…
ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରେ ଶିକ୍ଷକ ଆହତ
ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ବ୍ରିଜଠାରେ ରବିବାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଶିକ୍ଷକ ମନୋଜ ପାଢ଼ୀ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁଜୀ ମନୋଜ ଏକ ବାଇକ୍ ଯୋଗେ ଭଉଣୀ ଘର ନୂଆଗାଁ ଯାଇ ଫେରୁଥିଲେ। ସେତିକିବେଳେ ଜଣେ…
ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ଦିଗପହଣ୍ଡି,୨୭ା୮(ଅଶେଷନାଥ ମିଶ୍ର): ୫-ଟି ସଚିବଙ୍କ ଦିଗପହଣ୍ଡି ଗସ୍ତ ପୂର୍ବରୁ ପୁଞ୍ଜିକୟାଁ ଛକରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇ ଧସ୍ତାଧସ୍ତି ହୋଇଥିଲା। ବିଜେଡି କର୍ମୀଙ୍କ ଆକ୍ରମଣରେ ୩ ଭାଜପା କର୍ମୀ ଆହତ ହୋଇଥିବା ଭାଜପା ଯୁବନେତା ସିଦ୍ଧାନ୍ତ ଗଙ୍ଗଦେଓ ଅଭିଯୋଗ କରିଛନ୍ତି।…
ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ମାମଲା: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ
ବାଲିଗୁଡ଼ା,୨୭।୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ନ୍ୟାୟ ପ୍ରଦାନ ଦାବିରେ ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ବିଦ୍ୟାଳୟ ସମ୍ମୁଖ…
ଜଳିଗଲା ୪ ବଖରା
ଭଣ୍ଡାରିପୋଖରୀ,୨୭।୮(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବନ୍ଦାଳୋ ମଢ଼ିଆଳି ପଞ୍ଚାୟତ ଖପୁରିଆପଦା ଗ୍ରାମର ଶାନ୍ତିଲତା ସେଠିଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ଜଳିଯାଇଛି। ଖବରପାଇ ବିଧାୟକ ପ୍ରଫୁଲ୍ଲ ସାମଲ ଏବଂ ରାଜ୍ୟ ବିଜେଡି ସମ୍ପାଦକ ପ୍ରୟାସକାନ୍ତି ସାମଲଙ୍କ…
ସାପକାମୁଡ଼ାରେ ଜୁଆଙ୍ଗ ଶିଶୁ ମୃତ, ମହାପ୍ରୟାଣ ଗାଡ଼ି ନ ମିଳିବାରୁ ଅଟୋରେ ନେଲେ ପୁଅର ମୃତଦେହ
କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସାପକାମୁଡ଼ାରେ ମୃତ ପୁଅର ମୃତଦେହ ନେବା ପାଇଁ ମହାପ୍ରୟାଣ ଗାଡ଼ି ନ ମିଳିବାରୁ ତାଙ୍କ ଗରିବ ଅସହାୟ ବାପା କିଭଳି ଏକ ଅଟୋରେ ଘରକୁ ନେବାକୁ ବାଧ୍ୟ ହୋଇଛନ୍ତି ସେଭଳି ଫଟୋ ଜିଲାରେ ସ୍ବାସ୍ଥ୍ୟ ବିଭାଗର ଅପରିଣାମଦର୍ଶିତାକୁ…
୪୬୧୫୭ ଘରକୁ ଜଳ ଯୋଗାଣ: ୧୯ କୋଟି ୭୩ ଲକ୍ଷ ଟଙ୍କା ବ୍ୟୟବରାଦ
ସୋରଡ଼ା ,୨୭।୮( ଲମ୍ବୋଦର ପାଣିଗ୍ରହୀ): ଗଞ୍ଜମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ୪୧ପଞ୍ଚାୟତ ୧୮୩ଟି ଗ୍ରାମରେ ୪୬୧୫୭ ଘରକୁ ୨୪ ଘଣ୍ଟିଆ ପାଇପ୍ ଯୋଗେ ଜଳ ଯୋଗାଣ ପାଇଁ ୧୯ କୋଟି ୭୩ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ଏଥିରେ ୧୮,୪୬୩୨…
ଗାଈ ଚରାଳିଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ
ଦାରିଙ୍ଗବାଡ଼ି,୨୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ା ଗ୍ରାମରେ ଗାଈ ଚରାଳି ମାଦି ପଡ୍ରାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ସେହି ଅଞ୍ଚଳ…
Archives


