ଆମ ଜିଲା ଖବର

ବଢୁଛି ହାତୀ-ମଣିଷ ଲଢ଼େଇ

ଯାଜପୁର,୧୯ା୧(ହର୍ଷବର୍ଦ୍ଧନ ବେହେରା): ହାତୀ ଚଲାପଥ (ଏଲିଫ୍ୟାଣ୍ଟ କରିଡର) ଏବଂ ହାତୀ ସଂରକ୍ଷିତ ଅଞ୍ଚଳ (ଏଲିଫ୍ୟାଣ୍ଟ ରିଜର୍ଭ) ଯୋଜନା କଟକ ଫରେଷ୍ଟ ଡିଭିଜନ ଅଞ୍ଚଳରେ ଲକ୍ଷ୍ୟଚ୍ୟୁତ ହୋଇଛି। ସେହିପରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣରେ ହାତୀପଲ ସହଜରେ ଚଳାଚଳ ପାଇଁ ଗଳି ପୋଲ…

ସ୍ଥାପତ୍ୟ ଆଲୋକରେ ଝଲସୁଛି ନେତାଜୀ ସଂଗ୍ରହାଳୟ

କଟକ,୧୯ା୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୩ ତାରିଖରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯିବ। ଏଥିପାଇଁ ଚଳଚଳଞ୍ଚଳ ହୋଇଛି କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ। ଚଳିତବର୍ଷ ପ୍ରଥମ ଥର ୬୪ ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରହାଳୟକୁ ସ୍ଥାପତ୍ୟ ଆଲୋକୀକରଣ(ଆର୍କିଟେକ୍‌ଚରାଲ…

ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି

କଟକ,୧୯ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଶେଷ ହେବ ବୋଲି ଆମିକସ୍‌କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନିଯୁକ୍ତ ଆମିକସ୍‌କ୍ୟୁରି ନାଟମଣ୍ଡପ ମରାମତି କାର୍ଯ୍ୟ ଅନୁଧ୍ୟାନର ରିପୋର୍ଟ…

ରେଙ୍ଗଳ ସରପଞ୍ଚ ପଦ ଅସିଦ୍ଧ ଘୋଷିତ

ପିପିଲି,୧୯ା୧(ଦୁର୍ଗାମାଧବ ମିଶ୍ର): ଡେଲାଙ୍ଗ ବ୍ଲକ ରେଙ୍ଗଳ ସରପଞ୍ଚ ପଦବୀକୁ ନିର୍ବାଚନ ଟ୍ରିବ୍ୟୁନାଲ ତଥା ପିପିଲି ସିଭିଲ ଜଜ୍‌ ଜୁନିୟର ଡିଭିଜନ ସଂଗ୍ରାମ କୁମାର ମିଶ୍ର ଗୁରୁବାର ଅସିଦ୍ଧ ଘୋଷଣା କରିଛନ୍ତି। ଉକ୍ତ ପଞ୍ଚାୟତର ନିର୍ବାଚନ ଅନିୟମିତତାକୁ ନେଇ ନିର୍ବାଚନ ଟ୍ରିବ୍ୟୁନାଲ ତଥା…

ବଢୁଛି ଖଣି ମାଫିଆଙ୍କ ଦୌରାତ୍ମ୍ୟ

ଖୋର୍ଦ୍ଧା,୧୯ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ,…

ଜଳକାରୁ ଡଲ୍‌ଫିନ୍‌ ଉଦ୍ଧାର

ରୂପସା, ୧୯।୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗୋଠଗଡ଼ିଆ ନିକଟ ଦେଇ ପ୍ରବାହିତ ଜଳକା ନଦୀରୁ ଗୁରୁବାର ଏକ ଡଲଫିନ ଉଦ୍ଧାର ହୋଇଛି। ସକାଳେ ସ୍ଥାନୀୟ ଅଞ୍ଚଳର କିଛି ପିଲା ନଦୀପାଖକୁ ଶୌଚ ପାଇଁ ଯାଇଥିବା ବେଳେ ନଦୀରେ…

ଖଣିରୁ ଆଦାୟ, ବାହାରେ ବିନିଯୋଗ

ଯାଜପୁର,୧୯ା୧(ହର୍ଷବର୍ଦ୍ଧନ ବେହେରା): ଖଣି ଅଞ୍ଚଳର ପ୍ରଭାବିତ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସହ ପ୍ରଦୂଷଣଜନିତ କ୍ଷୟକ୍ଷତିର ଭରଣା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠି ଗଠନ ହୋଇଛି। ଏହି ପାଣ୍ଠି ଖଣି ପ୍ରଭାବିତ ଓ କ୍ଷତିଗ୍ରସ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ବିଷ ଖୁଆଇଲେ ଯୁବକ

ବଲାଙ୍ଗୀର/ତରଭା,୧୯ା୧(ବୀରେନ୍ଦ୍ର କୁମାର ଝାଙ୍କର/ମାନଭଞ୍ଜନ ମିଶ୍ର): ଜିଲା ତରଭା ଥାନା ସିଲାଟିମୁଣ୍ଡା ଗାଁର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ସେହି ଗାଁର ଜଣେ ଯୁବକ ଖାଦ୍ୟରେ ବିଷ ମିଶାଇ ଖୁଆଇ ଦେବା ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ ଛାତ୍ର ଆୟୁଷ ବାଘ(୧୦)ଙ୍କ ଅବସ୍ଥା…

୫ ଲକ୍ଷ କ୍ଷତିପୂରଣ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧାମୁଣ୍ଡା ଗ୍ରାମରେ ୨୦୨୨ ଅକ୍ଟୋବର ୧୫ରେ ବ୍ୟାୟାମ ସାରି ଫେରୁଥିବା ଗ୍ରାମର ଲକ୍ଷ୍ମଣ ଗୌଡ(୨୨) ନାମକ ଜଣେ ଯୁବକ କୁକୁର କାମୁଡାରୁ ବର୍ତ୍ତିବା ପାଇଁ ଦୌଡୁଥିବା ସମୟରେ ନିକଟରେ ଥିବା ମୁକୁଲା…

ଝିଅ ପାଇଁ ମନ୍ଦିର ଗଢ଼ିଲେ ଦମ୍ପତି

କାଳିପଦା,୧୯।୧(ରାଜଶ୍ରୀ ପାଣିଗ୍ରାହୀ): କନ୍ୟାରତ୍ନ କର ଯତ୍ନ। ଏଭଳି ସ୍ଲୋଗାନ ଦିଆଯାଇ ଲୋକଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଅନେକ ସମୟରେ ଝିଅମାନଙ୍କୁ ହତାଦର କରାଯାଉଥିବା ନଜିର ଦେଖିବାକୁ ମିଳେ। ହେଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଇଡ଼ିଦା ପଞ୍ଚାୟତରେ ରାଜୁଆପଡ଼ା ଗ୍ରାମର ଏକ…

ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ଛେଚିଲେ

ବ୍ରହ୍ମପୁର,୧୮ା୧( ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ବାବାଜୀ ତୋଟାସାହି ଛକରେ ଗୁରୁବାର ଜଣେ ଯୁବକଙ୍କୁ ଚୋର ସନ୍ଦେହରେ ନିସ୍ତୁକ ମାଡ଼ ମରାଯାଇଛି। ଜଣେ ମିଠା ବ୍ୟବସାୟୀ ଓ କେତେଜଣ ଯୁବକ ତାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିଥିବା ଦୃଶ୍ୟ ସାମାଜିକ…

ମା’ କୋଳକୁ ଫେରିଲା ହଜିଲା ପୁଅ

ଖଲ୍ଲିକୋଟ,୧୮ା୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବସ୍‌ଷ୍ଟାଣ୍ଡରୁ ମଙ୍ଗଳବାର ରାତିରେ ଚୋରି ହୋଇଥିବା ଶିଶୁପୁତ୍ରକୁ ପୋଲିସ ଭୁବନେଶ୍ୱରରୁ ଗୁରୁବାର ଉଦ୍ଧାର କରିଛି। ତା’ ସହିତ ଅନ୍ୟ ଏକ ଶିଶୁଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି। ଶିଶୁ ଚୋରି କରିଥିବା ମହିଳାଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?