ଡାକ୍ତରୀ ପଢ଼ିବା ସ୍ବପ୍ନ ପୂରଣ ହେଲା, ସହାୟତା କଲେ ୫-ଟି ସଚିବ
ବିଷମ କଟକ,୨୬।୮ (ବିଭୂତି ଭୂଷଣ ନାୟକ): ରାୟଗଡ଼ାର ଉପାନ୍ତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ମିଳୁ ନ ଥିବା ଦେଖି ଡାକ୍ତର ହେବାର ସ୍ବପ୍ନ ଦେଖିଥିଲେ ବିଷମକଟକ ବ୍ଲକ ଅନ୍ତର୍ଗତ ଥୁଆପାଢି ସଦର ପଞ୍ଚାୟତ ଗ୍ରାମର କୃଷ୍ଣଚନ୍ଦ୍ର ଅଟକା । ଚଳିତ ବର୍ଷ ନିଟ୍…
ବର୍ଷା ହେଲେ ବାରଣ୍ଡାରେ ପାଠପଢ଼ା
କଣ୍ଟିପାଳ,୨୬ା୮(ସୁଶାନ୍ତ କୁମାର ସାହୁ): ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଜରିଆରେ ବିଦ୍ୟାଳୟର ଉନ୍ନତୀକରଣ କରି ଛାତ୍ରୀଛାତ୍ରଙ୍କ ବିକାଶ କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ କଣ୍ଟିପାଳ ପଞ୍ଚାୟତ…
ନନ୍ଦନକାନନରେ ସିଂହ ଶାବକର ମୃତ୍ୟୁ
ବାରଙ୍ଗ,୨୬।୮: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୯ ମାସର ଅଣ୍ଡିରା ସିଂହ ଶାବକର ମୃତ୍ୟୁ ଘଟିଛି । କିଛି ଦିନ ହେବ ସିଂହୀ ବିଜିଲୀର ୫ ସିଂହ ଶାବକ ଅସୁସ୍ଥ ହୋଇଯାଇଥିଲେ। ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଛି। ୯ ମାସ ତଳେ ସିଂହି…
ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ
ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ ଗର୍ବ କରୁଛି ଓଡ଼ିଶା। ଏହି ପ୍ରରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଗିରିଆ ଗାଁର ଦେବଦତ୍ତ…
ବସୁଧା ଯୋଜନାରେ ମିଳୁନି ପାଣି
କାଏମା,୨୬ା୮(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍ ଅଧୀନ ବଡ଼କାଏମା ପଞ୍ଚାୟତର ଅନେକ ଗାଁ ପାଇପ୍ ଯୋଗେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ପାନୀୟ ଜଳ ନ ମିଳିବାରୁ ଲୋକେ ହନ୍ତସନ୍ତ ହେଉଥିବାବେଳେ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବା ଅଞ୍ଚଳବାସୀ…
ଗୋରୁ ମକା ଖାଇଦେବାରୁ ଗାୟାଳକଙ୍କୁ ହତ୍ୟା
କନ୍ଧମାଳ,୨୬।୮: ମକା ଫସଲ ଗୋରୁ ଖାଇଦେବାରୁ ଗାୟାଳଙ୍କୁ ଗୁଳି କରି ହତ୍ୟା କଲେ ଜମି ମାଲିକ। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ । ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ ଗାଁର…
ପାଟନାଳିରେ କୁମ୍ଭୀର, ଲୋକେ ଭୟଭୀତ
ପଟ୍ଟାମୁଣ୍ଡାଇ,୨୬ା୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବଳଦେବନଗର ଗ୍ରାମ ପାଖ ଏକ ପାଟନାଳିରେ ଗୁରୁବାର ସନ୍ଧ୍ୟାରେ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନ ବିଭାଗକୁ ଖବର ଦେଇଥିଲେ। ଶୁକ୍ରବାର ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରକୁ ଧରିବାକୁ ଚେଷ୍ଟା…
ନାବାଳିକାଙ୍କୁ ବଳାତ୍କାର: ଦୋଷୀଙ୍କୁ ୨୦ ବର୍ଷ କାରାଦଣ୍ଡ
ଜଗତ୍ସିଂହପୁର, ୨୬ା୮ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୯ରେ ଅପହରଣ ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜଗତ୍ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି…
ନିର୍ମାଣ ନ ସରୁଣୁ କାନ୍ଥରେ ଫାଟ
ଏରସମା,୨୬ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ): ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତସ୍ଥିତ ସିହା ଗ୍ରାମରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ କରି ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । କାର୍ଯ୍ୟ ଶେଷ ନ ହେଉଣୁ କାନ୍ଥରେ…
୩ ମାସ ମଧ୍ୟରେ ତଦନ୍ତ ପାଇଁ ନିର୍ଦ୍ଦେଶ
କଟକ,୨୬ା୮(କାର୍ତ୍ତିକ ସାହୁ): ରାଜଧାନୀ ଭୁବନେଶ୍ୱରର ପଟିଆ ମୌଜାରେ ୯୯ ଏକର ସରକାରୀ ଲିଜ୍ ଜମିକୁ ବେଆଇନ ଭାବେ ବିକ୍ରି କରାଯିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର…
‘ଧର୍ମାନୁଷ୍ଠାନ, କମ୍ୟୁନିଟି ସେଣ୍ଟରର ଉନ୍ନତୀକରଣ ହେବ’
ବ୍ରହ୍ମପୁର (ସ୍ମୃତି ରଞ୍ଜନ ମହାଲିକ)/ ଗୋପାଳପୁର (ନବୀନରାଜ ଆଚାରୀ) ୨୬ା୮: ୫-ଟି ସଚିବ ଭି. କେ. ପାଣ୍ଡିଆନ ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ବେଳେ ଶୁକ୍ରବାର ପ୍ରଥମ ଦିନରେ ସେ ବେଗୁନିଆପଡ଼ା ବ୍ଲକ ବୁରୁଝୁରୀ, ବ୍ରହ୍ମପୁର ମହାନଗରର ବିବେକ…
ଫରେଷ୍ଟ ବିଟ୍ ହାଉସ ଉଡ଼ାଇଲେ, ଜେସିବି ପୋଡ଼ିଲେ
ନୂଆପଡ଼ା,୨୬।୮(ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ମାଓବାଦୀମାନେ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି। ନୂଆପଡ଼ା ସଦର ମହକୁମାଠାରୁ ୧୦ କି.ମି. ଦୂର ସୁନାବେଡା ଅଭୟାରଣ୍ୟ ଭିତରେ କେରମେଲି ପଞ୍ଚାୟତ ଗୋଲାବନ୍ଧ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିଏସ୍ଏନ୍ଏଲ୍ କମ୍ପାନୀରେ କାମ…
Archives


