ଆମ ଜିଲା ଖବର

ପାରିବାରିକ କଳହର କରୁଣ ପରିଣତି:ସାନଭାଇଙ୍କ ଛୁରାମାଡରେ ବଡ଼ଭାଇ ମୃତ

ଭବାନୀପାଟଣା,୧୭।୩ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଏମ.ରାମପୁର ବ୍ଳକ ଅନ୍ତର୍ଗତ ଦେଢଶୁଲି ପଞ୍ଚାୟତର ଗସକା ପଡାଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇ ବିମ୍ବାଧର ମାଝୀ (୨୫)ର ଛୁରା ମାଡରେ ବଡ଼ଭାଇ ଦାସ ମାଝୀ(୨୮)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏକ…

କଂଗ୍ରେସ ଆସିଲେ କୃଷି ଋଣ ଛାଡ଼ କରାଯିବ

ରାଉରକେଲା,୧୭ା୩(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୨୧ ସ୍ଥିତ କଂଗ୍ରେସ ଭବନଠାରେ ଏକ ଖବରଦାତା ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀ ରାଉରକେଲା ଜିଲା ସାଙ୍ଗଠନିକ ଜିଲା ଅଧ୍ୟକ୍ଷ ରବି ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସାଧାରଣ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ…

ଦାଦନ ଖଟିବାକୁ ଯାଇ ବେଙ୍ଗାଲୁରୁରେ ଜୀବନ ହରାଇଲେ ଓଡ଼ିଆ ଯୁବକ, ପାଞ୍ଚ ଦିନ ହେଲା ଅଟକି ରହିଛି ମୃତଦେହ

ଭୁବନେଶ୍ବର,୧୭।୩: ଦାଦନ ଖଟିବାକୁ ଯାଇ ଜୀବନ ହାରିଲେ ଯୁବକ। କୋରାପୁଟ ନାରାୟଣପାଟଣାର ଜଣେ ଯୁବକ ବେଙ୍ଗାଲୁରୁରେ ପ୍ରାଣ ହରାଇଥିଲା ବେଳେ ପାଞ୍ଚ ଦିନ ହେଲା ତାଙ୍କର ମୃତଦେହ ସେଠାରେ ଅଟକି ରହିଛି। ପୁଅ ମୃତ୍ୟୁର ପାଞ୍ଚ ଦିନ ପରେ ମଧ୍ୟ ପରିବାର…

ବେଆଇନ ବନ୍ଧୁକ କାରବାର ମାମଲା: ଆଉ ଜଣେ ପେସାଦାର ଅପରାଧୀ ଗିରଫ

କଟକ,୧୭ା୩ (କାର୍ତ୍ତିକ ସାହୁ) ଜଗତପୁର ଥାନା ପୋଲିସ ବେଆଇନ ବନ୍ଧୁକ କାରବାର ମାମଲାରେ ଆଉ ଜଣେ ପେସାଦାର ଅପରାଧିକୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଢେଙ୍କନାଳ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପ୍ରସାଦ ଗ୍ରାମର ପିଙ୍କୁ…

ତେଲଙ୍ଗାନା, ଝାଡ଼ଖଣ୍ଡରେ ୨ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ବେହେରା,୧୭।୩(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଅଞ୍ଚଳରୁ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ୨ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଖବର ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୋମବାର ସେମାନଙ୍କ ମୃତଦେହ ଗାଁରେ…

ନିଜକୁ ଇଡି ଅଫିସର କହି ଉପଜିଲାପାଳଙ୍କଠାରୁ ବଟି ଆଦାୟ କରୁଥିଲେ ୨ ଭାଇ : ଧରିଲା ପୋଲିସ

ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହାନ୍ତଙ୍କୁ ଢେଙ୍କାନାଳ ଟାଉନ ଥାନା ଦୋଳମଣ୍ଡପ ସାହିର ତାରିଣୀସେନ ମହାପାତ୍ର (୩୦) ଓ ବ୍ରହ୍ମାଶଙ୍କର ମହାପାତ୍ର (୨୭) ୨ ଜଣ ଇଡି ଅଫିସର କହି ଧମକାଇ ବଟି ଆଦାୟ କରୁଥିବା…

କଡ଼ାକଡ଼ି ପାଳନ ହେବ ନିର୍ବାଚନ ଆଚରଣ ବିଧି

ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଗଞ୍ଜାମ ଜିଲା ପ୍ରଶାସନ ତତ୍ପର ହୋଇଛି। ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ ଲାଗି ଗୁରୁତ୍ୱ ଦିଆଯାଇଛି। ଏନେଇ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଗଞ୍ଜାମ…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଝାନ୍‌ସୀରାଣୀଙ୍କ ପ୍ରଥମ ସଭା: ପ୍ରମାଦ ଗଣିଲେଣି ବିରୋଧୀ

ଆନନ୍ଦପୁର,୧୭।୩(ସୁଶାନ୍ତ କୁମାର ସାହୁ): ସମାଜସେବୀ ତଥା ଆଇନଜୀବୀ ଝାନ୍‌ସୀରାଣୀ ଦାସ ଭାଜପାରେ ସାମିଲ ହେବା ପରେ ରବିବାର କଣ୍ଟିପାଳ ପଞ୍ଚାୟତ ରାଇପାଳ ଖେଳପଡ଼ିଆରେ ପ୍ରଥମ ଥର ପାଇଁ ନିର୍ବାଚନୀ ସଭା ଆରମ୍ଭ କରିଛନ୍ତି। ରାଜ୍ୟରେ ଲାଗିରହିଥିବା ଭାଜପା- ବିଜେଡି ମେଣ୍ଟ ଚର୍ଚ୍ଚା…

ସହରରେ ବଢୁଛି ଟ୍ରାଫିକ ସମସ୍ୟା, ଲୋକେ ହନ୍ତସନ୍ତ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝର ସହରରେ ଲୋକସଂଖ୍ୟା ବହୁଳ ମାତ୍ରାରେ ବଢ଼ିବାରେ ଲାଗିଛି। ସହର ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟ, କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ, ଆରଟିଓ ଆଦି ମୁଖ୍ୟ କାର୍ଯ୍ୟାଳୟ ରହିଥିବାରୁ…

କେନ୍ଦୁଝର ଜିଲାରେ ୧୩ ଲକ୍ଷ ୭୧ ହଜାର ୬୬୧ ଭୋଟର, ୧୭୨୦ ବୁଥ୍‌ରେ କରିବେ ମତଦାନ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ୧୮ତମ ସାଧାରଣ ନିର୍ବାଚନ ଲାଗି ଭାରତ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ତାରିଖ ଘୋଷଣା ହୋଇଥିବା ପରିପ୍ରେକ୍ଷୀରେ ରବିବାର ଜିଲାର ନିର୍ବାଚନୀ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲଠାରେ ଏକ ଖବରଦାତା ସମ୍ମିଳନୀ…

ବାରବାଟୀ-କଟକ ନିର୍ବାଚନୀ ମାମଲା: ସୁପ୍ରିମକୋର୍ଟ ଗଲେ ମୋକିମ୍‌

କଟକ,୧୭ା୩(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମ୍‌ଙ୍କ ବିଜୟକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧି ଘୋଷଣା କରିବା ପରେ ମୋକିମ୍‌ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଓଡ଼ିଶା ହାଇକୋର୍ଟ ମାର୍ଚ୍ଚ ୪ରେ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।…

ମେଣ୍ଟ ଆବଶ୍ୟକ ନାହିଁ, ଓଡିଶା ଜନସାଧାରଣ ଚାହୁଁଛନ୍ତି ପରିବର୍ତ୍ତନ

ଗୋପାଳପୁର,୧୭।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ବିଗୁଲ ବାଜି ଥିବାବେଳେ ଗଞ୍ଜାମ ଜିଲାରେ ରାଜନୀତି ତାତି ବଢ଼ିବାରେ ଲାଗିଛି। ରବିବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରାଠାରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୋଳନ୍ଥରା ଈଶାଣେଶ୍ୱର ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?