ଆମ ଜିଲା ଖବର

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଶ୍ରମିକ ଜଣକ ହେଲେ ସୁନ୍ଦରପୁର ଗ୍ରାମ…

କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ (୩୩)। ହତ୍ୟା ଅଭିଯୋଗରେ ପୋଲିସ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ(୫୪)ଙ୍କୁ ଗିରଫ କରିଛି।…

ଗୋଟିଏ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

କୋରାପୁଟ,୧୩ା୧(ଅମିତାଭ ବେହେରା): କୋରାପୁଟ ଜିଲା ଦଶମନ୍ତପୁର ଥାନା ଅନ୍ତର୍ଗତ ଚଣାବାଡ଼ ପଞ୍ଚାୟତସ୍ଥିତ ଯୋଡ଼ିପାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଶନିବାର ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପ୍ରେମିକାଙ୍କ ଓଢ଼ଣୀ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି ସେହି ଗ୍ରାମର…

ହଷ୍ଟେଲରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର ୧୩।୧: ହଷ୍ଟେଲରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ସଦର ଥାନା ଅଞ୍ଚଳ ବରୁହାଁ ଗାଁରେ ଥିବା ସରକାରୀ ଆଇଟିଆଇ କଲେଜରେ। ମୃତ ଛାତ୍ର ଜଣକ ହେଲେ ନଗେନ ଦାସ ।…

ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା ୧୩।୧: ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଲେ ପାଚିକାଙ୍କ ସମେତ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ପୌରପାଳିକା ୮ନଂ ୱାର୍ଡ ଅଧୀନ ମନକରପୁର ପ୍ରାଥମିକ…

ରାଶନ କାର୍ଡ଼ ନ ଥିବା ଲୋକେ ପାଇବେ ବିଜୁ ସ୍ବାସ୍ଥ୍ୟକାର୍ଡ

ସମ୍ବଲପୁର,୧୪ା୧(ପ୍ରମୋଦ ବହିଦାର): ଗ୍ରାମାଞ୍ଚଳରେ ରାଶନ କାର୍ଡ ନ ଥିବା ଲୋକେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହୋଇପାରିବେ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ସମ୍ବଲପୁର ରେମେଡଠାରେ ଏକ ସାଧାରଣ ସଭାରେ ଯୋଗଦେଇ ସେ…

ଚିକିତ୍ସାଳୟରେ ରୋଗୀଙ୍କୁ ମିଳୁନି ବେଡଶିଟ୍‌

ନୟାଗଡ,୧୩।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚଏଚ) ଶର୍ଜରୀ, ମେଡିସିନ୍‌, ଶିଶୁ ଓ ପ୍ରସୂତି ପରି ୱାର୍ଡରେ ରୋଗୀଙ୍କୁ ବେଡଶିଟ୍‌ ଦିଆଯାଉନାହିଁ। ୩ଦିନ ହେଲା ଖାଲି ଶଯ୍ୟାରେ ରୋଗୀ ଶୋଇବା ପରି ଚିତ୍ର ନଜରକୁ ଆସିଛି। ନୂଆ ଏଜେନ୍ସ ନେଲା ପରେ…

ଝାଡ଼େଶ୍ୱରୀ ଦେବୀ ପୀଠ ବନ୍ଧରେ ଘୁରି ବୁଲୁଛନ୍ତି ୧୩ ଟିକିଆ ହାତୀପଲ

ଶରଣକୁଳ/ନୟାଗଡ଼,୧୩।୧( ଦୀପକ କର/ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ପଞ୍ଚରିଡା ରେଞ୍ଜର ଶରଣକୁଳ କାର୍ଯ୍ୟାଳୟ ନିକଟସ୍ଥ ଝାଡେଶ୍ୱରୀ ଦେବୀ ପୀଠ ବନ୍ଧରେ ହାତୀପଲକୁ ଶୁକ୍ରବାର ରାତିରେ ଦେଖିବାକୁ ମିଳିଛି। ହାତୀପଲରେ ଦନ୍ତାହାତୀ, ୨ ଛୋଟ ପିଲା ସମେତ ୧୩ଟି ହାତୀ ରହିଥିବା ପଞ୍ଚାରିଡା…

ଗୋଟିଏ ରେଲ୍‌ୱେ ଓଭରବ୍ରିଜ୍‌ ଦୁଇଥର ଉଦ୍‌ଘାଟିତ

ଜଳେଶ୍ୱର, ୧୩।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତିଠାରେ ଶୁକ୍ରବାର ଇସ୍ପାତ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଦ୍ୱାରା ରେଲୱେ ଓଭର୍‌ବ୍ରିଜ ଉଦ୍‌ଘାଟିତ ହୋଇଛି। ୨୦୧୭ମସିହାରୁ ୬୨,୫୨କୋଟି ବ୍ୟୟରେ…

‘ଘରେ ମନାନ୍ତର ନ ଥିଲା’

ସିମୁଳିଆ, ୧୩।୧(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ମୃତ୍ୟୁର ୨୪ଘଣ୍ଟା ପରେ ମଧ୍ୟ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇପାରିନାହିଁ। ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୨/୨୪) ରୁଜୁ କରିଛି। ପୋଲିସ ଶୁକ୍ରବାର ମଧ୍ୟାହ୍ନରେ ବିଡିଓଙ୍କ କାର୍ଯ୍ୟାଳୟରେ…

ଡାକ୍ତରଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)୩ ରାଜ କୁମାର ଦାଶ ମାମଲାର ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷୀକେଶ ତ୍ରିପାଠୀ, ସହଯୋଗୀ…

ବ୍ରାହ୍ମଣବରଣ କଲେ ଗଜପତି

ପୁରୀ,୧୩ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ ୧୨ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀନଅରରେ ବ୍ରାହ୍ମଣବରଣ ଓ ଗୁଆଟେକା କରିଛନ୍ତି। ବିଧିବିଧାନ ଅନୁଯାୟୀ ଗଜପତି ମହାରାଜା ରାଜଗୁରୁଙ୍କୁ ଗୁଆ ଟେକିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?