ବଢୁଛି କଳାହୀରାର କଳାବଜାର
ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୨ା୧: କଳାହୀରା ଭାବେ ପରିଚିତ କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ପର୍ଯ୍ୟନ୍ତ ଲମ୍ବିଛି। ଗତ କିଛି ଦିନ ହେଲା ଜିଲାର ପାଣିକୋଇଲି ଓ କୋରେଇ ଥାନା ଅଞ୍ଚଳରେ ଚୋରା କୋଇଲାର ଡିପୋ ଓ ଚୋରା ଚାଲାଣ କାରବାର…
ସ୍ବଚ୍ଛ ରାଜ୍ୟ ଭାବେ ଚତୁର୍ଥ ସ୍ଥାନ ଦଖଲ କଲା ଓଡ଼ିଶା
ଭୁବନେଶ୍ୱର,୧୧।୧(ବନ୍ଦନା ସେଠୀ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ର ଫଳାଫଳ ଗୁରୁବାର ଘୋଷଣା ହୋଇଛି। ଚଳିତ ବର୍ଷ ପ୍ରଥମ ଥର ଲାଗି ୨ଟି ରାଜ୍ୟକୁ ପ୍ରଥମ ପୁରସ୍କାର ମିଳିଛି। ମଧ୍ୟପ୍ରଦେଶର ଇନ୍ଦୋର ସହର ଲଗାତାର…
ଇସ୍ତଫା ଦେଲେ ୨୨ ସରପଞ୍ଚ
କେନ୍ଦୁଝର,୧୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍ର ୨୨ ପଞ୍ଚାୟତର ସରପଞ୍ଚ ଗୁରୁବାର ସମୂହ ଇସ୍ତଫା ଦେଇଛନ୍ତି। ଶ୍ରୀଜଗନ୍ନାଥ ପରିକ୍ରମା ଅର୍ପଣ ରଥ କାର୍ଯ୍ୟକ୍ରମ ପରିଚାଳନାରେ ବ୍ୟତିକ୍ରମ ଓ ସେମାନଙ୍କୁ ଅଣଦେଖା ଅଭିଯୋଗ କରି ବ୍ଲକ୍ ସରପଞ୍ଚ ସଂଘ…
ଘର ଉଚ୍ଛେଦ ବେଳେ ବିଷ ପିଇଦେଲେ ମହିଳା
ହାଟଡିହୀ,୧୧l୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ତହସିଲ ଅଧୀନ ଗେଡ଼ମା ପଞ୍ଚାୟତ ଜଳସରପୁର ଗ୍ରାମରେ ଏକ ସରକାରୀ ଜମିରେ ହୋଇଥିବା ଆବାସ ଘର ଉଚ୍ଛେଦ ବେଳେ ଅଭାବନୀୟ ଘଟଣା ଘଟିଛି। ଉଚ୍ଛେଦକୁ ବିରୋଧ କରି ଜଣେ ମହିଳା(ଘର ମାଲିକ) ବିଷ ପିଇ…
ଗ୍ୟାସ୍ରୁ ନିଆଁ ଲାଗି ଚାଲିଗଲା ଜୀବନ
ହାଟଡ଼ିହୀ,୧୧l୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ରମ୍ପାସ ଗ୍ରାମରେ ଗ୍ୟାସ୍ରେ ରୋଷେଇ କରୁଥିବା ବେଳେ ନିଆଁ ଲାଗି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ପୀତାମ୍ବର ମଲିକଙ୍କ ପତ୍ନୀ ପାର୍ବତୀ ମଲିକ। ସେ ଗୁରୁବାର ଗ୍ୟାସରେ ରୋଷେଇ…
ସ୍ତ୍ରୀଙ୍କ ଆତ୍ମହତ୍ୟା ସହି ନ ପାରି ଜୀବନ ହାରିଲେ ସ୍ବାମୀ
ବୈପାରିଗୁଡ଼ା,୧୧ା୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧୀନ ମାଝିଗୁଡ଼ା ପଞ୍ଚାୟତ ଭାଲିଆପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ତ୍ରୀ, ସ୍ବାମୀ ଦୁହେଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ବଚସାକୁ କେନ୍ଦ୍ରକରି ପ୍ରଥମେ ସ୍ତ୍ରୀ ଆତ୍ମହତ୍ୟା କରିଦେଇଥିଲେ। ଏହି ଦୁଃଖ ସହି…
ଜାଲ ସାର୍ଟିଫିକେଟ ଦେଇ ଚାକିରି: ୪ ନକଲି ଶିକ୍ଷକ ଚିହ୍ନଟ
ରାୟଗଡ଼ା/ଟିକିରି,୧୧।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ରାୟଗଡ଼ା ଜିଲାରେ ପିଛା ଛାଡ଼ୁନି ନକଲି ଶିକ୍ଷକ ମାମଲା। ନକଲି ସାର୍ଟିଫିକେଟରେ ଚାକିରି ମାମଲାରେ ରାୟଗଡ଼ା ଜିଲାର ବହୁ ଶିକ୍ଷକ ଚାକିରିରୁ ବହିସ୍କୃତ ହୋଇଥିବା ବେଳେ କାଶୀପୁର ବ୍ଲକରେ ପୁଣି ୪ ନକଲି ଶିକ୍ଷକ…
୫ବର୍ଷର ଶିଶୁଙ୍କୁ ହତ୍ୟା କରି ରକ୍ତ ପିଇଲେ ଅଭିଯୁକ୍ତ
ଡାବୁଗାଁ,୧୧।୧(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବୋରିଗାଁ ପଞ୍ଚାୟତ ଅଧୀନ ମେଣ୍ଡ୍ରା ଗ୍ରାମରେ ଗୁରୁବାର ଏକ ୫ ବର୍ଷର ଶିଶୁଙ୍କୁ ନୃଶଂସ ଭାବେ ହତ୍ୟା କରାଯାଇଛି। ମିଳିଥିବା ସୂଚନା ମୁତାବକ, ଡାବୁଗାଁ ବ୍ଲକ ବୋରିଗାଁ ପଞ୍ଚାୟତ ଅଧୀନ ମେଣ୍ଡ୍ରା ଗ୍ରାମ…
ଖାଦ୍ୟ ପ୍ରକ୍ରିୟାକରଣ କେନ୍ଦ୍ର, ଗ୍ରାମ୍ୟ ଶିଳ୍ପ ଉଦ୍ୟାନ ବୁଲିଲେ ରାଜ୍ୟପାଳ
ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଚମାଖଣ୍ଡିସ୍ଥିତ ମିଶନଶକ୍ତି ଖାଦ୍ୟ ପ୍ରକ୍ରିୟାକରଣ କେନ୍ଦ୍ର ଓ ମିଶନ ଶକ୍ତି ଗ୍ରାମ୍ୟ ଶିଳ୍ପ ଉଦ୍ୟାନକୁ ରାଜ୍ୟପାଳ ରଘୁବର ଦାସ ଗୁରୁବାର ବୁଲି ଦେଖିଛନ୍ତି। ସେଠାରେ ଚାଲିଥିବା ବିଭିନ୍ନ ସାମଗ୍ରୀର ପ୍ରସ୍ତୁତି କାର୍ଯ୍ୟ…
ବନ୍ଦ ଗୋରୁହାଟ, କାଞ୍ଜିଆହୁଦା କାର୍ଯ୍ୟକ୍ଷମ କରାଯାଉ
କଟକ,୧୧ା୧(କାର୍ତ୍ତିକ ସାହୁ) ବନ୍ଦ ପଡ଼ିଥିବା ଗୋରୁହାଟ ଏବଂ କାଞ୍ଜିଆହୁଦାଗୁଡିକୁ କାର୍ଯ୍ୟକ୍ଷମ କରାଇ ଚାଷୀଙ୍କ ଆୟବୃଦ୍ଧି କରିବାକୁ ଓଡ଼ିଶା କୃଷକ ସଭା କଟକ ଜିଲା କମିଟି ପକ୍ଷରୁ ଦାବି କରାଯାଇଛି। ୧୦ ଦିନ ତଳେ ଜିଲାପାଳ ଓ ଉପଜିଲାପାଳଙ୍କୁ ଦାବି ସମ୍ପର୍କରେ ଆଲୋଚନା…
ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯଦିଓ…
ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ
କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ ପରିଜା…

