ଆମ ଜିଲା ଖବର

ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ରାୟଗଡ଼ା ସହର

ରାୟଗଡ଼ା,୧୧।୧(ଭାଗ୍ୟଶ୍ରୀ ମିଶ୍ର): ଅଯୋଧ୍ୟାରୁ ଆସିଥିବା ଅକ୍ଷତ ରାୟଗଡ଼ା ସହରର ୨୪ଟି ୱାର୍ଡରେ ବଣ୍ଟାଚାଲିଛି। ଭକ୍ତମାନେ ଘର ଘର ବୁଲି ଅକ୍ଷତ, ନିମନ୍ତ୍ରଣ ପତ୍ର ଓ ଫଟୋ ବାଣ୍ଟୁଛନ୍ତି। ଫଳରେ ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ରାୟଗଡ଼ା ସହର। ମୁଖ୍ୟତଃ ଏହି କାମରେ…

ଆଳୁ ବିହନ ଯୋଗାଣରେ ଅବ୍ୟବସ୍ଥା

ଜଳେଶ୍ୱର, ୧୧ା୧(ରବିନାରାୟଣ ପାତ୍ର)ରାଜ୍ୟରେ ଆଳୁ ଚାହିଦା ମେଣ୍ଟାଇବା ଲାଗି ୧୦ବର୍ଷ ପୂର୍ବେ ଗଠନ ହୋଇଥିବା ଆଳୁ ମିଶନ ବାଲେଶ୍ୱର ଜିଲାରେ ଫେଲ୍‌ ମାରିଛି। ଚଳିତବର୍ଷ ବାଲେଶ୍ୱର ଜିଲାରେ ୧୬୬୦ ହେକ୍ଟର ଜମିରେ ଆଳୁଚାଷ ଲାଗି ଲକ୍ଷ୍ୟ ରହିଥିଲା। ବିହନ ଅଭାବରୁ ଜଳେଶ୍ୱର,…

ପରିଚୟ ଖୋଜୁଛି ‘କବିତ୍ରା’

କେନ୍ଦୁଝର,୧୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ମୁଖ୍ୟାଳୟକୁ ଲାଗିଥିବା କବିତ୍ରା ଗ୍ରାମ ଅପହଞ୍ଚ ହୋଇ ରହିଛି। ପ୍ରଶାସନିକ ଓ ରାଜନୈତିକ ଉଦାସୀନତା ଯୋଗୁ ଗ୍ରାମକୁ ରାଜସ୍ବ ମାନ୍ୟତା ମିଳି ନ ଥିବାରୁ ଏଠାରେ ରହୁଥିବା ଲୋକେ ସରକାରୀ ଯୋଜନା ଓ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି।…

ଚାଷୀଙ୍କୁ ଭେଳିକି କାନପୁର ପ୍ରକଳ୍ପ

କେନ୍ଦୁଝର,୧୧ା୧(ଦୀପକ ମିଶ୍ର)କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅଞ୍ଚଳରେ ନିର୍ମାଣାଧୀନ କାନପୁର ଜଳସେଚନ ପ୍ରକଳ୍ପ ଚାଷୀଙ୍କ ପାଇଁ ଭେଳିକି ହୋଇଛି। ମୁଖ୍ୟ ଶାସନ ସଚିବ ଜିଲା ଗସ୍ତ ସମୟରେ ୨୦୨୩ ଜୁନ୍‌ରେ ପ୍ରକଳ୍ପ ନିର୍ମାଣ ଶେଷ ହୋଇ ଡିସେମ୍ବରରେ ଜମିକୁ ପାଣି ମାଡ଼ିବ…

କୁଲଡ଼ିହାରେ ୫୬ ପ୍ରଜାତିର ଦେଶୀ, ବିଦେଶୀ ପକ୍ଷୀ

ନୀଳଗିରି, ୧୧।୧(ପ୍ରଶାନ୍ତ ବିଶ୍ୱାଳ)ସବୁଜ ବନାନୀ ସହିତ ପ୍ରାକୃତିକ ପ୍ରାଚୁର୍ଯ୍ୟର ଗନ୍ତାଘର ବିସ୍ତୀର୍ଣ୍ଣ ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟର କେତେକ ଜଳାଶୟକୁ ଶୀତଦିନେ ପ୍ରତିବର୍ଷ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ…

ନିଅଁରେ ବ୍ୟବହାର ହେଉଛି ପାଉଁଶ ଇଟା

ନୟାଗଡ଼,୧୧।୧(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହରର ପ୍ରତ୍ୟକ୍ଷ ଦେବୀ ମା’ଦକ୍ଷିଣକାଳୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣ ପାଇଁ ନିଅଁରେ ପାଉଁଶ ଇଟା ବ୍ୟବହାର କରାଯାଉଥିବାରୁ ସ୍ଥାୟିତ୍ୱ ନେଇ ପ୍ରଶ୍ନ ଉଠିଛି । ନିଅଁ ଖୋଳାରୁ ମନ୍ଦିରର ନିର୍ମାଣ କାର୍ଯ୍ୟ…

ଜଗତ୍‌ସିଂହପୁର ଜିଲା ବିଧାନସଭା ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୦ା୧(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବୁଧବାର ଏ ନେଇ ବିଜେଡି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗିରିଶ ଚନ୍ଦ୍ର…

ନୂଆ ଜଗନ୍ନାଥ ସଡ଼କରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୧୦ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅନ୍ତର୍ଗତ ନିରାକାରପୁର ଓ ରାମେଶ୍ୱର ପଞ୍ଚାୟତ ଅଞ୍ଚଳରେ ଗତ ୩ରୁ ୪ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ପକ୍ଷରୁ ଘଉଡ଼ାଇବା ଲାଗି ଚେଷ୍ଟା ସତେ ଏହି ହାତୀପଲ ଅଞ୍ଚଳ…

ଚିତ୍ରକୋଣ୍ଡା ଜଳଭଣ୍ଡାରରୁ ୬୫୫ ପକ୍ଷୀ ଚିହ୍ନଟ

ଚିତ୍ରକୋଣ୍ଡା,୧୦ା୧(କ୍ଷୀରୋଦ ବେହେରା): ପ୍ରତିବର୍ଷ ଭଳି ଚଳିତବର୍ଷ ମାଲକାନଗିରି ଜିଲା ବନଖଣ୍ଡ ଅଧୀନ ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପକ୍ଷୀଗଣନା ହୋଇଛି। ଏହି ପକ୍ଷୀଗଣନା କାର୍ଯ୍ୟକ୍ରମ ଚିତ୍ରକୋଣ୍ଡା ଜଳଭଣ୍ଡାର ଭିତରେ କରାଯାଇଥିଲା। ବନ ବିଭାଗ…

କୋଟିପତି ଏମ୍‌ଭିଆଇ ଗିରଫ, ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ

ନୟାଗଡ଼,୧୦ା୧(ଲୋକନାଥ ମିଶ୍ର): ରାଜ୍ୟରେ ପୁଣି ଜଣେ କୋଟିପତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍‌ଭିଆଇ ପଞ୍ଚାନନ ବେହେରା ବୁଧବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଏକକାଳୀନ ୭ଟି ଘର…

ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୦ା୧: ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ତଥା ପୂର୍ବତନ ବିଧାୟିକା, ରାଜ୍ୟ ସଭା ସଦସ୍ୟା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି। କଟକସ୍ଥିତ ବାସଭବନରେ ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବିଜୁ ଜନତା ଦଳର ଜଣେ…

୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସଦ୍‌ଦ୍ଭାବନା ସଭାଗୃହ ପ୍ରକୋଷ୍ଠଠାରେ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?